Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁରରେ ଜନ ଭାଗିଦାରୀ ଦିବସ ପାଳିତ
ଆଞ୍ଚଳିକ

ବାଣପୁରରେ ଜନ ଭାଗିଦାରୀ ଦିବସ ପାଳିତ

June 9, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ
ବାଣପୁର: ସରକାରଙ୍କ ନିର୍ଦ୍ଦେଶ ମୁତାବକ ସାକ୍ଷରତା ଓ ସଂଖ୍ୟାଜ୍ଞାନ ଜାଣିବାର ଅଧିକାରକୁ ସାବ୍ୟସ୍ତ କରିବା ଲକ୍ଷ୍ୟରେ ସମସ୍ତଙ୍କୁ ସେଚେତନ କରାଯାଉଛି। ଏହି ପରିପ୍ରେକ୍ଷୀରେ ବାଣପୁର ବିଇଓ ସନାତନ ଜାଲି ବ୍ଲକରେ ସମୁଦାୟ ୧୨ଟି ସ୍କୁଲକୁ କ୍ଲଷ୍ଟର ଭାବେ ଗ୍ରହଣ କରି ସେଠାରେ ସଚେତନତା କାର୍ଯ୍ୟକ୍ରମ ଆୟୋଜିତ କରିଛନ୍ତି।

ଉକ୍ତ କ୍ଲଷ୍ଟର ଅଧୀନରେ ଥିବା ସ୍କୁଲର ପ୍ରଥମ ଶ୍ରେଣୀ ଠାରୁ ତୃତୀୟ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ଛାତ୍ରଛାତ୍ରୀ ଓ ସେମାନଙ୍କର ପିତାମାତା ଏହି ସଚେତନତା କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ। ଆସନ୍ତା ୨୦୨୬ /୨୭ ମସିହା ସୁଦ୍ଧା ଯେପରି ସମସ୍ତେ ମୌଳିକ ସାକ୍ଷାରତା ଓ ସଂଖ୍ୟାଜ୍ଞାନ ହାସଲ କରିବା ଥିଲା କାର୍ଯ୍ୟକ୍ରମର ଲକ୍ଷ୍ୟ। ଅର୍ଥାତ ମିଶାଣ, ଫେଡାଣ, ଗୁଣନ, ହରଣ ଏବଂ ପଢିବା ବୁଝିବା ଓ ଲେଖିବା ହାସଲ କରିବାକୁ ବିଭିନ୍ନ ପ୍ରକାର କୌଶଳ ଶିକ୍ଷା ଦିଆଯାଇଥିଲା।

ଉକ୍ତ ଯୋଜନା ଭାରତ ସରକାରଙ୍କ ଜି-୨୦ ର ଗୋଟିଏ ଏଜୁକେସନ ପାର୍ଟ ଯାହାକି ଜନ ଭାଗିଦାରୀ ଦିବସ ନାମରେ କାର୍ଯ୍ୟକ୍ରମ ଅନୁଷ୍ଠିତ ହେଉଛି ବୋଲି ଶ୍ରୀଯୁକ୍ତ ଜାଲି ମତବ୍ୟକ୍ତ କରିଛନ୍ତି।

ଜି-୨୦ ବାଣପୁର ଭାରତ ସରକାର ସନାତନ ଜାଲି
Share. Facebook Twitter LinkedIn Email WhatsApp Copy Link

Related Posts

ରୋଟାରୀ ଜିଲ୍ଲା ୩୨୬୨ ପ୍ରାନ୍ତପାଳଙ୍କ ବାଣପୁର ବାଲୁଗାଁ କ୍ଲବ ପରିଦର୍ଶନ

May 11, 2026

ମା’ ଭଗବତୀଙ୍କ ଚାପ କ୍ରୀଡ଼ା: ସାତଦେବା ଦେବୀଙ୍କୁ ସାଥିରେ ଧରି ଭଉଁରୀ ଖେଳିଲେ ମା’ ସାଆନ୍ତାଣି

May 10, 2026

ଗୁରୁତ୍ୱପୂର୍ଣ୍ଣ ଖଣିଜ କ୍ଷେତ୍ରରେ ଭାରତ-କାନାଡା ସହଯୋଗ ବୃଦ୍ଧି ଉପରେ ଜୋର

May 8, 2026

ବାଲୁଗାଁ ମହାବିଦ୍ୟାଳୟର ଏନସିସି ଅଧିକାରୀଙ୍କୁ ସମ୍ବର୍ଦ୍ଧନା

May 6, 2026
Latest News

ଡାକ୍ତରଙ୍କୁ ପିଟି ପିଟି ମାରିଦେଲେ

May 15, 2026

ବଢିଲା ତେଲ ଦର: ପେଟ୍ରୋଲ ଲିଟର ପିଛା ୩.୧୪ ଟଙ୍କା, ଡିଜେଲ ୩.୧୧ ଟଙ୍କା ମହଙ୍ଗା

May 15, 2026

ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ତାମିଲନାଡୁ ମୁଖ୍ୟମନ୍ତ୍ରୀ ବିଜୟ

May 15, 2026

ଗତ ଚାରି ମାସରେ ରେଳବାଇର ସିମେଣ୍ଟ ପରିବହନ ୧୭୦% ବୃଦ୍ଧି

May 15, 2026

ଓଡ଼ିଶା ସମେତ ୧୬ ରାଜ୍ୟ ଓ ୩ କେନ୍ଦ୍ର ଶାସିତ ଅଂଚଳରେ ଅନୁଷ୍ଠିତ ହେବ ୩ୟ ପର୍ଯ୍ୟାୟ ସ୍ବତନ୍ତ୍ର ସଘନ ସଂଶୋଧନ (ଏସଆଇଆର୍)

May 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.