Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁର ବ୍ଲକର ସବୁ ପଞ୍ଚାୟତରେ ମୋ ଘର ଯୋଜନା ସଚେତନତା କାର୍ଯ୍ୟକ୍ରମ
ଆଞ୍ଚଳିକ

ବାଣପୁର ବ୍ଲକର ସବୁ ପଞ୍ଚାୟତରେ ମୋ ଘର ଯୋଜନା ସଚେତନତା କାର୍ଯ୍ୟକ୍ରମ

June 9, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
ବାଣପୁର ବ୍ଲକର ସବୁ ପଞ୍ଚାୟତରେ ମୋ ଘର ଯୋଜନା ସଚେତନତା କାର୍ଯ୍ୟକ୍ରମ

ସୀତାରାମ ଅଗ୍ରୱାଲ

ବାଣପୁର: ଆସନ୍ତା ୧୬ ତାରିଖ ଠାରୁ ମୋ ଘର ଯୋଜନାରେ ଘର ପାଇବା ପାଇଁ ଯୋଗ୍ୟ ବ୍ୟକ୍ତି ଅନଲାଇନ ମାଧ୍ୟମରେ ଆବେଦନ ନିମନ୍ତେ ସରକାର ନିଷ୍ପତି ଗ୍ରହଣ କରିଛନ୍ତି। ଜିଲ୍ଲା ଠାରୁ ଆରମ୍ଭ କରି ପଞ୍ଚାୟତସ୍ତର ପର୍ଯ୍ୟନ୍ତ ମୋ ଘର ଯୋଜନା ସମ୍ପର୍କରେ ସଚେତନ କରାଯାଉଥିବା ବେଳେ ଆଜି ଖୋର୍ଦ୍ଧା ଜିଲ୍ଲା ବାଣପୁର ବ୍ଲକର ସମସ୍ତ ୧୭ ଗୋଟି ଗ୍ରାମ ପଞ୍ଚାୟତରେ ବିଡ଼ିଓ ଶୀତଲ ଅଗ୍ରୱାଲଙ୍କ ତତ୍ୱାବଧାନରେ ପୃଥକ ଭାବେ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।

ଏଥିରେ ପଞ୍ଚାୟତର ସରପଞ୍ଚ, ୱାର୍ଡ ମେମ୍ବର, ସମସ୍ତ ଅଙ୍ଗନବାଡି କର୍ମୀ,ଆଶା କର୍ମୀ,ସିଆରପି ଏମବିକେ ଯୋଗ ଦେଇଥିଲେ। ଏକଲକ୍ଷରୁ ତିନିଲକ୍ଷ ଟଙ୍କା ପର୍ଯ୍ୟନ୍ତ ଗୃହରୁଣ ପାଇବାକୁ ଥିବା ମୋ ଘର ଯୋଜନାରେ ସରକାରଙ୍କ ନୀତି ନିୟମକୁ ବୈଠକରେ ବ୍ୟାଖ୍ୟା କରାଯାଇଥିଲା। ବାର୍ଷିକ ଆୟ ୨୫୦୦୦ ଟଙ୍କା ଠାରୁ ତଳକୁ ଥିବା ବ୍ୟକ୍ତି ମୋ ଘର ଯୋଜନାରେ ଅନ୍ତର୍ଭୁକ୍ତ ହୋଇପାରିବେ।

ଉକ୍ତ ଯୋଜନାରେ ଅନ୍ତର୍ଭୁକ୍ତ ହୋଇଥିବା ସମସ୍ତ ବ୍ୟକ୍ତି ୧୦ ବର୍ଷରେ ଉକ୍ତ ଋଣ ପରିଶୋଧ କରିପାରିବା ସହ ଏକଲକ୍ଷ୍ୟ ଟଙ୍କା ଋଣ କରିଥିବା ବ୍ୟକ୍ତିଙ୍କୁ ୩୦୦୦୦ ଟଙ୍କା ପର୍ଯ୍ୟନ୍ତ ସବସିଡ଼ି ମିଳବାର ବ୍ୟବସ୍ଥା ଥିବା ଜଣାପଡିଛି।

ବାଣପୁର
Share. Facebook Twitter LinkedIn Email WhatsApp Copy Link

Related Posts

ପ୍ରବଳ ବର୍ଷାରେ ବାଣପୁର ଜଳବନ୍ଦୀ

September 26, 2026

ବାଲୁଗାଁ ମହାବିଦ୍ୟାଳୟରେ ଏନଏସଏସ ଦିବସ ଅବସରରେ ବୃକ୍ଷରୋପଣ କାର୍ଯ୍ୟକ୍ରମ

September 25, 2026

ତାଳପଦା ସମୁଦ୍ର କୂଳରୁ ମୃତ ଡଲଫିନ୍‌ ଉଦ୍ଧାର

September 23, 2026

ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ସାତସମାରେ ସ୍ୱଚ୍ଛତା ପକ୍ଷ ପାଳିତ

September 23, 2026
Latest News

କ୍ରିକେଟ ଖେଳ ହେଲା କାଳ, ପଡ଼ିଆରେ ଟଳିପଡ଼ିଲେ ସରକାରୀ କର୍ମଚାରୀ

September 27, 2026

ଦକ୍ଷିଣ ଆଫ୍ରିକାରେ ଗୁଳିକାଣ୍ଡ: ଦୁଇଟି ପୃଥକ୍ ସ୍ଥାନରେ ୨୭ ଜଣଙ୍କୁ ହତ୍ୟା

September 27, 2026

ନାବାଳିକାକୁ ଦୁଷ୍କର୍ମ ମାମଲା: ଅଭିଯୁକ୍ତଙ୍କୁ ଏନକାଉଣ୍ଟର କଲା ପୋଲିସ

September 27, 2026

ଆକାଶମାର୍ଗରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବନ୍ୟାଞ୍ଚଳ ପରିଦର୍ଶନ

September 27, 2026

ଆଇନ ପରିବର୍ତ୍ତନର ଇଞ୍ଜିନ ଭାବେ କାର୍ଯ୍ୟ କରେ: ଜଷ୍ଟିସ୍ ଶଶିକାନ୍ତ ମିଶ୍ର

September 27, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.