Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଜବରଦଖଲକାରୀଙ୍କ ନିକଟରୁ ଗୋଚର ଜମି ଉଚ୍ଛେଦ କଲା ଚିଲିକା ତହସିଲ ପ୍ରଶାସନ
ଆଞ୍ଚଳିକ

ଜବରଦଖଲକାରୀଙ୍କ ନିକଟରୁ ଗୋଚର ଜମି ଉଚ୍ଛେଦ କଲା ଚିଲିକା ତହସିଲ ପ୍ରଶାସନ

June 12, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ
ଚିଲିକା: ଖୋର୍ଦ୍ଧା ଜିଲ୍ଲା ଚିଲିକା ତହସିଲ ଅନ୍ତର୍ଗତ ଆଙ୍କୁଲା ପଞ୍ଚାୟତ ସାମନ୍ତସିଂହାରପୁର ମୌଜାରେ ୧୭ ଏକର ସରକାରୀ ଜାଗାକୁ କିଛି ମୁଷ୍ଟିମେୟ ବ୍ୟକ୍ତି ଦୀର୍ଘବର୍ଷ ଧରି ଅକ୍ତିଆର କରି ବେଆଇନ ଭାବେ ଚାଷବାସ କରିବା ସହ ଜନସାଧାରଣଙ୍କ ଯାତାୟାତ ବନ୍ଦ କରିଦେଇଥିଲେ। ଉକ୍ତ ଜାଗା ଗାଈ ଗୋରୁଙ୍କ ଚରାଭୁଇଁ ଥିବାବେଳେ କିଛି ମୁଷ୍ଟିମେୟ ବ୍ୟକ୍ତି ସେହି ଜାଗାକୁ ଅକ୍ତିଆର କରି ନିଜ କବଜାରେ ରଖିଥିଲେ।

ଏକ ବର୍ଷରୁ ଉର୍ଦ୍ଧ୍ବ ହେବ ଉକ୍ତ ଜାଗାକୁ ଉଚ୍ଛେଦ କରିବା ପାଇଁ ଚିଲିକା ତହସିଲଦାର ଓ ଜିଲ୍ଲା ପ୍ରଶାସନକୁ ଗ୍ରାମବାସୀ ମାନେ ବାରମ୍ବାର ଅନୁରୋଧ କରିଥିଲେ ସୁଦ୍ଧା ନିରାଶ ହୋଇଥିଲେ। ମାତ୍ର ଚିଲିକା ତହସିଲିଦାର ଦିଲ୍ଲୀପ କୁମାର ଷଡ଼ଙ୍ଗୀଙ୍କ ନେତୃତ୍ୱରେ ଆଜି ୭ ଏକର ଜାଗାକୁ ସମ୍ପୂର୍ଣ୍ଣ ଭାବେ ଉଚ୍ଛେଦ କରାଯାଇଛି।

ଏହି ଉଚ୍ଛେଦ କାର୍ଯ୍ୟକ୍ରମରେ ବାଲୁଗାଁ ଆରଆଇ ନିକୁଞ୍ଜ ପ୍ରଧାନ, ବାଲୁଗାଁ ପୋଲିସ ଏବଂ ନିର୍ବାଚିତ ସ୍ଥାନୀୟ ଜନପ୍ରତିନିଧି ଆଦି ସହଯୋଗ କରିଥିଲେ।

ଚିଲିକା ତହସିଲ
Share. Facebook Twitter LinkedIn Email WhatsApp Copy Link

Related Posts

ନାକଟିଦେଉଳ ସ୍ନାତକ ମହାବିଦ୍ୟାଳୟରେ ରକ୍ତଦାନ ଅଭିଯାନ

April 9, 2026

ଜମି ପାଇଁ ହାଣିଲେ : ପରିବାରର ୬ ଆହତ

April 7, 2026

ହାଜତ ମୃତ୍ୟୁ : ୬ ଅବସରପ୍ରାପ୍ତ ପୋଲିସ୍ ଗିରଫ

April 7, 2026

ଫଳ ପେଟିରେ ଗଞ୍ଜେଇ : ଦୁଇ ଗିରଫ

April 7, 2026
Latest News

ଆଜିର RR ଏବଂ RCB ମଧ୍ୟରେ ଲଢେଇ: ଜାଣନ୍ତୁ ପ୍ଲେଇଂ ଇଲେଭେନ ଏବଂ ପିଚ ରିପୋର୍ଟ

April 10, 2026

ସର୍ବଭାରତୀୟ ପୋଲିସ ଫୁଟବଲ ଚାମ୍ପିୟନସିପ୍: ଓଡ଼ିଶା ପୋଲିସ ଦଳକୁ ଶୁଭେଚ୍ଛା ଜଣାଇଲେ ଡିଜିପି

April 10, 2026

ବେକାର ଯୁବକ ଯୁବତୀଙ୍କ ପାଇଁ ମାସିକ ୩ ହଜାର: ବଙ୍ଗଳା ପାଇଁ ବିଜେପିର ବଡ଼ ଘୋଷଣା

April 10, 2026

ପଶ୍ଚିମବଙ୍ଗ ପାଇଁ ବିଜେପି ଇସ୍ତାହାର ଜାରି କଲେ ଅମିତ ଶାହ

April 10, 2026

ହାଇକୋର୍ଟର ବିଚାରପତି ଯଶୱନ୍ତ ବର୍ମାଙ୍କ ଇସ୍ତଫା: ଘରୁ ମିଳିଥିଲା ବିଡ଼ା ବିଡ଼ା ଟଙ୍କା

April 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.