Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁରରେ ଅଭାବନୀୟ ଘଟଣା, ନିଆଁ ଲଗାଇ ଏକାଧିକ ଘର ଜାଳିଦେଲେ ଦୁର୍ବୁତ୍ତ!
ଆଞ୍ଚଳିକ

ବାଣପୁରରେ ଅଭାବନୀୟ ଘଟଣା, ନିଆଁ ଲଗାଇ ଏକାଧିକ ଘର ଜାଳିଦେଲେ ଦୁର୍ବୁତ୍ତ!

June 15, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ବାଣପୁର: ଗତକାଲି ବିଳମ୍ବିତ ରାତ୍ରିରେ ଖୋର୍ଦ୍ଧା ଜିଲ୍ଲା ବାଣପୁର ଥାନା ଅଞ୍ଚଳରେ ଅଗ୍ନିକାଣ୍ଡ ଘଟି ଚାରି ବଖରା ଘର ଜଳି ଯାଇଛି। ସୂଚନା ମୁତାବକ ବାଣପୁର ଏନଏସି ଦାଶରଥିପୁର ଗ୍ରାମ ହରିଜନ ସାହିର ଯୁଗଳ ନାୟକ ଏବଂ ପାଣୁ ନାୟକଙ୍କ ଚାଳ ଘରେ କୌଣସି କାରଣବଶତଃ ନିଆଁ ଲାଗିଯାଇଥିଲା।

ଖବର ପାଇ ଅଗ୍ନିଶମ ଅଧିକାରୀ ବିବେକାନନ୍ଦ ଦାସ ସଦଳବଳେ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିବା ବେଳେ ଉଭୟ ପରିବାରର ଚାରି ବଖରା ଘର ଓ ଆସବାବପତ୍ର ଜଳି ପୋଡ଼ି ପାଉଁଶ ହୋଇଯାଇଛି। ତେବେ ଏହା ମନୁଷ୍ୟକୃତ ଅଗ୍ନିକାଣ୍ଡ ଏବଂ ଦୁର୍ବୁତ୍ତମାନେ ଜାଣିଶୁଣି ଉକ୍ତ ଘର ଗୁଡିକରେ ନିଆଁ ଲଗାଇଥିବା କ୍ଷତିଗ୍ରସ୍ତ ପରିବାରବର୍ଗ ଗଣମାଧ୍ୟମକୁ କହିଛନ୍ତି। ଏ ନେଇ ଆଜି ଉକ୍ତ ପରିବାରବର୍ଗ ଥାନାର ଦ୍ୱାରସ୍ଥ ହେବେ ବୋଲି ଜଣାପଡିଛି।

ତେବେ କ୍ଷତିଗ୍ରସ୍ତ ପରିବାରବର୍ଗ ଗରିବ ଶ୍ରେଣୀର ହୋଇଥିବାରୁ ତାଙ୍କୁ ତୁରନ୍ତ ସରକାରୀ ସହାୟତା ମିଳୁ ବୋଲି ସାଧାରଣରେ ଦାବି ହେଉଛି।

ଅଗ୍ନିକାଣ୍ଡ ବାଣପୁର
Share. Facebook Twitter LinkedIn Email WhatsApp Copy Link

Related Posts

ଚିଲିକାରାଣୀ ଇଂରାଜୀ ମାଧ୍ୟମିକ ବିଦ୍ୟାଳୟର ୪୪ ତମ ବାର୍ଷିକ ଉତ୍ସବ

March 30, 2026

ଶ୍ରୀ ସତ୍ୟସାଇ ବିଦ୍ୟାମନ୍ଦିରର ରଜତ ଜୟନ୍ତୀ ଉତ୍ସବ

March 30, 2026

ବାଣପୁର: ବରିଷ୍ଠ ନାଗରିକ ସଂଘର ବିଭିନ୍ନ ଦାବି ପୂରଣ କରିବା ଲାଗି ପ୍ରତିଶ୍ରୁତି ଦେଲେ ଆଇନ ମନ୍ତ୍ରୀ

March 25, 2026

ପଖାଳ ଦିବସରେ ବାଣପୁରରେ ପ୍ରଚଳିତ ମା’ଭଗବତୀଙ୍କ ଅତିପ୍ରିୟ ପଖାଳ ଭୋଗ ଲୋକକଥା

March 20, 2026
Latest News

ଅତ୍ୟାବଶ୍ୟକ ସାମଗ୍ରୀର ଯୋଗାଣ ଉପରେ ଜିଲ୍ଲାପାଳମାନଙ୍କ ସହିତ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା

March 30, 2026

ଜିଓ ପକ୍ଷରୁ ସାରା ଓଡ଼ିଶାରେ ସଚେତନତା ଅଭିଯାନ ସହିତ ଜାତୀୟ ସୁରକ୍ଷା ମାସ ପାଳନ

March 30, 2026

ଏମଏଲସି ପଦରୁ ନୀତିଶ କୁମାରଙ୍କ ଇସ୍ତଫା ପରେ କିଏ ହେବ ବିହାରର ମୁଖ୍ୟମନ୍ତ୍ରୀ?: ଚର୍ଚ୍ଚାରେ ଏହି ସବୁ ନାମ

March 30, 2026

ସ୍ୱାସ୍ଥ୍ୟସେବାରେ କୃତ୍ରିମ ବୁଦ୍ଧିମତ୍ତାର ଉପଯୋଗ ସମ୍ପର୍କିତ ଆଞ୍ଚଳିକ କର୍ମଶାଳା ଆୟୋଜିତ

March 30, 2026

ବ୍ଲକ ପ୍ରଶାସନ ତରଫରୁ ମଧୁବାବୁ ପେନସନ, ଦିବ୍ୟାଙ୍ଗ ପ୍ରମାଣ ପତ୍ର ଓ ସହାୟକ ଉପକରଣ ବଣ୍ଟନ

March 30, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.