Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଓଏସ୍ଇଏଫଡ଼ି ଖୋର୍ଦ୍ଧା ଜିଲ୍ଲା ଶାଖାର ସାଂଗଠନିକ ବୈଠକ
ଆଞ୍ଚଳିକ

ଓଏସ୍ଇଏଫଡ଼ି ଖୋର୍ଦ୍ଧା ଜିଲ୍ଲା ଶାଖାର ସାଂଗଠନିକ ବୈଠକ

June 16, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
ଓଏସ୍ଇଏଫଡ଼ି ଖୋର୍ଦ୍ଧା ଜିଲ୍ଲା ଶାଖା ର ସାଂଗଠନିକ ବୈଠକ

ଖୋର୍ଦ୍ଧା: ଦିବ୍ୟାଙ୍ଗ ଛାତ୍ରଛାତ୍ରୀଙ୍କ ଶିକ୍ଷା ର ବିକାଶ ନିମନ୍ତେ ଚ଼େଷ୍ଟିତ ଓଡ଼ିଶା ସ୍ପେସିଆଲ୍ ଏଜୁକେଟର ଫେଡ଼େରେସନ ଫର୍ ଦିବ୍ୟାଙ୍ଗ (ଓଏସ୍ଇଏଫଡ଼ି) ଖୋର୍ଦ୍ଧା ଜିଲ୍ଲା ର ବୈଠକ ଆଜି ବୋଲଗଡ଼ ଠାରେ ଜିଲ୍ଲା ସଭାନେତ୍ରୀ ଏଲୋରା ପ୍ରିୟଦର୍ଶିନୀ ମହାପାତ୍ରଙ୍କ ସଭାପତିତ୍ବରେ ଅନୁଷ୍ଠିତ ହୋଇଥିଲା।

ଏହି ବୈଠକରେ ରାଜ୍ୟ କୋଷାଧ୍ୟକ୍ଷ ‌ରୌପ୍ୟରଂଜନ‌ ସାମନ୍ତରାୟ,ଜିଲ୍ଲା ଯୁଗ୍ମ ସମ୍ପାଦକ ଅଶ୍ବିନୀ ମୁଦୁଲି, ପୂର୍ବ ‌ଓଡ଼ିଶା ଆଇଟି ସେଲ ସଂଯୋଜକ ବିଶ୍ବବିଜୟୀ ଦାଶ, ସଂଗଠକ ଜ୍ୟୋତିରଂଜନ ବଳିୟାରସିଂହ ଯୋଗ ଦେଇ ‌ଜିଲ୍ଲା ରେ ସଂଗଠନ କୁ ମଜଭୁତ କରିବା ପାଇଁ ଆଲୋଚ଼ନା କରିଥିଲେ, ଏବଂ ପ୍ରତି ସାଧାରଣ ବିଦ୍ୟାଳୟ ରେ ଦିବ୍ୟାଙ୍ଗ ବିଦ୍ୟାର୍ଥୀ ମାନଙ୍କ ପାଇଁ ସ୍ଵତନ୍ତ୍ର ଶିକ୍ଷକ ନିଯୁକ୍ତି କରିବାକୁ ସୁପ୍ରିମକୋର୍ଟ ନିର୍ଦ୍ଦେଶ ‌ଦେଇଛନ୍ତି। ସେହି ଅନୁସାରେ ଓଡ଼ିଶାର ପ୍ରତ୍ୟେକ ସାଧାରଣ ବିଦ୍ୟାଳୟ ରେ ଦିବ୍ୟାଙ୍ଗ ବିଦ୍ୟାର୍ଥୀ ମାନଙ୍କ ପାଇଁ ସ୍ଥାୟୀ ସ୍ବତନ୍ତ୍ର ଶିକ୍ଷକ ନିଯୁକ୍ତି କରିବାକୁ ସଂଘ ପକ୍ଷରୁ ରାଜ୍ୟ ସରକାରଙ୍କୁ ନିବେଦନ କରାଯାଇଥିଲା।

ଜଣେ ଦିବ୍ୟାଙ୍ଗ ବିଦ୍ୟାର୍ଥୀ ର ମଧ୍ୟ ଅନ୍ୟ ମାନଙ୍କ ଭଳି ଶିକ୍ଷା ପାଇବାର ପୂର୍ଣ୍ଣ ଅଧିକାର ରହିଛି। ଏଣୁ ପ୍ରତ୍ୟେକ ସାଧାରଣ ବିଦ୍ୟାଳୟ ରେ ଦିବ୍ୟାଙ୍ଗ ଛାତ୍ରଛାତ୍ରୀ ମାନଙ୍କ ପାଇଁ ସ୍ଥାୟୀ ସ୍ବତନ୍ତ୍ର ଶିକ୍ଷକ ପାଇଁ ଶୀଘ୍ର ବିଜ୍ଞପ୍ତି ବାହାର କରିବା ପାଇଁ ସଂଘ ପକ୍ଷରୁ ରାଜ୍ୟ ସରକାରଙ୍କୁ ବିନମ୍ର ନିବେଦନ କରାଯାଇଛି।ଏହି ନିଯୁକ୍ତି କରାଗଲେ ଦିବ୍ୟାଙ୍ଗ ଛାତ୍ରଛାତ୍ରୀମାନେ ଉପଯୁକ୍ତ ଶିକ୍ଷା ଗ୍ରହଣ କରିପାରି ସମାଜ ର ମୁଖ୍ୟସ୍ରୋତ ରେ ସାମିଲ ହୋଇପାରିବା ସହ ଓଡ଼ିଶାର ୬୦୦୦ ରୁ ଅଧିକ ଆଶାୟୀ ସ୍ବତନ୍ତ୍ର ଶିକ୍ଷକ ଶିକ୍ଷୟିତ୍ରୀ ଗଣ ଉପକୃତ ହୋଇପାରିବେ।

ଉକ୍ତ ବୈଠକରେ‌ ଲୋକଜିତ୍ ପରିଡ଼ା, ସନ୍ତୋଷ ପରିଡ଼ା,ସବନମ‌ ବେଗମ, ଅଭିଜିତ ଦାଶ,ପିନାରାଣୀ ବିଷୋୟୀ, ମନସ୍ବିନୀ ଦାଶ, ସ୍ୱାଗତିକା ପ୍ରଧାନ, ସୁରଭି ‌ପଣ୍ଡା, ଦେବଜାନୀ ବେହେରା ଙ୍କ ସମେତ ବହୁ ଆଶାୟୀ ସ୍ବତନ୍ତ୍ର ଶିକ୍ଷକ ଶିକ୍ଷୟିତ୍ରୀ ଗଣ ଉପସ୍ଥିତ ଥିଲେ।

khordha ଖୋର୍ଦ୍ଧା
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର: ବ୍ଲକ ସ୍ତରୀୟ ଇଣ୍ଡୋର ସ୍ପୋର୍ଟ୍ସ ଉଦଯାପିତ

September 9, 2026

ବାଣପୁରରେ ସାକ୍ଷରତା ଦିବସ ଉପଲକ୍ଷେ ୩୫ ଜଣ ସମ୍ମାନିତ

September 9, 2026

ବାଣପୁର: ବ୍ଲକ୍ ସ୍ତରୀୟ ଚକ୍ଷୁ ଚିକିତ୍ସା ତାଲିମ୍ ଶିବିର ଉଦଯାପିତ

September 9, 2026

ସେଣ୍ଟ ଜାଭିୟର ହାଇସ୍କୁଲ ଦ୍ଵାରା ବାଣପୁର ଅଞ୍ଚଳର କୃତି ଛାତ୍ରଛାତ୍ରୀମାନଙ୍କୁ ସମ୍ବର୍ଦ୍ଧନା

September 7, 2026
Latest News

ବୋମା ଧମକ ପରେ ଜରୁରୀକାଳୀନ ଅବତରଣ କଲା ଇଣ୍ଡିଗୋ ବିମାନ

September 10, 2026

୭.୪୧ ଲକ୍ଷ ଟଙ୍କାର ସରକାରୀ ଅର୍ଥ ହଡ଼ପ ଅଭିଯୋଗ: ଆଠଗଡ଼ର ପୂର୍ବତନ ଫରେଷ୍ଟର ଗିରଫ

September 10, 2026

ବଦଳିଲା ଭାରତ-ଆଫଗାନିସ୍ତାନ ପ୍ରଥମ ଟି-୨୦ ତାରିଖ?: ଆୟୋଜକଙ୍କୁ ଚିଠି କଲା ଦିଲ୍ଲୀ ପୋଲିସ

September 10, 2026

ପ୍ୟାରିସଠାରେ ଅନ୍ତର୍ଜାତୀୟ ମହାକାଶ ସମ୍ମିଳନୀରେ ଉଦବୋଧନ ଦେଲେ ପ୍ରଧାନମନ୍ତ୍ରୀ

September 10, 2026

‘ଭାରତର ନୂତନ ଶିଳ୍ପ ବିପ୍ଳବ’କୁ ପ୍ରଶଂସା କଲା ବିଶ୍ୱସ୍ତରୀୟ ନିବେଶ ସଂସ୍ଥା ଜେଫ୍ରିଜ୍‌

September 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.