Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଯୁବକଙ୍କୁ ମାରଣାନ୍ତକ ଆକ୍ରମଣ: ଅଭିଯୁକ୍ତ ଗିରଫ
ଆଞ୍ଚଳିକ

ଯୁବକଙ୍କୁ ମାରଣାନ୍ତକ ଆକ୍ରମଣ: ଅଭିଯୁକ୍ତ ଗିରଫ

June 17, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

କୈଳାଶ ଚନ୍ଦ୍ର ଚୌଧୁରୀ

ବ୍ରହ୍ମପୁର: କୋଦଳା ଥାନା ଅନ୍ତର୍ଗତ ନୁଆ ଦିଗି ଗ୍ରାମରେ କୌଣସି କାରଣରୁ ଦୁଇ ଯୁବକ ମଧ୍ୟରେ ଝଗଡ଼ା ହୋଇଥିଲା ଓ ପରେ ଉଗ୍ର ପରିସ୍ଥିତି ସୃଷ୍ଟି ହୋଇ ମନୋଜ ପ୍ରଧାନ ନାମକ ଜଣେ ଯୁବକ ସେହି ଗ୍ରାମର ଅର୍ଜୁନ ସ୍ବାଇଁ ନାମକ ଅନ୍ୟ ଜଣେ ଯୁବକକୁ ମାରଣାନ୍ତକ ଆକ୍ରମଣ କରିଥିଲା। ଯ’ଦ୍ଵାରା ଅର୍ଜୁନ ଗୁରୁତର ଆହତ ହୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି।

ଅଭିଯୋଗ ପାଇ କୋଦଳା ପୋଲିସ ଘଟଣାର ତଦନ୍ତ କରିବା ସହ ଅଭିଯୁକ୍ତ ମନୋଜକୁ ଉଠାଇ ଆଣି ତାଠାରୁ ଏକ ଲୁହା କାତି ଜବତ୍ କରିବା ସହ ଏତଲା ନଂ ୨୭୨/୨୩ ଓ ଧାରା ୨୯୪, ୩୦୭, ୩୨୬ ଓ ୫୦୬ ଅନୁଯାୟୀ ଗିରଫ କରି କୋର୍ଟ ଚାଲାଣ କରିଛି।

ଅଭିଯୁକ୍ତ ଗିରଫ କୋଦଳା ଥାନା ମାରଣାନ୍ତକ ଆକ୍ରମଣ
Share. Facebook Twitter LinkedIn Email WhatsApp Copy Link

Related Posts

ଚିଲିକାରାଣୀ ଇଂରାଜୀ ମାଧ୍ୟମିକ ବିଦ୍ୟାଳୟର ୪୪ ତମ ବାର୍ଷିକ ଉତ୍ସବ

March 30, 2026

ଶ୍ରୀ ସତ୍ୟସାଇ ବିଦ୍ୟାମନ୍ଦିରର ରଜତ ଜୟନ୍ତୀ ଉତ୍ସବ

March 30, 2026

ପୋଲସରାରେ ଯୁବକଙ୍କୁ ମାରଣାନ୍ତକ ଆକ୍ରମଣ

March 21, 2026

ବାଣପୁର କୋର୍ଟ ପରିସରରେ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ

March 14, 2026
Latest News

ଓଡିଶାରେ ଯୁଦ୍ଧର ପ୍ରଭାବ, ସଂଧ୍ୟାରେ ମୁଖ୍ୟମନ୍ତ୍ରୀ ଡାକିଲେ ଜିଲ୍ଲାପାଳମାନଙ୍କ ବୈଠକ

March 30, 2026

ବାଣପୁର ଓକିଲ ସଂଘ ନିର୍ବାଚନ: ନିର୍ବାଚନ ଅଧିକାରୀଙ୍କ ବିରୁଦ୍ଧରେ ଅଭିଯୋଗ ଆଣିଲେ ପରାଜିତ ପ୍ରାର୍ଥୀ

March 30, 2026

ବିଦେଶ ମାଟିରେ ଓଡିଆ କ୍ଷୁଦ୍ର ଚଳଚିତ୍ର ପୁରସ୍କୃତ, ଦିଲ୍ଲୀପ ହାଲି ଶ୍ରେଷ୍ଠ ପ୍ରଯୋଜକ

March 30, 2026

‘ରାଷ୍ଟ୍ର ପ୍ରଥମ’ ନୀତିକୁ ଆପଣାଇ ରାଷ୍ଟ୍ର ନିର୍ମାଣ ଦିଗରେ ଅବିରତ କାର୍ଯ୍ୟ କରୁଛି ବିଜେପି: ପୃଥ୍ୱୀରାଜ ହରିଚ଼ନ୍ଦନ

March 30, 2026

ଦିଲ୍ଲୀ ପୋଲିସର ବଡ ସଫଳତା: ଗିରଫ ହେଲା ୧୧୦୦ ଥର ବୋମା ଧମକ ଦେଇଥିବା ଅଭିଯୁକ୍ତ

March 30, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.