Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଟାଙ୍ଗୀ ବ୍ଲକରେ ଜିଲ୍ଲାପାଳଙ୍କ ମିଳିତ ଜନଶୁଣାଣି ଶିବିର ଅନୁଷ୍ଠିତ
ଆଞ୍ଚଳିକ

ଟାଙ୍ଗୀ ବ୍ଲକରେ ଜିଲ୍ଲାପାଳଙ୍କ ମିଳିତ ଜନଶୁଣାଣି ଶିବିର ଅନୁଷ୍ଠିତ

June 19, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ଟାଙ୍ଗୀ: ଖୋର୍ଦ୍ଧା ଜିଲ୍ଲା ଟାଙ୍ଗୀ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଆଜି ଜିଲ୍ଲାପାଳଙ୍କ ମିଳିତ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇ ଯାଇଛି। ଆଜି ମୋଟ ୨୮ ଗୋଟି ଆପତ୍ତି ଅଭିଯୋଗ ଦାଖଲ ହୋଇଥିବା ବେଳେ ସେଥିମଧ୍ୟରୁ ୨୩ ଗୋଟି ଅଭିଯୋଗ ବ୍ୟକ୍ତିଗତ, 2 ଗୋଟି ସାମୁହିକ, ୨ ଗୋଟି ଅଭିଯୋଗ ର ସ୍ଥଳ ବିଶେଷରେ ତତ୍କାଳ ସମାଧାନ କରାଯାଇଥିଲା ଏବଂ ଜଣେ ହିତାଧିକାରୀଙ୍କୁ ରେଡ଼କ୍ରସ ସହାୟତା ପାଣ୍ଠି ରୁ ୧୦ ହଜାର ଟଙ୍କା ର ଆର୍ଥିକ ସହାୟତା ରାଶି ପ୍ରଦାନ କରାଯାଇଥିଲା।

ଆଜିର ମିଳିତ ଜନଶୁଣାଣି ଅବସରରେ ଜିଲ୍ଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀ ଅଧ୍ୟକ୍ଷତା କରିଥିବାବେଳେ ଆରକ୍ଷୀ ଅଧିକ୍ଷକ, ସିଦ୍ଧାର୍ଥ କଟାରିଆ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଦିଗନ୍ତ ରାଉତରାୟ, ଉପ ଜିଲ୍ଲାପାଳ ଦୀପ୍ତି ରଞ୍ଜନ ସେଠି, ସି.ଡ଼ି.ଏମ.ଓ ଡ଼ ଆର୍ତ୍ତବନ୍ଧୁ ନାୟକ, ଆସିଷ୍ଟାଣ୍ଟ କଲେକ୍ଟର ଗ୍ରୀଭାନ୍ସ, ଟାଙ୍ଗୀ ବି.ଡ଼ି.ଓ ଏବଂ ଅନ୍ୟ ବିଭାଗୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ।

ଟାଙ୍ଗୀ ବ୍ଲକ ମିଳିତ ଜନଶୁଣାଣି
Share. Facebook Twitter LinkedIn Email WhatsApp Copy Link

Related Posts

ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କର ସାଧାରଣ ସଭା: ସମବାୟର ବିକାଶ ଓ ବ୍ୟବସାୟିକ ଅଭିବୃଦ୍ଧି ଉପରେ ଗୁରୁତ୍ୱ

September 30, 2026

କର୍ତ୍ତବ୍ୟନିଷ୍ଠ ଶିକ୍ଷୟିତ୍ରୀ ବିନୋଦିନୀ କୁଣ୍ଡୁଙ୍କୁ ଭାବବିହ୍ୱଳ ବିଦାୟ

September 30, 2026

ପଥୁରିଆ ଅଙ୍ଗନୱାଡି କେନ୍ଦ୍ରରେ ୯ମ ରାଷ୍ଟ୍ରୀୟ ପୋଷଣ ମାସ–୨୦୨୬

September 30, 2026

ଗୁରୁଜୀ ମହେଶ୍ୱର ମଲ୍ଲଙ୍କ ପଞ୍ଚମ ଶ୍ରାଦ୍ଧବାର୍ଷିକୀ ପାଳିତ 

September 29, 2026
Latest News

କଂଗ୍ରେସ ଭବନ ବାହାରେ ଓକିଲଙ୍କ ମୃତଦେହ

October 1, 2026

ଧାରୁଆ ଅସ୍ତ୍ରରେ ଗଳା କାଟି ଯୁବତୀଙ୍କ ଆତ୍ମହତ୍ୟା

October 1, 2026

ଆଫଗାନିସ୍ତାନରେ ଶକ୍ତିଶାଳୀ ଭୂମିକମ୍ପ: ଥରିଲା ହିନ୍ଦୁକୁଶ, ଲୋକେ ଭୟଭୀତ

October 1, 2026

ଅକ୍ଟୋବର ଆରମ୍ଭରୁ ମହଙ୍ଗା ବାଣିଜ୍ୟିକ ଏଲପିଜି

October 1, 2026

“ସାରା ଦେଶରେ NRC ଲାଗୁ ହେବା ଉଚିତ”: SIR ବିବାଦ ମଧ୍ୟରେ RSS ର ଦାବି

October 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.