Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»କାଙ୍କଣ ଶିଖରୀରେ ରଥଯାତ୍ରାକୁ ନେଇ ପ୍ରଶାସନିକ ଅଧିକାରୀଙ୍କ ସ୍ଥାନ ପରିଦର୍ଶନ
ଆଞ୍ଚଳିକ

କାଙ୍କଣ ଶିଖରୀରେ ରଥଯାତ୍ରାକୁ ନେଇ ପ୍ରଶାସନିକ ଅଧିକାରୀଙ୍କ ସ୍ଥାନ ପରିଦର୍ଶନ

June 19, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ବାଲୁଗାଁ: ଚିଲିକା ବ୍ଲକ ଅନ୍ତର୍ଗତ ନଇରୀ ସ୍ଥିତ ଲୀଳାକ୍ଷେତ୍ର କାଙ୍କଣ ଶିଖରୀରେ ପ୍ରସିଦ୍ଧ ରଥଯାତ୍ରା ନେଇ ସୋମବାର ପୂର୍ବାହ୍ନରେ ତହସିଲଦାର ଦିଲ୍ଲୀପ ଷଡ଼ଙ୍ଗୀ, ବିଡ଼ିଓ ଜଗଦୀଶ ଷଡ଼ଙ୍ଗୀ ଏବଂ ନାଚୁଣି ଆଇଆଇସି ଚନ୍ଦ୍ର ଶେଖର ଜେନା ଉକ୍ତ ଅଞ୍ଚଳ ଗସ୍ତ କରି ବ୍ୟବସ୍ଥା ପରଖିଥିଲେ। ଏହି ଅବସରରେ ଟ୍ରଷ୍ଟ ସମ୍ପାଦକ ସୁଶାନ୍ତ ସାହୁ ଚିଲିକା ହ୍ରଦରେ ନୌବିହାର ମାଧ୍ୟମରେ ଅନୁଷ୍ଠିତ ରଥଯାତ୍ରାର ବିସ୍ତୃତ କାର୍ଯ୍ୟକ୍ରମ ସମ୍ବନ୍ଧରେ ଅଧିକାରୀମାନଙ୍କୁ ସୂଚନା ଦେଇଥିଲେ। ଆସନ୍ତାକାଲି ରଥଯାତ୍ରାରେ ଟାପୁମଧ୍ୟକୁ ବିଗ୍ରହମାନଙ୍କୁ ନିରାପଦ ଭାବେ ନେବା ପାଇଁ ଡଙ୍ଗା ମାଲିକମାନଙ୍କୁ ସଚେତନ କରାଯାଇଥିଲା।

ଆଇନ ଶୃଙ୍ଖଳା ବଜାୟ ରଖିବା ପାଇଁ ବ୍ୟାପକ ପୋଲିସ୍ ଫୋର୍ସ ନିୟୋଜିତ ରହିବେ।ଏଥିସହିତ ଆସନ୍ତାକାଲି ସମସ୍ତ ଭକ୍ତଙ୍କୁ ପ୍ରଶାସନ ପକ୍ଷରୁ ମାଗଣା ପ୍ରସାଦ ମଧ୍ୟ ବଣ୍ଟନ କରାଯିବ। ଅନୁରୂପ ଭାବେ ଟାପୁ ଚତୁଃପାର୍ଶ୍ଵକୁ ସଫା କରିବା ପାଇଁ ଧୀବରମାନଙ୍କୁ ଡାକବାଜି ଯନ୍ତ୍ର ମାଧ୍ୟମରେ ସଚେତନ କରାଯାଇଛି। ଭିଡ଼ ନିୟନ୍ତ୍ରଣ,ପାର୍କିଂ,ଚିକିତ୍ସା ବ୍ୟବସ୍ଥା ଉପରେ ମଧ୍ୟ ଗୁରୁତ୍ୱ ଦିଆଯାଇଛି। ଯାହାଫଳରେ ସମସ୍ତ ଭକ୍ତଙ୍କୁ ଏହି ଅନନ୍ୟ ଯାତ୍ରାରେ ଭାଗ ନେବାକୁ ନିମନ୍ତ୍ରଣ କରାଯାଇଥିବା ଚିଲିକା ତହସିଲଦାର ଦିଲ୍ଲୀପ କୁମାର ଷଡ଼ଙ୍ଗୀ କହିଛନ୍ତି।

କାଙ୍କଣ ଶିଖରୀ ଚିଲିକା ବ୍ଲକ ବାଲୁଗାଁ ଲୀଳାକ୍ଷେତ୍ର
Share. Facebook Twitter LinkedIn Email WhatsApp Copy Link

Related Posts

ସ୍ଵର୍ଗତ ପଣ୍ଡିତ ନୃସିଂହ ପ୍ରସାଦ ମିଶ୍ରଙ୍କ ଦ୍ଵାଦଶାହ ସ୍ମୃତିସଭା

April 22, 2026

ବାଣପୁର: ମା’ ତାରିଣୀଙ୍କ ପୀଠରେ ବିଶ୍ୱଶାନ୍ତି ଗୀତା ମହାଯଜ୍ଞ ଓ ଅଷ୍ଟ ଶମ୍ଭୁ ମିଳନ

April 17, 2026

ଓଡିଶା ଆଦର୍ଶ ବିଦ୍ୟାଳୟର ଛାତ୍ରୀ ଜାତପଦ୍ମାଙ୍କ ସଫଳତା: ସିବିଏସଇ ପରୀକ୍ଷାରେ ରଖିଲେ ୯୮% ନମ୍ବର

April 17, 2026

ବାଲୁଗାଁରେ ପ୍ରଥମ ଥର ହେବ ‘ଚିଲିକା ପୁସ୍ତକ ମେଳା’, ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନଙ୍କ ଅଧ୍ୟକ୍ଷତାରେ ବସିଲା ପ୍ରସ୍ତୁତି ବୈଠକ

April 16, 2026
Latest News

୮ଟି ପ୍ରସ୍ତାବକୁ କ୍ୟାବିନେଟ ମଞ୍ଜୁରୀ

April 22, 2026

ସ୍ଵର୍ଗତ ପଣ୍ଡିତ ନୃସିଂହ ପ୍ରସାଦ ମିଶ୍ରଙ୍କ ଦ୍ଵାଦଶାହ ସ୍ମୃତିସଭା

April 22, 2026

ବନାନ ସଂଶୋଧନ : ମତାମତ ମାଗିଲେ ସରକାର

April 22, 2026

ଝାରସୁଗୁଡା ଦେଶର ସବୁଠୁ ଉତ୍ତପ୍ତ ସହର

April 22, 2026

ଇଥାନଲ୍ ଉପରେ ନିୟମ ପରିବର୍ତ୍ତନ କଲେ ସରକାର, ମହଙ୍ଗା ବିମାନ ଯାତ୍ରା ହେବ ଶସ୍ତା !

April 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.