Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»କର୍ଲାମୁଣ୍ଡା ଠାରେ କଳାହାଣ୍ଡି ଜିଲ୍ଲାପାଳଙ୍କ ଜନଶୁଣାଣି ଶିବିର ଅନୁଷ୍ଠିତ
ଆଞ୍ଚଳିକ

କର୍ଲାମୁଣ୍ଡା ଠାରେ କଳାହାଣ୍ଡି ଜିଲ୍ଲାପାଳଙ୍କ ଜନଶୁଣାଣି ଶିବିର ଅନୁଷ୍ଠିତ

June 20, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ଦୁଷ୍ମନ୍ତ କୁମାର ପଣ୍ଡା
କଳାହାଣ୍ଡି: ଆଜି କର୍ଲାମୁଣ୍ଡା ବ୍ଲକ ସ୍ଥିତ ପଂଚାୟତ ସମିତି ସମ୍ମିଳନୀ ଗୃହରେ ଜିଲ୍ଲାପାଳ ପି ଅନ୍ୱେଷା ରେଡ୍ଡୀଙ୍କ ଅଧକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଉପ ଜିଲ୍ଲାପାଳ, ଭବାନୀପାଟଣା ଡ ବିଶ୍ୱଜିତ୍ ଦାସ,ବ୍ଲକ ଅଧ୍ୟକ୍ଷା କୁନି ସାହୁ ଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।

ଏହି ଜନ ଶୁଣାଣି ଶିବିରରେ ମୋଟ ୧୧୮ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୭୫ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୪୩ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା। ୨୧ଟି ଅଭିଯୋଗର ସମାଧାନ ତତକ୍ଷଣାତ୍ କରାଯାଇଥିଲା। ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ କର୍ଲାମୁଣ୍ଡା ବ୍ଲକ ରିଞ୍ଜା ପଂଚାୟତ ର ଅଏନ କୁମାର ଙ୍କୁ ୫୦୦୦ ଟଙ୍କା ଆର୍ଥିକ ସହାୟତା ମଞ୍ଜୁର କରଯାଇଥିଲା।

କର୍ଲାମୁଣ୍ଡା କଳାହାଣ୍ଡି ଜିଲ୍ଲାପାଳ ଜନଶୁଣାଣି ଶିବିର ପି. ଅନ୍ୱେଷା ରେଡ୍ଡୀ
Share. Facebook Twitter LinkedIn Email WhatsApp Copy Link

Related Posts

ବାଲୁଗାଁ: ସାମ୍ବାଦିକଙ୍କ ମାତୃ ବିୟୋଗ

March 12, 2026

ଗୋଦାବରୀଶ ମହାବିଦ୍ୟାଳୟରେ ସଡ଼କ ସୁରକ୍ଷା ଉପରେ ଡିଜିଟାଲ ଭିଡିଓ ପ୍ରଦର୍ଶନ କାର୍ଯ୍ୟକ୍ରମ

March 11, 2026

ବାଣପୁର ତାଲୁକ ଆଇନ ସେବା ସମିତି ପକ୍ଷରୁ ଅନ୍ତର୍ଜାତୀୟ ମହିଳା ଦିବସ ପାଳନ

March 10, 2026

ଡାଲିର ଗୁଣ ଜ୍ଞାନ ଓ ମାଗଣା ସ୍ଵାସ୍ଥ୍ୟ ଶିବିର ଅନୁଷ୍ଠିତ

March 9, 2026
Latest News

ବ୍ୟକ୍ତି, ସମାଜ ଓ ଜାତିର ଭବିଷ୍ୟତ ଗଢ଼ିବାରେ ଶିକ୍ଷା ମୁଖ୍ୟ ଭୂମିକା ନିଭାଏ: ରାଜ୍ୟପାଳ

March 13, 2026

ଅବହେଳିତ ଅବସ୍ଥାରେ ଶିକ୍ଷକ, ଶିକ୍ଷୟିତ୍ରୀ ଓ ଶିକ୍ଷାକର୍ମଚାରୀ: ସମନ୍ୱୟ ସମିତି

March 13, 2026

୬ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ପାଇଁ ୧୯୧୩ କୋଟିର ଅତିରିକ୍ତ କେନ୍ଦ୍ରୀୟ ସହାୟତା ମଞ୍ଜୁର

March 13, 2026

ଯୁଦ୍ଧ ଯୋଗୁଁ ବିମାନ ଭଡ଼ା ବୃଦ୍ଧି କଲା ଇଣ୍ଡିଗୋ: ଆଜି ରାତି ୧୨ ଟା ପରେ ଲାଗୁ, ଜାଣନ୍ତୁ ନୂତନ ଦର

March 13, 2026

‘ସୋଆ ପ୍ରକ୍ସିମା ୨୦୨୬’ର ଉଦ୍‌ଘାଟନୀ ଉତ୍ସବରେ ଯୋଗ ଦେଲେ ସନ୍ଥ ଗୌର ଗୋପାଳ ଦାସ

March 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.