Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଚିଲିକା: ବଡ଼କୁଳସ୍ଥିତ ଓଡ଼ି ଆର୍ଟ ସେଣ୍ଟରରେ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ
ଆଞ୍ଚଳିକ

ଚିଲିକା: ବଡ଼କୁଳସ୍ଥିତ ଓଡ଼ି ଆର୍ଟ ସେଣ୍ଟରରେ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 21, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ଚିଲିକା: ଆନ୍ତର୍ଜାତୀୟ ଯୋଗ ଦିବସ ୨୦୨୩ ଅବସରରେ ପର୍ଯ୍ୟଟନ ମନ୍ତ୍ରାଳୟ, ଭାରତ ସରକାର ପକ୍ଷରୁ ଆଜି ଓଡ଼ି ଆର୍ଟ ସେଣ୍ଟର, ବଡ଼କୁଳ, ଚିଲିକା ଠାରେ ଗଣ ଯୋଗ ପ୍ରଦର୍ଶନ କରାଯାଇଥିଲା। ଚଳିତ ବର୍ଷ ଯୋଗ ଦିବସ ପାଳନର ବିଷୟବସ୍ତୁ ହେଉଛି “ୟୋଗା ଫର୍ ବସୁଧୈବ କୁଟୁମ୍ବକମ୍‌”।

ଏହି ଅବସରରେ ପତଞ୍ଜଳି ଯୋଗ ଗୁରୁ ପ୍ରଶାନ୍ତ କୁମାର ସାହୁ ଯୋଗର ସାଧାରଣ ସତର୍କତା ଓ ଆଦମ କାଇଦା ପ୍ରଦର୍ଶନ କରିଥିଲେ। ଏହି କାର୍ଯ୍ୟକ୍ରମରେ ୟୁବା ଟ୍ୟୁରିଜିମ୍ କ୍ଲବ୍‌, ସେଂଟ ଜାଭିଅର ହାଇ ସ୍କୁଲ୍‌, ବାଣପୁର, ଖୋର୍ଦ୍ଧା ଏବଂ ପର୍ଯ୍ୟଟନ ହିତାଧିକାରୀ, ସମ୍ମାନିତ ଓ ଉଚ୍ଚ ପଦସ୍ଥ ବ୍ୟକ୍ତିମାନେ ଅଂଶଗ୍ରହଣ କରିଥିଲେ। ଏହି ଗଣ ଯୋଗ ପ୍ରଦର୍ଶନ ଉତ୍ସବରେ ପ୍ରାୟ ୨୦୦ ଜଣ ବ୍ୟକ୍ତି ଅଂଶଗ୍ରହଣ କରିଥିଲେ।

ଏହି କାର୍ଯ୍ୟକ୍ରମରେ ବରକୁଳ ଗ୍ରାମ ପଂଚାୟତର ସରପଂଚ ପ୍ରହ୍ଲାଦ କୁମାର ବେହେରା, ଓଡ଼ି ଆର୍ଟ ସେଂଟର, ବରକୁଳର ସେକ୍ରେଟାରୀ ମାନସ ରଞ୍ଜନ ପଟ୍ଟନାୟକ, ସେଂଟ ଜାଭିଅର ହାଇ ସ୍କୁଲ୍‌, ବାଣପୁରର ଅଧ୍ୟକ୍ଷ ଶ୍ରୀଶକ୍ତି ପ୍ରସାଦ ମହାନ୍ତି ଉପସ୍ଥିତ ଥିଲେ।

କାର୍ଯ୍ୟକ୍ରମକୁ ଭାରତ ପର୍ଯ୍ୟଟନ ଭୁବନେଶ୍ୱରର ସହକାରୀ ନିର୍ଦ୍ଦେଶିକା ରଶ୍ମି ସୋନିଆ ତିର୍କୀ ସଂଯୋଜନା କରିଥିଲେ।

ଆନ୍ତର୍ଜାତୀୟ ଯୋଗ ଦିବସ ଭାରତ ସରକାର
Share. Facebook Twitter LinkedIn Email WhatsApp Copy Link

Related Posts

ଓଡ଼ିଶା ଆସିଲା କତାରରେ ମୃତ୍ୟୁବରଣ କରିଥିବା ଓଡ଼ିଆ ଶ୍ରମିକଙ୍କ ମୃତ ଶରୀର

March 13, 2026

ବାଲୁଗାଁ: ସାମ୍ବାଦିକଙ୍କ ମାତୃ ବିୟୋଗ

March 12, 2026

ଗୋଦାବରୀଶ ମହାବିଦ୍ୟାଳୟରେ ସଡ଼କ ସୁରକ୍ଷା ଉପରେ ଡିଜିଟାଲ ଭିଡିଓ ପ୍ରଦର୍ଶନ କାର୍ଯ୍ୟକ୍ରମ

March 11, 2026

ବାଣପୁର ତାଲୁକ ଆଇନ ସେବା ସମିତି ପକ୍ଷରୁ ଅନ୍ତର୍ଜାତୀୟ ମହିଳା ଦିବସ ପାଳନ

March 10, 2026
Latest News

ଓଡ଼ିଶାରେ ୩.୫ ଗୁଣରୁ ଅଧିକ ବେଗରେ କାର୍ଯ୍ୟକ୍ଷମ ହେଲା ନୂଆ ରେଳ ଟ୍ରାକ୍‌

March 14, 2026

କଟକ-ଭୁବନେଶ୍ୱର ମଧ୍ୟରେ ପ୍ରତି ଅଧଘଣ୍ଟାରେ ଚାଲିବ ନମୋ ଭାରତ ଟ୍ରେନ: ରେଳମନ୍ତ୍ରୀ

March 14, 2026

ଭାରତକୁ ବଡ ଆଶ୍ୱସ୍ତି: ହର୍ମୁଜ୍ ପ୍ରଣାଳୀରେ ଦୁଇଟି LPG ଟ୍ୟାଙ୍କର ଆସିବାକୁ ଅନୁମତି ଦେଲା ଇରାନ

March 14, 2026

ଆଜି ମାର୍ଚ୍ଚ ୧୪ ଶନିବାରରେ ଏହି ରାଶିର ଭାଗ୍ୟରେ ଯାହା ଘଟିବ ଜାଣିଲେ ହେବେ ଆଶ୍ଚର୍ଯ୍ୟ

March 14, 2026

ବ୍ୟକ୍ତି, ସମାଜ ଓ ଜାତିର ଭବିଷ୍ୟତ ଗଢ଼ିବାରେ ଶିକ୍ଷା ମୁଖ୍ୟ ଭୂମିକା ନିଭାଏ: ରାଜ୍ୟପାଳ

March 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.