Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଲୁଗାଁ କଲେଜ ଅଧ୍ୟାପକଙ୍କ ବାସଭବନରୁ ଚୋରି: ପୋଲିସର ତଦନ୍ତ ଜାରି
ଆଞ୍ଚଳିକ

ବାଲୁଗାଁ କଲେଜ ଅଧ୍ୟାପକଙ୍କ ବାସଭବନରୁ ଚୋରି: ପୋଲିସର ତଦନ୍ତ ଜାରି

June 22, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ବାଲୁଗାଁ: ଖୋର୍ଦ୍ଧା ଜିଲ୍ଲା ଗୋପୀନାଥପୁର ସ୍ଥିତ ବାଲୁଗାଁ କଲେଜ ଅଧ୍ୟାପକଙ୍କ ବାସଭବନରୁ ଚୋରି ହୋଇଥିବା ଅଭିଯୋଗ ହେଇଛି। ଖବର ମୁତାବକ ବାଲୁଗାଁ କଲେଜ ଇତିହାସ ବିଭାଗ ଅଧ୍ୟାପକ ମୃଦନୀ ଶଙ୍କର ପ୍ରସାଦ ମିଶ୍ର ଗୋପୀନାଥପୁର ଠାରେ ଭଡା ଘରେ ରହିଆସୁଥିଲେ। ଗତକାଲି ନିଜ ପୁତୁରାର ବ୍ରତ କାର୍ଯ୍ୟ ଥିବା ଯୋଗୁଁ ସନ୍ଧ୍ୟା ସମୟରେ ପରିବାର ସହ ନିକଟସ୍ଥ ବଡ଼କୁଳ ଯାଇଥିଲେ।

ଆଜି ସକାଳୁ ଘରକୁ ଫେରି ଦେଖିବା ବେଳକୁ ମୁଖ୍ୟ କବାଟ ତାଲା ଭାଙ୍ଗି ଝୁଲୁଥିବା ବେଳେ ସ୍କୁଟି, ଲାପଟପ ସହ ଆଲମିରା ଭାଙ୍ଗି ଦୁଇଟି ସୁନା କାନ ଫୁଲ, ଦୁଇଟି ସୁନା ମୁଦି ଓ ନଗଦ ଦଶ ହଜାର ଟଙ୍କା ଚୋରି ହୋଇଯାଇଛି। ଏନେଇ ଶ୍ରୀ ମିଶ୍ର ବାଲୁଗାଁ ଥାନାରେ ଏତଲା ଦେଇଛନ୍ତି। ଖବର ପାଇ ଘଟଣା ସ୍ଥଳରେ ବାଲୁଗାଁ ପୋଲିସ ପହଞ୍ଚି ତଦନ୍ତ ଜାରିରଖିଛି।  କିଛିଦିନ ପୂର୍ବରୁ ନିକଟରେ ଏପରି ଡକାୟତି ହେଇଥିବା ବେଳେ ପୁନର୍ବାର ଚୋରି ହୋଇଥିବାରୁ ଆଖପାଖ ଅଞ୍ଚଳରେ ଭୟର ବାତାବରଣ ଖେଳିଯାଇଛି।

ବାଲୁଗାଁ କଲେଜ ବାଲୁଗାଁ ଥାନା
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର କୋର୍ଟ ପରିସରରେ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ

March 14, 2026

ବାଲୁଗାଁ: ସାମ୍ବାଦିକଙ୍କ ମାତୃ ବିୟୋଗ

March 12, 2026

ଗୋଦାବରୀଶ ମହାବିଦ୍ୟାଳୟରେ ସଡ଼କ ସୁରକ୍ଷା ଉପରେ ଡିଜିଟାଲ ଭିଡିଓ ପ୍ରଦର୍ଶନ କାର୍ଯ୍ୟକ୍ରମ

March 11, 2026

ବାଣପୁର ତାଲୁକ ଆଇନ ସେବା ସମିତି ପକ୍ଷରୁ ଅନ୍ତର୍ଜାତୀୟ ମହିଳା ଦିବସ ପାଳନ

March 10, 2026
Latest News

ଭାରତ ଅଭିମୁଖେ ଆସୁଛି ୯୪,୦୦୦ ମେଟ୍ରିକ୍‌ ଟନ ବିଶିଷ୍ଟ ଦୁଇଟି ଏଲପିଜି ଜାହାଜ 

March 30, 2026

ଆଜି ମାର୍ଚ୍ଚ ୩୦ ତାରିଖ ସୋମବାରରେ କେଉଁ ରାଶି ଉପରେ କଣ ରହିଛି ପ୍ରଭାବ, ଜାଣନ୍ତୁ ରାଶିଫଳ

March 30, 2026

PM Maan Ki Baat: ବିଶ୍ବର ଯୁଦ୍ଧ ପରିସ୍ଥିତିକୁ ମୁକାବିଲା କରିବାକୁ ମନ କୀ ବାତ୍ ରେ ପ୍ରଧାନମନ୍ତ୍ରୀଙ୍କ ଆହ୍ବାନ

March 29, 2026

ବିଜେପିରେ କାହିଁକି ଯୋଗ ଦେଉଛନ୍ତି କଂଗ୍ରେସ ନେତା?: କାରଣ କହିଲେ ରାହୁଲ ଗାନ୍ଧୀଙ୍କ ସହଯୋଗୀ

March 29, 2026

ଆସନ୍ତା ୩ ଯାଏଁ ଜାରି ରହିବ କାଳବୈଶାଖୀ ପ୍ରକୋପ: ଏହି ଜିଲ୍ଲାଗୁଡିକରେ ବଜ୍ରପାତ ସହ ବର୍ଷା ଆଶଙ୍କା

March 29, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.