Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବେଆଇନ ଡିଜେ ବଜାଇବା ମହଙ୍ଗା ପଡିଲା, କୋଦଳା ଥାନା ପୋଲିସ ଦ୍ବାରା ଗାଡି ଜବତ
ଆଞ୍ଚଳିକ

ବେଆଇନ ଡିଜେ ବଜାଇବା ମହଙ୍ଗା ପଡିଲା, କୋଦଳା ଥାନା ପୋଲିସ ଦ୍ବାରା ଗାଡି ଜବତ

June 24, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

କୈଳାଶ ଚନ୍ଦ୍ର ଚୌଧୁରୀ

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲା କୋଦଳା ସହର ଗୌରାଦେଇ ପୁର ସାହିରେ ଡିଜେ ଗାଡ଼ି ଜରିଆରେ ନାଚ ଗୀତ ପରିବେଷଣ ହେଉଥିଲା। ଶବ୍ଦ ପ୍ରଦ୍ୟୁଷଣ ଖବର ପାଇ କୋଦଳା ପୋଲିସ ଚଢ଼ାଉ କରି ଉକ୍ତ ଡି ଜ ଗାଡ଼ିକୁ ଆଣି କୋଦଳା ଥାନାରେ ଅଟକ ରଖିଛି।

ସୁଚନା ଅନୁଯାୟୀ ବେଗୁନିଆ ପଡ଼ା ଅଞ୍ଚଳର ଟୁଲୁ ପ୍ରଧାନ ନାମକ ଜଣେ ବ୍ୟକ୍ତିଙ୍କ ଉକ୍ତ ଗାଡି ବିନା ଅନୁମତିରେ ବିଳମ୍ବିତ ରାତିରେ କୋଦଳା ସହରରେ ଏକ ବରଯାତ୍ରୀ ଦଳକୁ ନେଇ ନାଚ, ଗୀତ ଓ ଶବ୍ଦ ପ୍ରଦ୍ୟୁଷଣ ହେଉଥିବା ବେଳେ ପୋଲିସ ଚଢ଼ାଉ କରି ଗାଡ଼ି ଜବତ କରି ଆଜି କୋଦଳା ଅଦାଲତର ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ମାଜିଷ୍ଟ୍ରେଟଙ୍କୁ ଅବଗତ କରାଇଛନ୍ତି ଓ ମାଜିଷ୍ଟ୍ରେଟଙ୍କ ନିଷ୍ପତ୍ତି ପରେ ପରବର୍ତ୍ତୀ ପଦକ୍ଷେପ ଗ୍ରହଣ କରାଯିବ ବୋଲି ଥାନାଧିକାରୀ କହିଛନ୍ତି।

କୋଦଳା ଥାନା ଗାଡି ଜବତ
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର ତାଲୁକ ଆଇନ ସେବା ସମିତି ପକ୍ଷରୁ ଅନ୍ତର୍ଜାତୀୟ ମହିଳା ଦିବସ ପାଳନ

March 10, 2026

ଡାଲିର ଗୁଣ ଜ୍ଞାନ ଓ ମାଗଣା ସ୍ଵାସ୍ଥ୍ୟ ଶିବିର ଅନୁଷ୍ଠିତ

March 9, 2026

ସଡ଼କ ଦୁର୍ଘଟଣାରେ ଯୁବକଙ୍କ ମୃତ୍ୟୁ

March 5, 2026

ମହତପଲ୍ଲାରେ ବାର୍ଷିକ ଉତ୍ସବ: ନାଟକ, କବିତା ଓ ନୃତ୍ୟରେ ମନମୁଗ୍ଧ ଦର୍ଶକ

March 3, 2026
Latest News

ଆମେରିକାର ତୈଳ ବିଶୋଧନାଗାରରେ ୨୫ ଲକ୍ଷ କୋଟି ନିବେଶ କରିବ ଭାରତ?: ଧନ୍ୟବାଦ ଦେଲେ ଟ୍ରମ୍ପ୍

March 11, 2026

ଫିନଟେକ୍ ପ୍ରକଳ୍ପକୁ ଟୋକିଓ ବୈଶ୍ବିକ ବିତ୍ତ ଫୋରମ୍ ରେ ପ୍ରଦର୍ଶିତ କଲେ ଓଡ଼ିଶାର ଛାତ୍ରଛାତ୍ରୀ

March 11, 2026

SIR ଉପରେ ନିର୍ବାଚନ ଅଧିକାରୀମାନଙ୍କ ପାଇଁ ଚାରିଦିନିଆ ରାଜ୍ୟ ସ୍ତରୀୟ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଆରମ୍ଭ

March 11, 2026

ନବନିଯୁକ୍ତ ସହକାରୀ ଶ୍ରମ ଅଧିକାରୀଙ୍କ ତାଲିମ୍ କାର୍ଯ୍ୟକ୍ରମ ଉଦ୍ଘାଟିତ

March 11, 2026

ମାଲ ପରିବହନ କ୍ଷମତା ବଢ଼ାଇବାକୁ ରଣନୈତିକ ରେଳ କରିଡରରେ ୩୧୮ କୋଟିର ପ୍ରକଳ୍ପ

March 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.