Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁର ଥାନା ଅଞ୍ଚଳରେ ଜଘନ୍ୟ ହତ୍ୟାକାଣ୍ଡ!: ଯୌତୁକ ଲାଗି ବୋହୁକୁ ମାରି ପୋଡ଼ି ଦେଇଥିବା ଅଭିଯୋଗ
ଆଞ୍ଚଳିକ

ବାଣପୁର ଥାନା ଅଞ୍ଚଳରେ ଜଘନ୍ୟ ହତ୍ୟାକାଣ୍ଡ!: ଯୌତୁକ ଲାଗି ବୋହୁକୁ ମାରି ପୋଡ଼ି ଦେଇଥିବା ଅଭିଯୋଗ

June 24, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
ବାଣପୁର ପୋଲିସ
ନାବାଳିକା ଛାତ୍ରୀଙ୍କୁ ଅପହରଣ ଘଟଣା: ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ବାଣପୁର ପୋଲିସ

ସୀତାରାମ ଅଗ୍ରୱାଲ

ବାଣପୁର: ଖୋର୍ଦ୍ଧା ଜିଲ୍ଲା ବାଣପୁର ଥାନା ଅଞ୍ଚଳରେ ଏକା ଯୌତୁକଜନିତ ହତ୍ୟାକାଣ୍ଡ ଘଟିଥିବାର ଅଭିଯୋଗ ହୋଇଛି। ଖବର ମୁତାବକ ଭେଷରୀ ଗ୍ରାମର ଲକ୍ଷ୍ମଣ ଜେନାଙ୍କ କନ୍ୟା ଶାନ୍ତି ଘଡେଇ ୨୦୦୫ ମସିହାରେ ଭେଟେଶ୍ୱର ଗ୍ରାମର ଅଭିରାମ ଘଡେଇଙ୍କ ପୁତ୍ର ପ୍ରକାଶ ଘଡେଇଙ୍କୁ ବିବାହ କରିଥିଲେ। ଇତି ମଧ୍ୟରେ ଶାନ୍ତିଙ୍କ କୌଣସି ସନ୍ତାନ ହୋଇନଥିବା ବେଳେ ଶ୍ୱଶୁର ଘର ଲୋକେ ତାଙ୍କୁ ଯୌତୁକ ଜନିତ ନିର୍ଯ୍ୟାତନା ଦେଇ ଆସୁଥିଲେ।

ତେବେ ଗତକାଲି ଶାନ୍ତିଙ୍କ ଦେହ ଖରାପ ଥିବା ନେଇ ଶ୍ୱଶୁର ଘର ଲୋକେ ତାଙ୍କ ବାପା ଘରକୁ ଜଣାଇଥିଲେ। ତେବେ ଶାନ୍ତିଙ୍କ ପରିବାରବର୍ଗ ଭେଟେଶ୍ୱର ପହଁଚିଲା ବେଳକୁ ଶାନ୍ତିଙ୍କ ମୃତ୍ୟୁ ହୋଇସାରିଥିଲା ଏପରିକି ତାଙ୍କୁ ସ୍ମଶାନରେ ମଧ୍ୟ ଦାହ କରିଦେଇଥିବା ପରିବାରବର୍ଗ ସଙ୍ଗୀନ ଅଭିଯୋଗ କରିଛନ୍ତି।

ଏ ନେଇ ବାଣପୁର ପୋଲିସ ଶାନ୍ତିଙ୍କ ସ୍ୱାମୀ ପ୍ରକାଶ ଏବଂ ଅନ୍ୟ ଛଅ ଜଣଙ୍କ ବିରୁଦ୍ଧରେ କେସ ନମ୍ବର ୨୫୧/୨୩ ରେ ଏକ ହତ୍ୟା ମାମଲା ରୁଜୁ କରି ତଦନ୍ତ ଜାରି ରଖିଥିବା ବେଳେ ସମସ୍ତ ଅଭିଯୁକ୍ତ ଫେରାର ଅଛନ୍ତି।

ବାଣପୁର ଥାନା
Share. Facebook Twitter LinkedIn Email WhatsApp Copy Link

Related Posts

ସେଣ୍ଟ ଜାଭିୟର ହାଇସ୍କୁଲ ଦ୍ଵାରା ବାଣପୁର ଅଞ୍ଚଳର କୃତି ଛାତ୍ରଛାତ୍ରୀମାନଙ୍କୁ ସମ୍ବର୍ଦ୍ଧନା

September 7, 2026

ମାରୁତି ୱାକର୍ସ କ୍ଲବର ନୂତନ କର୍ମକର୍ତ୍ତା

September 7, 2026

ବଜ୍ରକୋଟ ପ୍ରାଥମିକ ବିଦ୍ୟାଳୟରେ ଭାବପୂର୍ଣ୍ଣ ଗୁରୁ ପୂଜନ ଉତ୍ସବ

September 6, 2026

ରେଢ଼ାଖୋଲରେ ଆରଏସଏସ ଯୁବ ସମ୍ମିଳନୀ

September 6, 2026
Latest News

ନକଲି ପିଏମ୍‌ଓ ଅଫିସର ଗିରଫ

September 9, 2026

ପାରା ଆର୍ଚେରୀ ୱାର୍ଲ୍ଡ ସିରିଜ୍‌: ଭାରତକୁ ୨ ସ୍ୱର୍ଣ୍ଣ, ୧ ରୌପ୍ୟ

September 9, 2026

BRICS ଶିଖରକୁ ନେଇ ବଢ଼ିଲା ଚର୍ଚ୍ଚା! ଭାରତ ପାଇଁ ମହାମଞ୍ଚ ନା କୂଟନୈତିକ ଚ୍ୟାଲେଞ୍ଜ?

September 9, 2026

ସେପ୍ଟେମ୍ବର ୨୨ରେ ଏକତା ନଗରରେ ୭୨ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ପ୍ରଦାନ କରିବେ ରାଷ୍ଟ୍ରପତି

September 9, 2026

କିଟ୍ ନିଷ୍ପତ୍ତି ବଦଳାଇଲା ହକି ଇଣ୍ଡିଆ: ପୁଣି ‘ବ୍ଲୁ ଜର୍ସି’ରେ ଖେଳିବ ଭାରତୀୟ ହକି ଟିମ୍

September 9, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.