Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଲୁଗାଁ: ପୂର୍ବତନ ବିଧାୟକ ରଘୁନାଥ ସାହୁଙ୍କ ପୌରାହିତ୍ୟରେ ବିଜେଡ଼ିର ବନ୍ଧୁମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ
ଆଞ୍ଚଳିକ

ବାଲୁଗାଁ: ପୂର୍ବତନ ବିଧାୟକ ରଘୁନାଥ ସାହୁଙ୍କ ପୌରାହିତ୍ୟରେ ବିଜେଡ଼ିର ବନ୍ଧୁମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ

June 25, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ବାଲୁଗାଁ: ଆଜି ପୂର୍ବାହ୍ନରେ ବାଲୁଗାଁ ବିଜେଡି କାର୍ଯ୍ୟାଳୟ ଠାରେ ବିଜେଡି ପକ୍ଷରୁ ପୂର୍ବତନ ବିଧାୟକ ରଘୁନାଥ ସାହୁଙ୍କ ପୌରାହିତ୍ୟରେ ଏକ ବନ୍ଧୁମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି ରାଜନେତା ଏବଂ କର୍ମୀମାନେ ଏବେଠାରୁ ନିଜ ମଇଦାନରେ ସକ୍ରିୟ ହେଉଥିବାବେଳେ ସାଧାରଣ ଜନତାଙ୍କ ନିକଟତର ହେଉଥିବା ଦେଖିବାକୁ ମିଳୁଛି।

ଏହିପରିପ୍ରେକ୍ଷୀରେ ଆଜି ଚିଲିକା ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟକ ରଘୁନାଥ ସାହୁ ବିଜେଡି ଦଳକୁ ସୁସଙ୍ଗଠିତ ତଥା ସୁଦୃଢ କରିବା ନେଇ ଏକ ବନ୍ଧୁ ମିଳନ କାର୍ଯ୍ୟକ୍ରମ କରିଛନ୍ତି।ଏହି ବନ୍ଧୁ ମିଳନରେ ଚିଲିକାର ପୂର୍ବତନ ବିଧାୟକ ଶ୍ରୀ ସାହୁ ଦଳୀୟ କର୍ମୀ ଓ ସାଧାରଣ ଲୋକଙ୍କୁ ଅଭିଭାଷଣ ଦେବା ସହ ରାଜ୍ୟ ସରକାରଙ୍କ ବିଭିନ୍ନ ଉନ୍ନତିମୂଳକ କାର୍ଯ୍ୟ ଉପରେ ଆଲୋକପାତ କରିଥିଲେ।

ଏଥିସହିତ ଆଗକୁ ଆସୁଥିବା ୨୦୨୪ ସାଧାରଣ ନିର୍ବାଚନରେ ନିଶ୍ଚିତ ଭାବେ ବିରୋଧୀ ଦଳକୁ ଝଟକା ଦେବା ସହ ଶେଷ ଥର ପାଇଁ ନିର୍ବାଚନ ଲଢ଼ିବେ ଓ ଚିଲିକା ନିର୍ବାଚନମଣ୍ଡଳୀ ବାସୀଙ୍କ ସୁଖଦୁଃଖରେ ସଦାସର୍ବଦା ରହିବେ ବୋଲି ଜନସାଧାରଣଙ୍କୁ ଆଶ୍ୱାସନା ଦେଇଥିଲେ।

ସାରା ଓଡ଼ିଶା ବିଜେଡିର ବିକାଶ ଧାରାରେ ଅନୁପ୍ରାଣିତ ହେବ ଏବଂ ଆଗାମୀ ଦିନରେ ଚିଲିକା ନିର୍ବାଚନମଣ୍ଡଳୀରେ ବିଜେଡିର ବିଜୟ ଧ୍ବଜା ନିଶ୍ଚିତ ଉଡିବ ବୋଲି କହିଥିଲେ ଶ୍ରୀ ସାହୁ। ଅନୁଷ୍ଠିତ ଉତ୍ସବରେ ଉଭୟ ଚିଲିକା ଓ ବାଣପୁର ବ୍ଲକର ବହୁ ଆଗ ଧାଡ଼ିର କର୍ମୀ ଯୋଗଦେଇଥିବା ବେଳେ ଆଖପାଖ ଅଞ୍ଚଳର ଶତାଧିକ ଜନସାଧାରଣଙ୍କୁ ଦେଖିବାକୁ ମିଳିଥିଲା।

ପୂର୍ବତନ ବିଧାୟକ ବାଲୁଗାଁ ବିଜେଡି ରଘୁନାଥ ସାହୁ
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁରରେ ଖୋଲିଲା ଯୋଗ ଶିକ୍ଷା କେନ୍ଦ୍ର: କ୍ୟାରିଅର ଗଢିବା ପାଇଁ ପାଠ୍ୟକ୍ରମ ବ୍ୟବସ୍ଥା

March 31, 2026

ଚିଲିକାରାଣୀ ଇଂରାଜୀ ମାଧ୍ୟମିକ ବିଦ୍ୟାଳୟର ୪୪ ତମ ବାର୍ଷିକ ଉତ୍ସବ

March 30, 2026

ଶ୍ରୀ ସତ୍ୟସାଇ ବିଦ୍ୟାମନ୍ଦିରର ରଜତ ଜୟନ୍ତୀ ଉତ୍ସବ

March 30, 2026

ବିଜେପିର ମିଶ୍ରଣ ପର୍ବ: ଯୋଗଦେଲେ ନାଏବ ସରପଞ୍ଚଙ୍କ ସମେତ ବିଜେଡ଼ି ଓ କଂଗ୍ରେସ କର୍ମୀ

March 28, 2026
Latest News

ସଂସଦରେ ଉଠିଲା ପିତୃତ୍ୱ ଛୁଟି ପ୍ରସଙ୍ଗ: ଆଉ ଏକ ସାମାଜିକ ଅଧିକାର ଦାବି କଲେ ରାଘବ ଚଢା

March 31, 2026

ବାଲୁଗାଁ ମହାବିଦ୍ୟାଳୟରେ ରାଜ୍ୟସ୍ତରୀୟ ପ୍ରକୃତି ଶିବିର

March 31, 2026

୩୦୦୦ ଟଙ୍କା ଭତ୍ତା, ମହିଳାଙ୍କ ପାଇଁ ଖାଦ୍ୟ ସୁରକ୍ଷା କାର୍ଡ: କେରଳରେ ବିଜେପି ର ଘୋଷଣାପତ୍ର

March 31, 2026

ମୁଖ୍ୟମନ୍ତ୍ରୀ ଯୋଗୀଙ୍କ ମା’ଙ୍କ ବିରୋଧରେ ଆପତ୍ତିଜନକ ଭାଷା ମାମଲା: ଗିରଫ ହେଲେ ମୌଲାନା

March 31, 2026

ସାବଧାନ!: ଏପ୍ରିଲ ୧ ରୁ ପରିବର୍ତ୍ତନ ହେବ UPI ପଦ୍ଧତି, ଜାଣିବା ଜରୁରୀ

March 31, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.