Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ମହାପ୍ରଭୁଙ୍କ ବାହୁଡା଼ଯାତ୍ରା ପାଇଁ ବାଣପୁର ଏନଏସି ଅଧ୍ୟକ୍ଷଙ୍କ ଅଧ୍ୟକ୍ଷତାରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ
ଆଞ୍ଚଳିକ

ମହାପ୍ରଭୁଙ୍କ ବାହୁଡା଼ଯାତ୍ରା ପାଇଁ ବାଣପୁର ଏନଏସି ଅଧ୍ୟକ୍ଷଙ୍କ ଅଧ୍ୟକ୍ଷତାରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

June 27, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ବାଣପୁର: ଆସନ୍ତାକାଲି ବାହୁଡା଼ଯାତ୍ରା ଅବସରରେ ଖୋର୍ଦ୍ଧା ଜିଲ୍ଲା ବାଣପୁରସ୍ଥିତ ଚରଣ ଚକାଦେବ ଓ ରଙ୍କନାଥ ଦେବଙ୍କ ବାହୁଡା଼ ଯାତ୍ରା କିପରି ଶୃଙ୍ଖଳିତ ଭାବରେ ସମାପନ ହେବ ଏ ସମ୍ବନ୍ଧରେ ଏକ ପ୍ରସ୍ତୁତି ବୈଠକ ଆଜି ଅନୁଷ୍ଠିତ ହୋଇଯାଇଛି। ବାଣପୁର ଏନଏସି ସଭାଗୃହରେ ଅଧ୍ୟକ୍ଷ ମିଟୁ ନାୟକଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ଅନୁଷ୍ଠିତ ହୋଇଯାଇଛି।

ଉକ୍ତ ବୈଠକରେ କାର୍ଯ୍ୟନିବାହି ଅଧିକାରୀ ଅବିନାଶ ମହାନ୍ତି, ଆଇଆଇସି ଜୟପ୍ରକାଶ ପରିଡ଼ା ଏବଂ ବିଭିନ୍ନ ବିଭାଗର ଅଧିକାରୀ ଓ ସାମ୍ବାଦିକ ମାନେ ଯୋଗ ଦେଇଥିଲେ।  ବାଣପୁରରେ ଦୁଇ ଗୋଟି ସ୍ଥାନରେ ରଥଯାତ୍ରା ହେଉଥିବାରୁ ଉଭୟ ସ୍ଥାନରେ ବାହୁଡା଼ ଯାତ୍ରା ପାଇଁ ସମୟ ନିର୍ଦ୍ଧାରିତ ହୋଇଛି। ଦିନ ୨.୩୦ ମିନିଟରେ ଚରଣ ଚକାଦେବଙ୍କର ଏବଂ ୩.୩୦ ମିନିଟରେ ରଙ୍କନାଥ ଦେବଙ୍କ ରଥ ଟଣା ଆରମ୍ଭ ହେବ ବୋଲି ଉକ୍ତ ବୈଠକରେ ନିଷ୍ପତି ହୋଇଛି।

ସନ୍ଧ୍ୟା ପୁର୍ବରୁ ଉଭୟ ସ୍ଥାନରେ ରଥ ମନ୍ଦିର ନିକଟରେ ପହଞ୍ଚିବା ଲକ୍ଷ୍ୟ ରଖାଯାଇଛି।  ରଥଯାତ୍ରା ପରି ବାହୁଡ଼ାଯାତ୍ରାରେ ମଧ୍ୟ ସ୍ଵେଚ୍ଛାସେବୀ ନିୟୋଜିତ ହେବେ ବୋଲି ନିଷ୍ପତି ନିଆଯାଇଛି।

ଅନୁରୂପ ଭାବେ ଶୃଙ୍ଖଳିତ ବାହୁଡ଼ାଯାତ୍ରାକୁ ଗୁରୁତ୍ୱ ଦେଇଛନ୍ତି ଆଇଆଇସି ଶ୍ରୀ ପରିଡ଼ା।  ପରିଶେଷରେ କାର୍ଯ୍ୟନିବାହି ଅଧିକାରୀ ଶ୍ରୀ ମହାନ୍ତି ଧନ୍ୟବାଦ ଅର୍ପଣ କରି ବୈଠକ ସାଙ୍ଗ କରିଥିଲେ।

ପ୍ରସ୍ତୁତି ବୈଠକ ବାଣପୁର ଏନଏସି ବାହୁଡାଯାତ୍ରା ମହାପ୍ରଭୁ
Share. Facebook Twitter LinkedIn Email WhatsApp Copy Link

Related Posts

ରେଢ଼ାଖୋଲର ଜଙ୍ଗଲରେ ମିଳିଲା ପ୍ରାଚୀନ ଲୁହା ଶିଳ୍ପର ପ୍ରମାଣ, ଜିଏମ୍ ବିଶ୍ୱବିଦ୍ୟାଳୟର ଗବେଷକଙ୍କ ସର୍ବେକ୍ଷଣ

October 5, 2026

ଦୁଇ ମାନସିକ ଅସୁସ୍ଥଙ୍କୁ ଉଦ୍ଧାର କରି ଥଇଥାନ କଲେ ଯୁବ ସମାଜସେବୀ

October 5, 2026

ବାଲୁଗାଁ ଏଲ୍‌ଆଇସି ଶାଖାରେ ଲିଆଫି ୬୨ତମ ପ୍ରତିଷ୍ଠା ଦିବସ

October 3, 2026

ଜିଲ୍ଲାପାଳ, ଏସ୍‌ପି ଓ ଡିଏଫ୍‌ଓଙ୍କ ବାସଭବନ ସମ୍ମୁଖରୁ ଷ୍ଟିଲ୍‌ ଗେଟ୍‌ ନେଇଗଲେ ଦୁର୍ବୃତ୍ତ

October 2, 2026
Latest News

‘ଭୋଟ ଚୋରି’ ଅଭିଯୋଗକୁ ନେଇ ତୀବ୍ର ହେବ ରାଜନୀତି, ମଇଦାନକୁ ଓହ୍ଲାଇବ କଂଗ୍ରେସ

October 5, 2026

ଚଳଚ୍ଚିତ୍ର ନିର୍ଦ୍ଦେଶକ ଏସ୍.କେ. ମୁରଲୀଧରନ୍‌ଙ୍କ ସନ୍ଦେହଜନକ ମୃତଦେହ ଉଦ୍ଧାର, ଓଲିଉଡ୍ ଜଗତରେ ଶୋକର ଛାୟା

October 5, 2026

ବାଣପୁର ସ୍ଥିତ ବରବରା ଜଙ୍ଗଲରୁ ନର କଙ୍କାଳ ଉଦ୍ଧାର: ହତ୍ୟା ସନ୍ଦେହ!

October 5, 2026

ଏବେ ନୂଆ ରୂପରେ କଳିଙ୍ଗ ଷ୍ଟୁଡ଼ିଓ, ସ୍ୱତନ୍ତ୍ର ଆର୍କାଇଭ୍‌ ଓ ମ୍ୟୁଜିୟମର ଶୁଭାରମ୍ଭ

October 5, 2026

ଖୋରଧା: ଜିଲ୍ଲା ପ୍ରଶାସନର ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ

October 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.