Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁର-ବାଲୁଗାଁରେ ଅବକାରୀ ଚଢ଼ାଉ, ମହିଳା ସମେତ ୩ ଗିରଫ
ଆଞ୍ଚଳିକ

ବାଣପୁର-ବାଲୁଗାଁରେ ଅବକାରୀ ଚଢ଼ାଉ, ମହିଳା ସମେତ ୩ ଗିରଫ

June 28, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ଚିଲିକା: ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ ବାଣପୁର ଓ ବାଲୁଗାଁ ଥାନା ଅନ୍ତର୍ଗତ ବିଭିନ୍ନ ଅଞ୍ଚଳରେ ଚଢ଼ାଉ କରିଛି ବାଲୁଗାଁ ଅବକାରୀ ବିଭାଗ। ବାଲୁଗାଁ ଅବକାରୀ ଅଧିକାରୀ ବି. ମନୋଜ କୁମାରଙ୍କ ନେତୃତ୍ୱରେ ଚଢ଼ାଉ କରାଯାଇଛି। ଚଢ଼ାଉରେ ମହିଳାଙ୍କ ସମେତ ତିନି ଅଭିଯୁକ୍ତ ଗିରଫ ହୋଇଛନ୍ତି।

ବାଣପୁର ଥାନା ଅନ୍ତର୍ଗତ ବାଲେଡିହ ଗ୍ରାମ, ଭୀମପୁର ଗ୍ରାମ ଏବଂ ବାଲୁଗାଁ ଥାନା ଅନ୍ତର୍ଗତ ବଡ଼କୁଳ ଗ୍ରାମରେ ଅବକାରୀ ଚଢ଼ାଉ ହୋଇଥିବାବେଳେ ସମୁଦାୟ ୧୩୫ ଲିଟର ଦେଶୀ ମଦ ଓ ଏକ ବାଇକ ଜବତ ହୋଇଛି। ଅଭିଯୁକ୍ତ ମାନେ ହେଲେ ଗାଙ୍ଗୁଲି ଶବର (୨୭), ପ୍ରତିମା ଦେଇ (୫0) ଏବଂ ଭଗବାନ ସାମଲ (୫୨ )। ଅବକାରୀ ବିଭାଗ ତିନି ଗୋଟି ମାମଲା ରୁଜୁ କରି ଅଭିଯୁକ୍ତଙ୍କୁ କୋର୍ଟଚାଲାଣ କରିଛି।

ଅବକାରୀ ଚଢ଼ାଉ ବାଣପୁର ବାଲୁଗାଁ
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର: ପଣ୍ଡିତ ଗୋପବନ୍ଧୁ ଦାସଙ୍କ ପୂଣ୍ୟତିଥିରେ ଆଇନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

July 14, 2026

ଟାଙ୍ଗୀ ବ୍ଲକ ପରିସରରେ ମିଳିତ ଜନଶୁଣାଣି ଶିବିର

July 13, 2026

ଦିବଙ୍ଗତ କବି ସଂଗ୍ରାମ କେଶରୀ ସାହୁଙ୍କ ଦ୍ଵାଦଶାହ ଶ୍ରଦ୍ଧାଞ୍ଜଳି ସଭା

July 11, 2026

ବାଣପୁରରେ ଏବିଭିପିର ୭୮ ତମ ପ୍ରତିଷ୍ଠା ଦିବସ ପାଳନ

July 9, 2026
Latest News

ବଲାଙ୍ଗିର ଅମୃତ ଭାରତ ଷ୍ଟେସନ: ପରିବର୍ତ୍ତନର ଏକ ନୂତନ ଯାତ୍ରା, ଆଧୁନିକତା ଓ ଐତିହ୍ୟର ସମନ୍ୱୟ

July 16, 2026

ମୋବାଇଲ୍ ଫୋନ୍ ନିର୍ମାଣ ଯୋଜନାକୁ କ୍ୟାବିନେଟ୍‌ ମଞ୍ଜୁରି

July 16, 2026

ଶ୍ରୀଜଗନ୍ନାଥ ମନ୍ଦିରର ଡିଜିଟାଲ୍ ହୁଣ୍ଡି “ସମର୍ପଣ” ୱେବ୍ ପୋର୍ଟାଲର ଶୁଭ ଉନ୍ମୋଚନ

July 16, 2026

ଶିକ୍ଷକ ନିଯୁକ୍ତିରେ ବିଳମ୍ବକୁ ନେଇ ସରକାରଙ୍କୁ ଘେରିଲା ସମନ୍ୱୟ ସମିତି

July 16, 2026

ମୋଟରସାଇକେଲ ଦୁର୍ଘଟଣାରେ ଯୁବକ ମୃତ: ଜଣେ ଆହତ

July 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.