Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»କଳାମୁଖା ପିନ୍ଧା ଦୁର୍ବୃତ୍ତଙ୍କ ମରଣାତ୍ମକ ଆକ୍ରମଣରେ ଭିନ୍ନକ୍ଷମ ଯୁବକ ଗୁରୁତର
ଆଞ୍ଚଳିକ

କଳାମୁଖା ପିନ୍ଧା ଦୁର୍ବୃତ୍ତଙ୍କ ମରଣାତ୍ମକ ଆକ୍ରମଣରେ ଭିନ୍ନକ୍ଷମ ଯୁବକ ଗୁରୁତର

June 28, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
ଯୁବକଙ୍କ ମୃତ୍ୟୁ
ପୋଖରୀରୁ ଯୁବକଙ୍କ ମୃତଦେହ ଉଦ୍ଧାର

କୈଳାଶ ଚନ୍ଦ୍ର ଚୌଧୁରୀ

ବ୍ରହ୍ମପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ସୁରଳ ଚିକିଟି ରାସ୍ତା ଏକ କୁକୁଡ଼ା ଫାର୍ମ ନିକଟରେ ଦୀନବନ୍ଧୁ ଓଡ଼ିଆ ନାମକ ଜଣେ ଯୁବକଙ୍କୁ କିଛି କଳାମୁଖା ପିନ୍ଧା ଯୁବକ ଆସି ମରଣାତ୍ମକ ଆକ୍ରମଣ କରି ଘଟଣାସ୍ଥଳରୁ ଫେରାର ହୋଇଯାଇଛନ୍ତି।

ସୁଚନା ଯୋଗ୍ୟ ଯେ, ଦୀନବନ୍ଧୁ ଜଣେ ଚାଉଳ ଓ କିରୋସିନ ଡିଲର୍ ଭାବେ ପରିଚିତ ଓ ନିଜ ଅଞ୍ଚଳରେ ବେଶ୍ ପଣିଆର ରହିଛି। ଘଟଣା ସମୟରେ ଅନ୍ୟ କିଛି ବନ୍ଧୁଙ୍କ ସହ ଅନ୍ୟ ଗାଁରୁ ଘରକୁ ଫେରୁଥିବା ବେଳେ କିଛି ଯୁବକ ଅଚାନକ ପହଞ୍ଚି ତାକୁ ବିଭିନ୍ନ ମାରଣାସ୍ତ୍ରରେ ଚୋଟ ପରେ ଚୋଟ ପକାଇ ଘଟଣାସ୍ଥଳରୁ ଚମ୍ପଟ୍ ମାରିଥିଲେ। ଏହି ଆକ୍ରମଣରେ ଦୀନବନ୍ଧୁର ଦୁଇ ହାତ ପାପୁଲିରେ ଗଭୀର ଆଘାତ ଲାଗିଥିବା ବେଳେ କିଛି ଆଙ୍ଗୁଠି ଛିଡି ଯାଇଥିବା ଜଣାପଡିଛି।

ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଗୁରୁତର ଆହତ ଦୀନବନ୍ଧୁକୁ ଚିକିତ୍ସା ପାଇଁ ବ୍ରହ୍ମପୁର ବଡ ଡାକ୍ତରଖାନାକୁ ପଠାଇଛି ଓ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି ବୋଲି ଥାନାଧିକାରୀ ବିବେକାନନ୍ଦ ମହନ୍ତ ସୂଚନା ଦେଇଛନ୍ତି।

ମରଣାତ୍ମକ ଆକ୍ରମଣ
Share. Facebook Twitter LinkedIn Email WhatsApp Copy Link

Related Posts

ବାଲୁଗାଁ ମହାବିଦ୍ୟାଳୟର ରସାୟନ ବିଜ୍ଞାନ ବିଭାଗର ଶେଷ ବର୍ଷ ଶିକ୍ଷାର୍ଥୀଙ୍କୁ ବିଦାୟ ସମ୍ବର୍ଦ୍ଧନା

April 30, 2026

ବାଲୁଗାଁ: ରାଉତରାପଲ୍ଲୀ ଗ୍ରାମରେ ୪ ଦିନ ବ୍ୟାପି ବିଶ୍ଵଶାନ୍ତି ମହାଯଜ୍ଞ, ଆସନ୍ତାକାଲି ପୂର୍ଣ୍ଣାହୁତି

April 30, 2026

ବାଣପୁର ବାଲୁଗାଁ ରୋଟାରୀ କ୍ଳବ ପକ୍ଷରୁ ଅଟୋ ଆମ୍ବୁଲାନ୍ସ ପ୍ରଦାନ

April 27, 2026

ସ୍ଵର୍ଗତ ପଣ୍ଡିତ ନୃସିଂହ ପ୍ରସାଦ ମିଶ୍ରଙ୍କ ଦ୍ଵାଦଶାହ ସ୍ମୃତିସଭା

April 22, 2026
Latest News

LPG ପରେ ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ବୃଦ୍ଧି ପାଇବ କି?: ସ୍ପଷ୍ଟ କଲେ ସରକାର

May 3, 2026

ପାକିସ୍ତାନ ଗ୍ୱାଦରରେ କାମ ବନ୍ଦ କଲା ଚୀନ୍ କମ୍ପାନୀ

May 3, 2026

ବକ୍ସ ଅଫିସରେ ‘ମନ୍ତ୍ରମୁଗ୍ଧ’ର ଦମଦାର ଏଣ୍ଟ୍ରି: ପ୍ରଥମ ଦିନରେ ଆୟ କଲା ୨୧.୫୧ ଲକ୍ଷ

May 3, 2026

ଦିଲ୍ଲୀର ଆବାସିକ ବିଲିଡିଂରେ ଅଗ୍ନିକାଣ୍ଡ : ୯ ମୃତ

May 3, 2026

ଦହିବରା ଖାଇ ଜଣେ ମୃତ

May 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.