Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁର: ବାଇକ ଦୁର୍ଘଟଣା ଜଣେ ଗୁରୁତର
ଆଞ୍ଚଳିକ

ବାଣପୁର: ବାଇକ ଦୁର୍ଘଟଣା ଜଣେ ଗୁରୁତର

July 3, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ
ବାଣପୁର: ବାଣପୁର ବାଲୁଗାଁ ରାସ୍ତାର ମେଘାମ୍ବରୀ ମନ୍ଦିର ନିକଟରେ ଏକ ମୋଟରସାଇକେଲ ଦୁର୍ଘଟଣା ଘଟିଥିବା ଜଣାଯାଇଛି। ପ୍ରକାଶ ଥାଉକି ବାଲୁଗାଁ ବିଶ୍ୱାଳ ସାହିର ଚନ୍ଦନ ବେହେରା ନାମକ ଜଣେ ଯୁବକ ନିଜ ମୋଟର ସାଇକେଲରେ ବାଣପୁରରୁ ଘରକୁ ଫେରୁଥିବା ବେଳେ ମେଘାମ୍ବରୀ ମନ୍ଦିର ନିକଟରେ ଦୁର୍ଘଟଣା ଘଟିଯାଇଛି।

ଗାଡି ଆଗକୁ ଏକ ଛୋଟ ପିଲା ଆସିଯିବାରୁ ତାକୁ ବଞ୍ଚାଇବାକୁ ଯାଇ ଦୁର୍ଘଟଣା ହୋଇଥିବା ଜଣାଯାଇଛି। ସ୍ଥାନୀୟ ଲୋକ ସଙ୍ଗେ ସଙ୍ଗେ ଉଭୟଙ୍କୁ ଡାକ୍ତରଖାନା ନେଇଥିବା ବେଳେ ପ୍ରାଥମିକ ଚିକିତ୍ସା କରି ଚନ୍ଦନଙ୍କୁ ଭୁବନେଶ୍ୱର ଏମ୍ସ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି।

ପିଲାଟିକୁ ବାଣପୁରରେ ଚିକିତ୍ସା ପରେ ଘରକୁ ପଠାଇଦିଆଯାଇଛି। ତେବେ ରିପୋର୍ଟ ଲେଖା ହେଲାବେଳକୁ ଥାନାରେ କୌଣସି ଅଭିଯୋଗ ହୋଇନଥିବା ଜଣାଯାଇଛି।

ବାଇକ ଦୁର୍ଘଟଣା ବାଣପୁର
Share. Facebook Twitter LinkedIn Email WhatsApp Copy Link

Related Posts

ଜନ୍ମ ମାଟିରେ ବାଣପୁର ମୁକ୍ତି ସଂଗ୍ରାମର ମହାନାୟକ ବିପ୍ଲବୀ କୃତିବାସ ପାଟ୍ଟଶାଣୀଙ୍କ ପ୍ରତିମୂର୍ତ୍ତି ଉନ୍ମୋଚିତ

June 3, 2026

ବାଣପୁର ପାଇକ ବିଦ୍ରୋହ: ଓଡ଼ିଆ ଅସ୍ମିତାର ଏକ ଅନନ୍ୟ ଅଗ୍ନିଶିଖା

June 1, 2026

ବାଣପୁର: ଅଗ୍ନିକାଣ୍ଡ କ୍ଷତିଗସ୍ତ ପରିବାରଙ୍କୁ ସାକ୍ଷାତ କଲେ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ

May 29, 2026

ମହାଭାରତ ବେଳେ ଦୁଇ ଗୋଷ୍ଠୀ ମୁହାଁମୁହିଁ

May 28, 2026
Latest News

ବାଲୁଗାଁରୁ ବ୍ରାଉନ ସୁଗାର ଜବତ: ଅଭିଯୁକ୍ତ ଗିରଫ

June 3, 2026

ମମତା ବାନାର୍ଜୀଙ୍କ ଦଳରେ ବଡ଼ ବିଭାଜନ: ରିତବ୍ରତ ବାନାର୍ଜୀଙ୍କୁ ବିରୋଧୀ ଦଳ ନେତା ଭାବରେ ସ୍ୱୀକୃତି

June 3, 2026

୬୧ ବର୍ଷ ବୟସରେ ତୃତୀୟ ଥର ପାଇଁ ବିବାହ କରିବେ ଆମିର ଖାନ: ଜାଣନ୍ତୁ କେବେ ଆଉ କାହାକୁ?

June 3, 2026

ନ୍ୟୁଜିଲାଣ୍ଡ ଗସ୍ତରେ ତିନୋଟି ଫର୍ମାଟ୍ ଖେଳିବ ଟିମ୍ ଇଣ୍ଡିଆ: କାର୍ଯ୍ୟସୂଚୀ ଚୂଡ଼ାନ୍ତ କଲା BCCI 

June 3, 2026

ପ୍ରଥମ ଥର ପାଇଁ ଫିଫା ବିଶ୍ୱକପ୍ ଖେଳିବେ ଭାରତୀୟ ବଂଶୋଦ୍ଭବ ଖେଳାଳି: ଜାଣନ୍ତୁ କେଉଁ ଦେଶ

June 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.