Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଖୋର୍ଦ୍ଧାରେ ଆଦର୍ଶ ଶ୍ମଶାନର ଉଦଘାଟନ କଲେ ବିଧାୟକ ଜ୍ୟୋତିରିନ୍ଦ୍ର ନାଥ ମିତ୍ର
ଆଞ୍ଚଳିକ

ଖୋର୍ଦ୍ଧାରେ ଆଦର୍ଶ ଶ୍ମଶାନର ଉଦଘାଟନ କଲେ ବିଧାୟକ ଜ୍ୟୋତିରିନ୍ଦ୍ର ନାଥ ମିତ୍ର

July 7, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ଖୋର୍ଦ୍ଧା: ଆଜି ଖୋର୍ଦ୍ଧା ଜିଲ୍ଲାର ଓ୍ୱାଡ ନ.10 ରେ ଉନ୍ନତି ଯୋଜନାରେ 99,98,000.00 ଖର୍ଚ୍ଚ କରାଯାଇ ଆଦର୍ଶ ଶ୍ମଶାନ ବିଧାୟକ ଜ୍ୟୋତିରିନ୍ଦ୍ର ନାଥ ମିତ୍ରଙ୍କ ଦ୍ୱାରା ଉଦ୍ଘାଟିତ ହୋଇଯାଇଛି। ଉକ୍ତ ଯୋଜନାରେ ଜନସାଧାରଣ ସେମାନଙ୍କର ମୃତ ଆତ୍ମୀୟଙ୍କ ଶବକୁ ଏକ ନିର୍ଦ୍ଦିଷ୍ଟ ସ୍ଥାନରେ ଏକ ସମୟରେ 2 ଗୋଟି ଶବ ସଂସ୍କାର କରି ପାରିବେ। ଏଠାରେ ଗାଧୁଆ ଘର ଓ ପ୍ରତିକ୍ଷା ଘରର ବ୍ୟବସ୍ଥା ଅଛି।

ଏହି କାର୍ଯ୍ୟକ୍ରମରେ ପୌରାଧ୍ୟକ୍ଷ କନକଲକ୍ଷ୍ମି ମହାନ୍ତି, ଉପାଧ୍ୟକ୍ଷ ସୖୋର୍ଯ୍ୟ ରଞ୍ଜନ ମହାନ୍ତି, କାଉନସିଲର ୱର୍ଡ ନ.10 ମୋନାଲିସା ସିଂହ,‌ କାର୍ଯ୍ୟ ନିର୍ବାହୀ ଅଧିକାରୀ ରିଜ୍ଵାନା କାୱ।ବ, ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଜ୍ୟୋତ୍ସାମୟୀ ଆଚାର୍ଯ୍ୟ ଓ ପୋୖର ପରିଷଦର ସମସ୍ତ କାଉନସିଲର ଉପସ୍ଥିତ ଥିଲେ।

ଜ୍ୟୋତିରିନ୍ଦ୍ର ନାଥ ମିତ୍ର
Share. Facebook Twitter LinkedIn Email WhatsApp Copy Link

Related Posts

ବିରଳ ବଜ୍ରକାପ୍ତା ଉଦ୍ଧାର

October 13, 2026

କରୁଣାଶାନ୍ତି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଜୟନ୍ତୀ ପାଳିତ

October 10, 2026

ବାରୁଦ ଓ ବାଣ ସାମଗ୍ରୀ ଜବତ, ଅଭିଯୁକ୍ତ ଗିରଫ

October 9, 2026

୧୬ ଦାଦନ ଶ୍ରମିକ ଉଦ୍ଧାର

October 9, 2026
Latest News

ଜାନୁଆରୀ ୧୨ରୁ ବିଶ୍ୱପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା

October 13, 2026

ଆଇପିଏଲ-୨୦୨୭: ଦିଲ୍ଲୀ କ୍ୟାପିଟାଲ୍ସର ପ୍ରଶିକ୍ଷକ ଭାବରେ ଯୁବରାଜ ସିଂହ ନିଯୁକ୍ତ

October 13, 2026

ଭିଜିଲାନ୍ସ ଜାଲରେ ସଇଁତଳା RI ଆଲନ ବେହେରା

October 13, 2026

ପୂଜା ସମୟର ଭିଡ଼କୁ ଦୃଷ୍ଟିରେ ରଖି ସମ୍ବଲପୁର ଓ ସାନ୍ତ୍ରାଗାଛି ମଧ୍ୟରେ ସ୍ୱତନ୍ତ୍ର ପୂଜା ଟ୍ରେନ

October 13, 2026

ବିରଳ ବଜ୍ରକାପ୍ତା ଉଦ୍ଧାର

October 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.