Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଗ୍ରାମବାସୀମାନଙ୍କ ପକ୍ଷରୁ କୁକୁଡ଼ାଖଣ୍ଡି ବିଡ଼ିଓଙ୍କୁ ଦାବିପତ୍ର ପ୍ରଦାନ
ଆଞ୍ଚଳିକ

ଗ୍ରାମବାସୀମାନଙ୍କ ପକ୍ଷରୁ କୁକୁଡ଼ାଖଣ୍ଡି ବିଡ଼ିଓଙ୍କୁ ଦାବିପତ୍ର ପ୍ରଦାନ

July 8, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

କୈଳାଶ ଚନ୍ଦ୍ର ଚୌଧୁରୀ

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲା କୁକୁଡ଼ାଖଣ୍ଡି ବିଡ଼ିଓ ଡଃ ପଲ୍ଲବୀ ସ୍ବାଇଁଙ୍କୁ କୁକୁଡ଼ାଖଣ୍ଡି ଅବସରପ୍ରାପ୍ତ କର୍ମଚାରୀ ଓ ବରିଷ୍ଠ ନାଗରିକ ମାନଙ୍କ ପକ୍ଷରୁ ବିଭିନ୍ନ ସମସ୍ୟା ସମ୍ପର୍କରେ ଦାବିପତ୍ର ପ୍ରଦାନ କରାଯାଇଛି।

ଏହି ଦାବିପତ୍ରରେ ବିଭିନ୍ନ ଦାବି ଯଥା ସଙ୍ଘ ଗୃହ ନିର୍ମାଣ, ସହରର ବିଭିନ୍ନ ସାହିକୁ ଗମନାଗମନର ସୁବିଧା, ପାନୀୟ ଜଳ ଯୋଗାଣ, ରାସ୍ତା ଆଲୋକର ଉନ୍ନତି କରଣ ସହ ପରିବେଶ ଜନିତ ସମସ୍ୟା ବିଷୟରେ ଉଲ୍ଲେଖ ରହିଛି।

ବିଡିଓ ଦାବିପତ୍ର ଗ୍ରହଣ କରି ଅତି ଶୀଘ୍ର ବିଭିନ୍ନ ସମସ୍ୟାର ସମାଧାନ ପାଇଁ ପ୍ରତିଶ୍ରୁତି ଦେଇଥିଲେ।

ଏହି ଦାବିପତ୍ର ପ୍ରଦାନ ବେଳେ ସଭାପତି ନିତ୍ୟାନନ୍ଦ ଦଳେଇ,ଏ ସନ୍ୟାସୀ,ଏ ଚିନ୍ତାମଣି, ଅର୍ଜୁନ ରାଉତ, ସୁର୍ଯ୍ୟ ନାରାୟଣ ପଟ୍ଟନାୟକ, ମାଧବ ରାଓ ଓ ପ୍ରକାଶ ଦୋରାଙ୍କ ସମେତ ବହୁ ବରିଷ୍ଠ ନାଗରିକ ଓ ବୁଦ୍ଧିଜୀବି ଉପସ୍ଥିତ ଥିଲେ।

ଦାବିପତ୍ର ପ୍ରଦାନ
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ସମସ୍ତ ଜିଲ୍ଲାଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଓ ଦାବିପତ୍ର ପ୍ରଦାନ: ସମନ୍ୱୟ ସମିତି

August 7, 2026

ଓଡ଼ିଶାର ସମସ୍ତ ପଞ୍ଚାୟତ ସମିତି କାର୍ଯ୍ୟାଳୟ ସମ୍ମୁଖରେ ଗଣଧାରଣା ଓ ସରକାରଙ୍କୁ ଦାବିପତ୍ର ପ୍ରଦାନ

August 6, 2026

ଉଲୁଣ୍ଡାରେ ଅଘଟଣ: ଘରର କାନ୍ଥ ଭୁଶୁଡ଼ି ବୃଦ୍ଧଙ୍କ ମୃତ୍ୟୁ, ପତ୍ନୀ ଗୁରୁତର

August 2, 2026

ନାକଟିଦେଉଳରେ ଯୁବକଙ୍କୁ ଧାରୁଆ ଅସ୍ତ୍ରରେ ଆକ୍ରମଣ ଅଭିଯୋଗ; ୮ ଜଣ ଅଟକ, ଗୁରୁତର ଆହତଙ୍କୁ ବୁର୍ଲା ସ୍ଥାନାନ୍ତର

August 2, 2026
Latest News

ଚୂଡ଼ାନ୍ତ ପର୍ଯ୍ୟାୟରେ ଭୋଟର ତାଲିକାର ସ୍ଵତନ୍ତ୍ର ସଘନ ସଂଶୋଧନ-୨୦୨୬ ପ୍ରକ୍ରିୟା

August 7, 2026

ବ୍ରିକ୍ସ ଶିକ୍ଷା: ଶିକ୍ଷା ବ୍ୟବସ୍ଥା ପାଇଁ ସହଯୋଗ ବୃଦ୍ଧି ଉପରେ ବିସ୍ତୃତ ଆଲୋଚନା

August 7, 2026

ଚୋରା ଚାଲାଣ ବେଳେ ମାଡ଼ି ବସିଲା ପୋଲିସ: ୨୫୧ କେଜି ଗଞ୍ଜେଇ ଜବତ, ୨ ଗିରଫ

August 7, 2026

ବରିଷ୍ଠ ଅଧିକାରୀବୃନ୍ଦଙ୍କ ସହିତ ଉଚ୍ଚସ୍ତରୀୟ ବୈଠକ କଲେ ରାଜସ୍ୱ ମନ୍ତ୍ରୀ

August 7, 2026

ଏଣିକି ମୁଖ୍ୟରାସ୍ତା କଡରେ ନିର୍ମାଣ ହେବ ଯାତ୍ରୀ ସୁବିଧା କେନ୍ଦ୍ର, ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ କଲେ ସମୀକ୍ଷା

August 7, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.