Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଖୋର୍ଦ୍ଧା ଜିଲ୍ଲା ଶିକ୍ଷାଧିକାରୀଙ୍କ ଚିଲିକା ଓ ବାଣପୁର ବ୍ଲକର ୫-ଟି ବିଦ୍ୟାଳୟ ପରିଦର୍ଶନ
ଆଞ୍ଚଳିକ

ଖୋର୍ଦ୍ଧା ଜିଲ୍ଲା ଶିକ୍ଷାଧିକାରୀଙ୍କ ଚିଲିକା ଓ ବାଣପୁର ବ୍ଲକର ୫-ଟି ବିଦ୍ୟାଳୟ ପରିଦର୍ଶନ

July 12, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ଚିଲିକା: ଆଜି ଖୋର୍ଦ୍ଧା ଜିଲ୍ଲା ଶିକ୍ଷାଧିକାରୀ ବିଶ୍ବନାଥ ତରାଇ, ଜିଲ୍ଲା ପରିଷଦ ଉପାଧ୍ୟକ୍ଷ ଗୋପୀନାଥ ମହାରଣା ଓ ବାଣପୁର ବ୍ଲକ ଶିକ୍ଷାଧିକାରୀ ସନାତନ ଜାଲି ଚିଲିକା ଓ ବାଣପୁର ବ୍ଲକର ବିଭିନ୍ନ ବିଦ୍ୟାଳୟ ପରିଦର୍ଶନ କରିଥିଲେ। ଶ୍ରୀ ତରାଇ ୫-ଟି ଉପକ୍ରମରେ ବିଭିନ୍ନ ବିଦ୍ୟାଳୟ ଗସ୍ତ କରି ସେଠାରେ ଚାଲିଥିବା ଉନ୍ନୟନମୂଳକ କାର୍ଯ୍ଯ ସମୀକ୍ଷା ସହ ଶିକ୍ଷା ବ୍ଯବସ୍ଥାର ଅନୁଧ୍ଯାନ କରିଥିଲେ।

ଜିଲ୍ଲା ଶିକ୍ଷାଧିକାରୀ ଶିକ୍ଷକମାନଙ୍କର ଉପସ୍ଥାନ,ଛାତ୍ର ଛାତ୍ରୀଙ୍କ ଉପସ୍ଥାନ ଓ ମଧ୍ଯାହ୍ନ ଭୋଜନର ମାନ ଆଦି ନିରିକ୍ଷଣ କରିବା ସହ ୫-ଟି ମାଧ୍ୟମରେ ଉନ୍ନତମାନର ଶିକ୍ଷା ପ୍ରଦାନ ଉପରେ ଗୁରୁତ୍ୱ ଦେଇଥିଲେ। ଗମ୍ଭାରୀମୁଣ୍ଡା ସ୍ଥିତ ସରକାରୀ ଆଦର୍ଶ ବିଦ୍ୟାଳୟ,ଅଲାଇଡିହ ୫-ଟି ବିଦ୍ୟାଳୟରେ ଇଂରାଜୀ ମାଧ୍ୟମ ଶିକ୍ଷାରେ ଛାତ୍ରଛାତ୍ରୀ ମାନେ କେଉଁ କେଉଁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି ଏବଂ ନିର୍ମାଣାଧିନ କୋଠା କାର୍ଯ୍ୟକୁ ଶିଘ୍ର ତ୍ୱରାନ୍ୱିତ କରିବା ପାଇଁ ବିଭାଗୀୟ କର୍ତ୍ତୃପକ୍ଷଙ୍କ ସହ ଆଲୋଚନା କରିବେ ବୋଲି ଜିଲ୍ଲା ପରିଷଦ ଉପାଧ୍ୟକ୍ଷ ଶ୍ରୀ ମହାରଣା ସ୍କୁଲ କର୍ତ୍ତୃପକ୍ଷଙ୍କୁ ପ୍ରତିଶ୍ରୁତି ଦେଇଥିଲେ।

ସେହିପରି ଭାବେ ଚିଲିକା ବ୍ଲକର କାଳୁପଡ଼ା ସରକାରୀ ଉଚ୍ଚ ବିଦ୍ୟାଳୟ ଓ ଦଣ୍ଡପାଣି ପଟ୍ଟନାୟକ ଉଚ୍ଚ ବିଦ୍ୟାଳୟ ଗସ୍ତ କରିଥିଲେ ଅଧିକାରୀ। ଉକ୍ତ ଗସ୍ତ ସମୟରେ ବ୍ଲକ ଶିକ୍ଷା ଅଧିକାରୀଙ୍କ ସମେତ ସମସ୍ତ ପ୍ରଧାନ ଶିକ୍ଷକମାନେ ଉପସ୍ଥିତ ରହି ଶିକ୍ଷା ବ୍ୟବସ୍ଥାର ଉନ୍ନତିକରଣ ନିମନ୍ତେ ଯଥାସାଧ୍ୟ ପ୍ରସ୍ତାବ ଉପରିସ୍ଥ ଅଧିକାରୀଙ୍କ ନିକଟରେ ଉପସ୍ଥାପନ କରିଥିଲେ।

ଖୋର୍ଦ୍ଧା ଚିଲିକା ଜିଲ୍ଲା ଶିକ୍ଷାଧିକାରୀ ବାଣପୁର
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର କୋର୍ଟ ପରିସରରେ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ

March 14, 2026

ବାଲୁଗାଁ: ସାମ୍ବାଦିକଙ୍କ ମାତୃ ବିୟୋଗ

March 12, 2026

ଗୋଦାବରୀଶ ମହାବିଦ୍ୟାଳୟରେ ସଡ଼କ ସୁରକ୍ଷା ଉପରେ ଡିଜିଟାଲ ଭିଡିଓ ପ୍ରଦର୍ଶନ କାର୍ଯ୍ୟକ୍ରମ

March 11, 2026

ବାଣପୁର ତାଲୁକ ଆଇନ ସେବା ସମିତି ପକ୍ଷରୁ ଅନ୍ତର୍ଜାତୀୟ ମହିଳା ଦିବସ ପାଳନ

March 10, 2026
Latest News

ପାକିସ୍ତାନ ଏବଂ ବାଂଲାଦେଶକୁ ସମାଲୋଚନା କଲେ ଜୟ ଶାହ: ଟିମ୍ ଇଣ୍ଡିଆକୁ ଦେଲେ ଏହି ବାର୍ତ୍ତା

March 15, 2026

କେନ୍ଦ୍ର ସରକାରଙ୍କ ବଡ ନିଷ୍ପତ୍ତି: PNG ସଂଯୋଗ ଥିଲେ ମିଳିବ ନାହିଁ LPG, ପଢନ୍ତୁ ଅପଡେଟ୍

March 15, 2026

ଆଜି ଘୋଷଣା ହେବ ବଙ୍ଗଳା ଏବଂ ଆସାମ ସମେତ ପାଞ୍ଚଟି ରାଜ୍ୟର ନିର୍ବାଚନ ତାରିଖ!: ଜାଣନ୍ତୁ ସମୟ

March 15, 2026

ରାଜ୍ୟସଭା ନିର୍ବାଚନ: ଦତ୍ତେଶ୍ୱର ହୋତାଙ୍କ ପକ୍ଷରେ ମତଦାନ କରିବାକୁ ସି.ପି.ଆଇ.(ଏମ୍) ର ଆହ୍ୱାନ

March 15, 2026

ଆସନ୍ତାକାଲି ରାଜ୍ୟସଭା ନିର୍ବାଚନ: ଓଡ଼ିଶାର ୪ଟି ଆସନ ପାଇଁ ହେବ ମତଦାନ

March 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.