Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ ତରଫରୁ କ୍ୟାମ୍ପସ୍ ୟୁନିଟ୍ ସ୍ଥାପନ
ଆଞ୍ଚଳିକ

ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ ତରଫରୁ କ୍ୟାମ୍ପସ୍ ୟୁନିଟ୍ ସ୍ଥାପନ

July 14, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

କନ୍ଦର୍ପ ବେହେରା
ରେଢ଼ାଖୋଲ: ସନ୍ଥକବି ଭୀମ ଭୋଇଙ୍କ ମାଟିରେ ଭୀମଭୋଇ ଡିଗ୍ରୀ କଲେଜ, ରେଢ଼ାଖୋଲରେ ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ ତରଫରୁ କ୍ୟାମ୍ପସ ୟୁନିଟ ସ୍ଥାପନ କରାକରାଯାଇଛି। ଏଥିରେ ପ୍ରଦେଶ ସହ ସଂଗଠନ ସମ୍ପାଦକ ନିକୁଞ୍ଜ ବିହାରୀ ପଣ୍ଡା, ସମ୍ବଲପୁର ବିଭାଗ ୟଶବର୍ଦ୍ଧନ ତିୱାରୀ ତଥା ଜିଲ୍ଲା ସହ ସଂଯୋଜକ ସିଦ୍ଧାନ୍ତ ମାଝୀ ଉପସ୍ଥିତ ଥିଲେ ଓ ଯୁକ୍ତ ଦୁଇ ଓ ଯୁକ୍ତ ତିନି ର ବିଦ୍ୟାର୍ଥୀଙ୍କୁ ଗୁରୁ ଦାୟିତ୍ଵ ପ୍ରଦାନ କରାଯାଇଛି।

ଏଥିରେ ଯୁକ୍ତ ତିନର ଛାତ୍ର ବିବେକ ମହାପାତ୍ରଙ୍କୁ ପରିସରର ସଭାପତି ନିଯୁକ୍ତି କରାଯାଇଥିବା ବେଳେ ସ୍ମୃତିଶିଖା ନନ୍ଦଙ୍କୁ ସମ୍ପାଦକ ନିଯୁକ୍ତ କରାଯାଇଛି। ଶାଶ୍ଵତ ମାଝୀ ଓ ଶୁଭେନ୍ଦୁଙ୍କୁ ସହ ସଭାପତି ନିଯୁକ୍ତ କରାଯାଇଥିବା ବେଳେ ମିଥୁନ ପ୍ରଧାନ ଓ ସଚିନ ବେହେରା ଙ୍କୁ ସହ ସମ୍ପାଦକ ଭାବରେ ରେ ନିଯୁକ୍ତ କର କରାଯାଇଛି। ସଦାଶିବ ସାହୁ, ଦିଲୀପ ପ୍ରଧାନ, ସୁଜିତ୍ ପ୍ରଧାନ, ଲିକି ପ୍ରଧାନଙ୍କୁ ଅନ୍ୟ ଗୁରୁ ଦାୟିତ୍ଵରେ ନିଯୁକ୍ତ କରାଯାଇଛି। ଏଥିରେ ଏବିଭିପିର ବହୁ ଛାତ୍ର ଯୋଗଦେଇଥିଲେ।

ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ ରେଢାଖୋଲ ସନ୍ଥକବି ଭୀମ ଭୋଇ
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର: ପ୍ରଜାପିତା ବ୍ରହ୍ମକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ପକ୍ଷରୁ ରକ୍ତଦାନ ଶିବିର

August 22, 2026

ରେଢ଼ାଖୋଲରେ ବିଦ୍ୟୁତ ତାର ଚୋରି ରାକେଟର ପର୍ଦ୍ଦାଫାସ: ୧୨ ଗିରଫ

August 21, 2026

ବଡ଼କୂଳ ମଣ୍ଡଳ ଭାଜପା ‘କାର୍ଯ୍ୟକର୍ତ୍ତା ସମାବେଶ’: ଯୋଗଦେଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ

August 21, 2026

ଭତ୍ତା ପାଇଁ ଭିନ୍ନକ୍ଷମ ପୁଅକୁ କାନ୍ଧରେ ବୋହିଲା ବାପା

August 17, 2026
Latest News

ଅଗଷ୍ଟ ୨୪ ତାରିଖ ରାଶିଫଳ: ସାତୋଟି ରାଶିର ବ୍ୟକ୍ତିଙ୍କ ଖୋଲିଲା ଭାଗ୍ୟ

August 24, 2026

ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟ ନିକଟରେ ହାତାହାତି

August 23, 2026

ନକଲି ଇ-ଚାଲାଣ ନାଁରେ ବଡ଼ ସାଇବର ଠକେଇ: ଖାଲି ହୋଇପାରେ ବ୍ୟାଙ୍କ ଖାତା

August 23, 2026

ଆସନ୍ତାକାଲି ନବରଙ୍ଗପୁରରେ ସ୍କୁଲ ଓ ଅଙ୍ଗନବାଡ଼ି ବନ୍ଦ

August 23, 2026

ସ୍ତ୍ରୀର ତଣ୍ଟି କାଟି ହତ୍ୟା କଲା ସ୍ବାମୀ

August 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.