Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁର: ଗମ୍ଭାରୀମୁଣ୍ଡା ପର୍ଶୁରାମ ଜୁନିଅର କଲେଜରୁ ବଡ଼ ଧରଣର ଲୁଟ୍
ଆଞ୍ଚଳିକ

ବାଣପୁର: ଗମ୍ଭାରୀମୁଣ୍ଡା ପର୍ଶୁରାମ ଜୁନିଅର କଲେଜରୁ ବଡ଼ ଧରଣର ଲୁଟ୍

July 14, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ବାଣପୁର: ଖୋର୍ଦ୍ଧା ଜିଲ୍ଲା ବାଣପୁର ବ୍ଲକ ଗମ୍ଭାରୀମୁଣ୍ଡା ସ୍ଥିତ ପର୍ଶୁରାମ ଜୁନିଅର କଲେଜ ପରିସରରୁ ଏକ ବଡ଼ ଧରଣର ଚୋରି ହୋଇଥିବାର ଜଣାପଡିଛି। ଗତକାଲି ବିଳମ୍ବିତ ରାତ୍ରିରେ ଉକ୍ତ ଚୋରି ହୋଇଥିବାର ଜଣାପଡିଛି। କଲେଜ ପରିସରରେ ଦୁର୍ବୁତ୍ତମାନେ ମୁଖ୍ୟ ଫାଟକ ତାଲା ଭାଙ୍ଗି ପ୍ରବେଶ କରି ଏକାଧିକ କାର୍ଯ୍ୟାଳୟରୁ ଅନେକ ବୈଦ୍ୟୁତିକ ଉପକରଣ ଲୁଟି ନେଇଛନ୍ତି।

ଅଧ୍ୟକ୍ଷଙ୍କ କକ୍ଷ, ପ୍ରଶାସନିକ ବିଭାଗ କକ୍ଷର ତାଲା ଭାଙ୍ଗି ତନ୍ମଧ୍ୟରୁ ବହୁ ସାମାନ ଲୁଟି ନେଇଛନ୍ତି। ତତସହିତ କଲେଜ ସିସିଟିଭି ଓ ହାର୍ଡଡିସ୍କ ମଧ୍ୟ ଦୁର୍ବୁତ୍ତମାନେ ଲୁଟି ନେଇଛନ୍ତି। ତେବେ ଉକ୍ତ ଘଟଣା ଅଞ୍ଚଳରେ ଅଞ୍ଚଳରେ ଚାଞ୍ଚଲ୍ୟ ଖେଳାଇଦେଇଥିବା ବେଳେ ଅଧ୍ୟକ୍ଷଙ୍କ ଅଭିଯୋଗ ଆଧାରରେ ଘଟଣାସ୍ଥଳରେ ବାଲୁଗାଁ ଏସଡିପିଓ ଏବଂ ନାଚୁଣୀ ଆଇଆଇସି ପହଞ୍ଚି ତଦନ୍ତ ଆରମ୍ଭ କରିଦେଇଛନ୍ତି।

ବଡ଼ ଧରଣର ଲୁଟ ବାଣପୁର
Share. Facebook Twitter LinkedIn Email WhatsApp Copy Link

Related Posts

ଗୋଦାବରୀଶ ମହାବିଦ୍ୟାଳୟରେ ବିଶେଷ ବକ୍ତୃତା କାର୍ଯ୍ୟକ୍ରମ

October 7, 2026

ବାଣପୁର ସ୍ଥିତ ବରବରା ଜଙ୍ଗଲରୁ ନର କଙ୍କାଳ ଉଦ୍ଧାର: ହତ୍ୟା ସନ୍ଦେହ!

October 5, 2026

ରେଢ଼ାଖୋଲର ଜଙ୍ଗଲରେ ମିଳିଲା ପ୍ରାଚୀନ ଲୁହା ଶିଳ୍ପର ପ୍ରମାଣ, ଜିଏମ୍ ବିଶ୍ୱବିଦ୍ୟାଳୟର ଗବେଷକଙ୍କ ସର୍ବେକ୍ଷଣ

October 5, 2026

ଦୁଇ ମାନସିକ ଅସୁସ୍ଥଙ୍କୁ ଉଦ୍ଧାର କରି ଥଇଥାନ କଲେ ଯୁବ ସମାଜସେବୀ

October 5, 2026
Latest News

UPI MDR ନିୟମରେ ବଡ଼ ପରିବର୍ତ୍ତନ: ଜାନୁଆରୀ ୧, ୨୦୨୭ରୁ ଲାଗୁ ହୋଇପାରେ ନୂଆ ଫ୍ରେମୱାର୍କ

October 8, 2026

କ୍ୟାମ୍ପସରେ ପୁଣି ବାଜିଲା ନିର୍ବାଚନୀ ବିଗୁଲ୍: କିଏ ହେବ ଛାତ୍ରନେତା? ୧୫ରେ ହେବ ଫଇସଲା

October 8, 2026

ବଲିଉଡ୍‌ରେ ଶୋକର ଛାୟା, ୭୫ ବର୍ଷରେ ଚାଲିଗଲେ ନାନା ପାଟେକର

October 8, 2026

ରାଜନୀତିରୁ ସନ୍ନ୍ୟାସ ନେଲେ ହୁମାୟୁନ୍ କବିର

October 8, 2026

ଅକ୍ଟୋବର ୨୭ରେ ଇସ୍ରାଏଲ୍‌ ସାଧାରଣ ନିର୍ବାଚନ

October 8, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.