Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁର ନୂତନ ଥାନାଧିକାରୀ ଭାବେ ଯୋଗଦେଲେ ରମେଶ କୁମାର ଦେବତା
ଆଞ୍ଚଳିକ

ବାଣପୁର ନୂତନ ଥାନାଧିକାରୀ ଭାବେ ଯୋଗଦେଲେ ରମେଶ କୁମାର ଦେବତା

July 14, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ବାଣପୁର: ଖୋର୍ଦ୍ଧା ଜିଲ୍ଲା ବାଣପୁର ଥାନାରେ ନୂତନ ଥାନାଧିକାରୀ ଭାବେ ରମେଶ କୁମାର ଦେବତା ଆଜି କାର୍ଯ୍ୟରେ ଯୋଗ ଦେଇଛନ୍ତି। ଶ୍ରୀ ଦେବତା ଏହା ପୁର୍ବରୁ ନୟାଗଡ଼ ଜିଲ୍ଲା ଖଣ୍ଡପଡା ଥାନାଧିକାରୀ ଭାବେ କାର୍ଯ୍ୟରତ ଥିବା ବେଳେ ନିକଟରେ ତାଙ୍କର ଖୋର୍ଦ୍ଧା ଜିଲ୍ଲାକୁ ବଦଳି ହୋଇଥିଲା। ଏହାପରେ ଏସପି ତାଙ୍କୁ ବାଣପୁର ଥାନାଧିକାରୀ ଭାବେ ନୂତନ ନିଯୁକ୍ତି ଦେଇଥିଲେ।

ତେବେ କାର୍ଯ୍ୟରେ ଯୋଗଦେବା ପରେ ସମସ୍ତ ଥାନା କର୍ମଚାରୀ, ବୁଦ୍ଧିଜୀବୀ, ସାମ୍ବାଦିକ ଓ ଅନେକ ରାଜନେତା ତାଙ୍କୁ ସ୍ୱାଗତ ଜଣାଇଛନ୍ତି। ସାଧାରଣ ନିର୍ବାଚନ ନିକଟତର ଥିବା ବେଳେ ବାଣପୁର ଅଞ୍ଚଳରେ ରାଜନୈତିକ ପାଣିପାଗ ସରଗରମ ରହିଛି।

ଅନୁରୂପ ଭାବେ ଗତକାଲି ଏକ ଜଘନ୍ୟ ହତ୍ୟାକାଣ୍ଡ ମଧ୍ୟ ଉକ୍ତ ଅଞ୍ଚଳରେ ଘଟିଯାଇଛି। ତେଣୁ ଅଞ୍ଚଳରେ ଆଇନ ଶୃଙ୍ଖଳା ରକ୍ଷା କରିବା ସହ ବାଣପୁରକୁ ଅପରାଧ ମୁକ୍ତ କରିବା ନୂତନ ଆଇଆଇସିଙ୍କ ପାଇଁ ଚ୍ୟାଲେଞ୍ଜ ରହିବ ବୋଲି ଚର୍ଚ୍ଚା ହେଉଛି।

ସେହିପରି ଭାବେ ବାଣପୁର ପୂର୍ବତନ ଆଇଆଇସି ଜୟ ପ୍ରକାଶ ପରିଡ଼ା ଆଜି ବାଲୁଗାଁ ଥାନାର ନୂତନ ଆଇଆଇସି ଭାବେ ଦାଇତ୍ୱ ଗ୍ରହଣ କରିଛନ୍ତି।

ଥାନାଧିକାରୀ ବାଣପୁର ବାଲୁଗାଁ ଥାନା ରମେଶ କୁମାର ଦେବତା
Share. Facebook Twitter LinkedIn Email WhatsApp Copy Link

Related Posts

ପୋଖରୀରୁ ଯୁବକଙ୍କ ମୃତଦେହ ଉଦ୍ଧାର

February 22, 2026

ବାଣପୁର: ପଦ୍ମଶ୍ରୀ ଉପେନ୍ଦ୍ର ମହାରଥିଙ୍କ ରାଜ୍ୟସ୍ତରୀୟ ଶ୍ରାଦ୍ଧୋତ୍ସବ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ

February 22, 2026

ମୁଟୁରୁମୁଣ୍ଡା ସେବାଶ୍ରମ ବିଦ୍ୟାଳୟରେ ଆନ୍ତର୍ଜାତୀୟ ମାତୃଭାଷା ଦିବସ ପାଳିତ

February 21, 2026

ମହୁକୁଦରେ ବ୍ଳକ୍ ସ୍ତରୀୟ ବିଶ୍ୱଶାନ୍ତି ଅଲେଖ ମହିମା ଅଖଣ୍ଡ ବ୍ରହ୍ମ ଯଜ୍ଞ

February 19, 2026
Latest News

ସୁପର-୮ ରେ ସୁପର ଫ୍ଲପ୍: ଦକ୍ଷିଣ ଆଫ୍ରିକାଠାରୁ ୭୬ ରନରେ ହାରିଲା ଭାରତ

February 22, 2026

ସତ୍ୟାନନ୍ଦ ଦାସ ମହାରାଜଙ୍କ ସ୍ବନକ୍ଷତ୍ରରେ “ଗୁରୁକୃପା ସମ୍ମାନ”ରେ ସମ୍ମାନିତ ହେଲେ ଡଃ ଆର୍ଯ୍ୟ କୁମାର ଜ୍ଞାନେନ୍ଦ୍ର

February 22, 2026

ନ୍ୟାୟ ରାଷ୍ଟ୍ର ପରିଚାଳନାରେ ଇଞ୍ଜିନ୍ ସଦୃଶ: ନ୍ୟାୟମୂର୍ତ୍ତି ଶଶିକାନ୍ତ ମିଶ୍ର

February 22, 2026

ଭାରତୀୟ କୃଷି କ୍ଷେତ୍ରରେ ପରିବର୍ତ୍ତନ ଆଣୁଛି ଏଆଇ

February 22, 2026

ସୁରକ୍ଷା ବାହିନୀକୁ ବଡ଼ ସଫଳତା: ତୃତୀୟ ଆତଙ୍କବାଦୀର ମୃତଦେହ ଉଦ୍ଧାର

February 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.