Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁର ଏନଏସି ରେ ନୂତନ ଇଓ ଭାବେ ଯୋଗଦେଲେ କାଦମ୍ବିନୀ ଜେନା
ଆଞ୍ଚଳିକ

ବାଣପୁର ଏନଏସି ରେ ନୂତନ ଇଓ ଭାବେ ଯୋଗଦେଲେ କାଦମ୍ବିନୀ ଜେନା

July 14, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ବାଣପୁର: ଖୋର୍ଦ୍ଧା ଜିଲ୍ଲା ବାଣପୁର ଏନଏସି ରେ ନୂତନ କାର୍ଯ୍ୟନିର୍ବାହୀ ଅଧିକାରିଣୀ ଭାବେ ବରିଷ୍ଠ ପ୍ରଶାସିକା କାଦମ୍ବିନୀ ଜେନା କାର୍ଯ୍ୟରେ ଯୋଗଦେଇଛନ୍ତି। ଶ୍ରୀମତୀ ଜେନା ଏହା ପୁର୍ବରୁ ଅନୁଗୁଳ ଜିଲ୍ଲା ଆଠମଲ୍ଲିକ ଏନଏସି କାର୍ଯ୍ୟନିର୍ବାହୀ ଅଧିକାରିଣୀରେ ଭାବେ ଦୀର୍ଘ ବର୍ଷ ଧରି କାର୍ଯ୍ୟ କରିଥିଲେ। ବିଭିନ୍ନ ଏନଏସିରେ ପ୍ରଶାସିକା ଭାବେ ତାଙ୍କର ଦୀର୍ଘ ବର୍ଷର ଅଭିଜ୍ଞତା ରହିଥିବା ବେଳେ ବାଣପୁର ପରି ଗୁରୁତ୍ୱପୂର୍ଣ ଏନଏସିରେ ଉନ୍ନୟନ କାର୍ଯ୍ୟ କରିବାରେ ତାହା ସହାୟକ ହେବ ବୋଲି ଆଶା କରାଯାଉଛି।

ଆଜି ଅସ୍ଥାୟୀ କାର୍ଯ୍ୟନିର୍ବାହୀ ଅଧିକାରି ବାଣପୁର ବିଡ଼ିଓଙ୍କ ଠାରୁ ଦାୟିତ୍ୱ ଗ୍ରହଣ କରିବାପରେ ଏନଏସି ଅଧ୍ୟକ୍ଷଙ୍କ ସମେତ ସମସ୍ତ କର୍ମଚାରୀ ମାନେ ତାଙ୍କୁ ସ୍ୱାଗତ ଜଣାଇଥିଲେ। ତେବେ ସରକାରଙ୍କ ମୁକ୍ତା ଯୋଜନା ସମେତ ସମସ୍ତ ସହରାଞ୍ଚଳ ଉନ୍ନୟନ ଯୋଜନାଗୁଡିକ କିପରି ଏନଏସିରେ ସଠିକ ଭାବେ ଲାଗୁ କରିହେବ ତାହା ଉପରେ ଗୁରୁତ୍ୱ ଦେବେ ବୋଲି କହିଛନ୍ତି ନୂତନ କାର୍ଯ୍ୟନିର୍ବାହୀ ଅଧିକାରିଣୀ ଶ୍ରୀମତି ଜେନା।

କାଦମ୍ବିନୀ ଜେନା କାର୍ଯ୍ୟନିର୍ବାହୀ ଅଧିକାରିଣୀ ବାଣପୁର ଏନଏସି
Share. Facebook Twitter LinkedIn Email WhatsApp Copy Link

Related Posts

ନାକଟିଦେଉଳରେ ବନାଞ୍ଚଳ ସ୍ତରୀୟ ଜଙ୍ଗଲ ନିଆଁ ନିରାକରଣ ସଚେତନତା ସଭା

February 24, 2026

ରଣପୁର ବ୍ଲକ ପରିସରରେ ଜିଲ୍ଲାପାଳଙ୍କ ଜନଶୁଣାଣୀ କାର୍ଯ୍ୟକ୍ରମ

February 23, 2026

ଗାଲୁଆ ଗ୍ରାମ ପଂଚାୟତରେ ‘ପଲ୍ଲୀରେ ପ୍ରଶାସନ’ ଜନଶୁଣାଣି

February 23, 2026

ପୋଖରୀରୁ ଯୁବକଙ୍କ ମୃତଦେହ ଉଦ୍ଧାର

February 22, 2026
Latest News

କେତେ ବଢିଲା ସୁନା ଓ ରୂପା ମୂଲ୍ୟ?: ଜାଣନ୍ତୁ ଆଜିର ଦର

February 25, 2026

କିପରି ପ୍ଲସ୍ ଜୋନ୍‌କୁ ଆସିବ ନେଟ୍ ରନ୍ ରେଟ୍?: ଜାଣନ୍ତୁ ଜିମ୍ବାୱେ ବିପକ୍ଷରେ ଭାରତର ସମୀକରଣ

February 25, 2026

ନିର୍ଦ୍ଧାରିତ ସମୟ ପୂର୍ବରୁ ୨୬୦ କୋଟି ସ୍କ୍ରାପ୍ ବିକ୍ରୟ ଲକ୍ଷ୍ୟ ହାସଲ କଲା ପୂର୍ବତଟ ରେଳପଥ

February 25, 2026

ଏଆଇ ଯୁଗରେ ଭାରତର ଯୁବଶକ୍ତି

February 25, 2026

ସଂସ୍କୃତି ଓ ଭାଷା ପାଇଁ କୃତ୍ରିମ ବୁଦ୍ଧିମତ୍ତା

February 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.