Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁର: ଆଦର୍ଶ ଶିକ୍ଷକ ଲଡୁକେଶ୍ଵର ସାହୁଙ୍କ ପ୍ରଥମ ଶ୍ରାଦ୍ଧବାର୍ଷିକୀ ସ୍ମୃତିସଭା
ଆଞ୍ଚଳିକ

ବାଣପୁର: ଆଦର୍ଶ ଶିକ୍ଷକ ଲଡୁକେଶ୍ଵର ସାହୁଙ୍କ ପ୍ରଥମ ଶ୍ରାଦ୍ଧବାର୍ଷିକୀ ସ୍ମୃତିସଭା

July 15, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ବାଣପୁର: ଖୋର୍ଦ୍ଧା ଜିଲ୍ଲା ବାଣପୁର ନିକଟବର୍ତ୍ତୀ ଭୀମପୁର ଗ୍ରାମର ଅଗ୍ରଣୀ ଶିକ୍ଷାନୁଷ୍ଠାନ ବାନାମ୍ଵର ସରକାରୀ ହାଇ ସ୍କୁଲର ପୂର୍ବତନ ଆଦର୍ଶ ପ୍ରଧାନଶିକ୍ଷକ ସ୍ଵର୍ଗତ ଲଡୁକେଶ୍ଵର ସାହୁଙ୍କ ପ୍ରଥମ ଶ୍ରାଦ୍ଧବାର୍ଷିକୀ ସ୍ମୃତିସଭା ଗ୍ରାମର ଅନନ୍ତ ସ୍ଵାମୀ ମନ୍ଦିର ପ୍ରାଙ୍ଗଣରେ ଅନୁଷ୍ଠିତ ହୋଇଯାଇଛି।

ପ୍ରଫେସର ନଳିନୀକାନ୍ତ ପଟ୍ଟନାୟକଙ୍କ ସଭାପତିତ୍ଵରେ ଆୟୋଜିତ ଏହି ସଭାରେ ଅଧ୍ୟାପକ ସଂଗ୍ରାମ କେଶରୀ ସାହୁ, ଶିକ୍ଷାବିତ୍ ବାଳମୁକୁନ୍ଦ ଦାସ, ଆନନ୍ଦ ଚନ୍ଦ୍ରସେନାପତି, ନନ୍ଦ କିଶୋର ମିଶ୍ର, ଦୁର୍ଗାଚରଣ ଦାଶ, ମଧୁସୂଦନ ନନ୍ଦ ବିଭୂତି ଭୂଷଣ ନନ୍ଦ, ଅଧ୍ୟାପକ ପାର୍ଥସାରଥୀ ସାମନ୍ତରା, ଜୟନ୍ତ ମିଶ୍ର, ଗଣେଶ୍ଵର ମୁଦୁଲି,ବିରେନ୍ଦ୍ର କୁମାର ତ୍ରିପାଠୀ, ମାଧବ ଚନ୍ଦ୍ରବାରିକୀ, ବୈରାଗୀ ଚରଣ ବେହେରା, ଅଶୋକ ନନ୍ଦ, ଲକ୍ଷ୍ମୀଧର ସାହୁ , ରାସବିହାରୀ ସାହୁ, ସୁକାନ୍ତ ଜେନା, ପ୍ରମୁଖ ଯୋଗଦେଇ ସ୍ଵର୍ଗତ ସାହୁଙ୍କ ଶିକ୍ଷକତା ଜୀବନର ଆଦର୍ଶ ଗୁଣାବଳୀ ସଂପର୍କରେ ଆଲୋକପାତ କରି ବାନାମ୍ଵର ହାଇ ସ୍କୁଲ ଗଠନରେ ତାଙ୍କ ପ୍ରମୁଖ ଅବଦାନ ଚିରକାଳ ବାଣପୁର ଇତିହାସରେ ଲିପିବଦ୍ଧ ହୋଇ ରହିଥିବ ବୋଲି ପ୍ରକାଶ କରି ତାଙ୍କ ସ୍ମୃତି ପ୍ରତି ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ।

ସଂଗୀତଜ୍ଞ ପ୍ରଦୀପ କୁମାର ନନ୍ଦ, ଓ ସାଥୀ ଭଜନ ପରିବେଷଣ କରିଥିବାବେଳେ ପୁତ୍ର ଅଜିତ କୁମାର ସାହୁ ଧନ୍ୟବାଦାର୍ପଣ କରିଥିଲେ।

ଆଦର୍ଶ ଶିକ୍ଷକ ବାଣପୁର ଲଡୁ ସାହୁ
Share. Facebook Twitter LinkedIn Email WhatsApp Copy Link

Related Posts

ଟାଙ୍ଗୀ ସରକାରୀ ବାଳିକା ଉଚ୍ଚବିଦ୍ୟାଳୟରେ ସଂସ୍କୃତ ସପ୍ତାହ ସମାରୋହରେ ପାଳିତ

September 1, 2026

ବାଲୁଗାଁ ଏନଏସିରେ ନିଖିଳ ଭାରତ ସ୍ୱାୟତ୍ତ ଶାସନ ଦିବସ ପାଳିତ

August 31, 2026

ବଜ୍ରକୋଟ ବିଦ୍ୟାଳୟରେ ସ୍ଥାନାନ୍ତରିତ ଶିକ୍ଷକଙ୍କୁ ସେବା ସମ୍ବର୍ଦ୍ଧନା

August 30, 2026

ବାଣପୁର: ସରସ୍ବତୀ ଶିଶୁମନ୍ଦିରରେ ଜାତୀୟ କ୍ରୀଡା ଦିବସ ପାଳିତ

August 29, 2026
Latest News

ଡ୍ରାଇଭିଂ ଲାଇସେନ୍ସ ଉପରେ ସରକାରଙ୍କ କଡ଼ା ନିୟମ: ଏବେ କଟିବ ପଏଣ୍ଟ, ବାତିଲ ହେବ ଲାଇସେନ୍ସ

September 3, 2026

ଟାଙ୍ଗୀ ସରକାରୀ ବାଳିକା ଉଚ୍ଚବିଦ୍ୟାଳୟରେ ‘ଅମ୍ଳାନ’ ଅଭିଯାନ: ଛାତ୍ରୀମାନଙ୍କର ହେମୋଗ୍ଲୋବିନ୍ ପରୀକ୍ଷା

September 3, 2026

CJP ବନାମ CJP D: ଅଭିଜିତ ଦୀପକେଙ୍କୁ ବିରୋଧ କଲେ ମନୀଷ ବ୍ରହ୍ମଭଟ୍ଟ

September 3, 2026

ଦୁର୍ଘଟଣାଗ୍ରସ୍ତ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର

September 3, 2026

ମଝି ଆକାଶରେ ଅସୁସ୍ଥ ହେଲେ ପାଇଲଟ: ମସ୍କଟରେ ଜରୁରୀକାଳୀନ ଅବତରଣ କଲା ଇଣ୍ଡିଗୋ ବିମାନ

September 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.