Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»କୁଜଙ୍ଗ ଥାନାରେ ନୂତନ ଆଇଆଇସି ଭାବେ ଯୋଗଦେଲେ ରଶ୍ମୀରଞ୍ଜନ ଦାଶ
ଆଞ୍ଚଳିକ

କୁଜଙ୍ଗ ଥାନାରେ ନୂତନ ଆଇଆଇସି ଭାବେ ଯୋଗଦେଲେ ରଶ୍ମୀରଞ୍ଜନ ଦାଶ

July 15, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

କୁଜଙ୍ଗ: ଜଗତ୍‌ସିଂହପୁର ଜିଲ୍ଲା କୁଜଙ୍ଗ ଥାନାରେ ନୂତନ ଆଇଆଇସି ଭାବେ ଆଜି କାର୍ଯ୍ୟରେ ଯୋଗଦେଇଛନ୍ତି ଇନିସ୍‌ପେକ୍ଟର ରଶ୍ମୀରଞ୍ଜନ ଦାଶ। ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ ଥାନାର ଇନିସ୍‌ପେକ୍ଟର ଶ୍ରୀ ଦାଶ ଗତ ଶନିବାର ଦିନ ଜଗତ୍‌ସିଂହପୁର ଜିଲ୍ଲାକୁ ବଦଳି ହୋଇ ଆସିବା ପରେ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ରାହୁଲ ପି.ଆର ଆଜି କୁଜଙ୍ଗ ଭଳି ଏକ ସମ୍ବେଦନଶୀଳ ଓ ମର୍ଯ୍ୟାଦାଜନକ ଥାନାର ଦାୟିତ୍ୱ ଭାର ପ୍ରଦାନ କରିଛନ୍ତି।

ଶ୍ରୀ ଦାଶ ଦକ୍ଷ ଅଧିକାରୀ ଭାବେ ବେଶ୍ ଜଣାଶୁଣା। ବିଶେଷ କରି ଅପରାଧୀଙ୍କ ବିରୁଦ୍ଧରେ ଆକ୍ରମଣାତ୍ମକ ଆଭିମୁଖ୍ୟ ପାଇଁ ଶ୍ରୀ ଦାଶ ବେଶ୍ ଚର୍ଚ୍ଚିତ। ଖୋର୍ଦ୍ଧା ଜିଲ୍ଲାରେ କାର୍ଯ୍ୟ କରିଥିବା ସମୟରେ ଆଇନ୍ ଶୃଙ୍ଖଳା, ବ୍ରାଉନ୍‌ସୁଗର ବେପାରୀଙ୍କ ଉପରେ ଚଢ଼ାଉ, ବେଆଇନ୍ ଖଣି ଚଢ଼ାଉ ଦୁର୍ଦ୍ଦାନ୍ତ ଅପରାଧୀଙ୍କୁ ଗିରଫ କରି ସେତେବେଳେ ଚର୍ଚ୍ଚାକୁ ଆସିଥିଲେ।

ତେବେ କୁଜଙ୍ଗ ଏକ ସମ୍ବେଦନ ଶୀଳ ଥାନା ହୋଇଥିବା ବେଳେ ଉକ୍ତ ଅଂଚଳକୁ ଅପରାଧମୁକ୍ତ, ଆଇନ୍ ଶୃଙ୍ଖଳା, ବ୍ରାଉନ୍ ସୁଗର, ବନ୍ଧୁକ କାରବାର, ଚୋରା ମଦ ଓ ଗଞ୍ଜେଇ ବେପାରୀଙ୍କୁ ଗିରଫ କରିବା ସହ ରାଜ୍ୟ ସରକାରଙ୍କର ୫-ଟି ବ୍ୟବସ୍ଥାକୁ ଗୁରତ୍ୱ ଦେବେ ବୋଲି ଶ୍ରୀ ଦାସ କହିଛନ୍ତି।

ସୂୁଚନା ଥାଉକି, କୁଜଙ୍ଗ ଥାନା ଅଧିକାରୀ ସୁଜିତ୍ କୁମାର ପ୍ରଧାନଙ୍କ ବାରିପଦା ଏସ୍‌ଡିପିଓ ଭାବେ ପଦୋନ୍ନତି ହୋଇ ବଦଳି ହୋଇଥିବାରୁ ତାଙ୍କ ସ୍ଥାନରେ ଆଜି ଥାନା ଅଧିକାରୀ ଯୋଗଦେଇଛନ୍ତି ଶ୍ରୀ ଦାଶ।

ଆଇଆଇସି କୁଜଙ୍ଗ ରଶ୍ମୀରଞ୍ଜନ ଦାଶ
Share. Facebook Twitter LinkedIn Email WhatsApp Copy Link

Related Posts

ରଣପୁର ବ୍ଲକରେ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 21, 2026

ବାଣପୁର ଓ ବାଲୁଗାଁରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 21, 2026

ଶ୍ରୀ ମହିଳା ସଂଘ ପକ୍ଷରୁ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 21, 2026

ବାଲୁଗାଁ ମହାବିଦ୍ୟାଳୟ ପରିସରରେ ସ୍ୱଚ୍ଛତା ଅଭିଯାନ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ

June 20, 2026
Latest News

ରାଶିଫଳ: ଆଜି ଜୁନ୍ ୨୫ ତାରିଖ ଗୁରୁବାରରେ ଏହି ରାଶିର ବ୍ୟବସାୟ ବୃଦ୍ଧି ଘଟିବ, ଧନ ଆସିବ

June 25, 2026

ଲୋହଗଡ଼ ଫୋର୍ଟ ମାମଲା: ତଦନ୍ତରେ ନୂଆ ମୋଡ଼, ସିସିଟିଭି ଫୁଟେଜ୍ ଓ ପରିବାର ବୟାନରେ ଖୋଲୁଛି ରହସ୍ୟ

June 25, 2026

ଏଣିକି ବିବାହ କାର୍ଡରେ ଜନ୍ମ ତାରିଖ ବାଧ୍ୟତାମୂଳକ !

June 25, 2026

ନବରଙ୍ଗପୁରରେ ହତ୍ୟା ମାମଲା: ଅଭିଯୁକ୍ତକୁ ୬ ବର୍ଷ ସଶ୍ରମ କାରାଦଣ୍ଡ

June 25, 2026

ନିର୍ମାଣାଧୀନ ଗୋଦାମ ଭୁଶୁଡ଼ି ୫ ମୃତ, ୩ ଅଭିଯୁକ୍ତ ଗିରଫ

June 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.