Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଘରର ସ୍କାଇଲାଇଟ୍ ଭାଙ୍ଗି ବଡ଼ ଧରଣର ଚୋରି
ଆଞ୍ଚଳିକ

ଘରର ସ୍କାଇଲାଇଟ୍ ଭାଙ୍ଗି ବଡ଼ ଧରଣର ଚୋରି

July 18, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

କୈଳାଶ ଚନ୍ଦ୍ର ଚୌଧୁରୀ

ବ୍ରହ୍ମପୁର: ବେଗୁନିଆ ପଡ଼ା ଥାନା ଅନ୍ତର୍ଗତ ତାଳସର ଗ୍ରାମର ରଙ୍ଗ ରାଉତ ନାମକ ଜଣେ ବ୍ୟକ୍ତିଙ୍କ ଘରେ ଡକାୟତି ହୋଇଥିବା ଥାନାରେ ଅଭିଯୋଗ ହୋଇଛି।

ଅଭିଯୋଗରୁ ଜଣାପଡିଛି ଯେ, ଘର ମାଲିକ ରଙ୍ଗ ରାଉତ ଦାଣ୍ଡଘରେ ଶୋଇଥିବା ବେଳେ କୌଣସି ଚୋର ବାଡିପଟୁ ଆସି ଛାତ ଉପରେ ଚଢି ଘରର ସ୍କାଇଲାଇଟ୍ ଭାଙ୍ଗି ଘରର ପଛ କୋଠରୀକୁ ଯାଇ ସେଠାରେ ଥିବା କାଠ ଆଲମାରୀ ଭାଙ୍ଗି ଥିଲା ଓ ସେଥି ମଧ୍ୟରେ ଥିବା ଦୁଇଟି ସୁନା ଖାସୁ ମାଳ ୩ ଟି ସୁନା ମୁଦି ଓ ନଗଦ ୨୬ ହଜାର ଟଙ୍କା ଲୁଟ ହୋଇଥିବା ଅଭିଯୋଗ ହୋଇଛି। ଅଭିଯୋଗ ଗ୍ରହଣ କରି ପୋଲିସ ଘଟଣାସ୍ଥଳରେ ପହଞ୍ଚି ଛାନବିନ୍ ଆରମ୍ଭ କରିଛନ୍ତି।

ବଡ଼ ଧରଣର ଚୋରି ବେଗୁନିଆ ପଡ଼ା
Share. Facebook Twitter LinkedIn Email WhatsApp Copy Link

Related Posts

ନାକଟିଦେଉଳରେ ବନାଞ୍ଚଳ ସ୍ତରୀୟ ଜଙ୍ଗଲ ନିଆଁ ନିରାକରଣ ସଚେତନତା ସଭା

February 24, 2026

ରଣପୁର ବ୍ଲକ ପରିସରରେ ଜିଲ୍ଲାପାଳଙ୍କ ଜନଶୁଣାଣୀ କାର୍ଯ୍ୟକ୍ରମ

February 23, 2026

ଗାଲୁଆ ଗ୍ରାମ ପଂଚାୟତରେ ‘ପଲ୍ଲୀରେ ପ୍ରଶାସନ’ ଜନଶୁଣାଣି

February 23, 2026

ପୋଖରୀରୁ ଯୁବକଙ୍କ ମୃତଦେହ ଉଦ୍ଧାର

February 22, 2026
Latest News

“ଆମେ ନ୍ୟାୟପାଳିକାକୁ ବଦନାମ କରିବା ପାଇଁ ଦେବୁ ନାହିଁ…”: NCERT ପୁସ୍ତକ ଉପରେ CJI କ୍ଷୁବ୍ଧ

February 25, 2026

କେତେ ବଢିଲା ସୁନା ଓ ରୂପା ମୂଲ୍ୟ?: ଜାଣନ୍ତୁ ଆଜିର ଦର

February 25, 2026

କିପରି ପ୍ଲସ୍ ଜୋନ୍‌କୁ ଆସିବ ନେଟ୍ ରନ୍ ରେଟ୍?: ଜାଣନ୍ତୁ ଜିମ୍ବାୱେ ବିପକ୍ଷରେ ଭାରତର ସମୀକରଣ

February 25, 2026

ନିର୍ଦ୍ଧାରିତ ସମୟ ପୂର୍ବରୁ ୨୬୦ କୋଟି ସ୍କ୍ରାପ୍ ବିକ୍ରୟ ଲକ୍ଷ୍ୟ ହାସଲ କଲା ପୂର୍ବତଟ ରେଳପଥ

February 25, 2026

ଏଆଇ ଯୁଗରେ ଭାରତର ଯୁବଶକ୍ତି

February 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.