Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଲୁଗାଁରେ ମହିଳାଙ୍କ ଆତ୍ମହତ୍ୟା!, ଯୌତୁଜଜନିତ ନିର୍ଯ୍ୟାତନା ଅଭିଯୋଗ ଆଣିଲେ ବାପା
ଆଞ୍ଚଳିକ

ବାଲୁଗାଁରେ ମହିଳାଙ୍କ ଆତ୍ମହତ୍ୟା!, ଯୌତୁଜଜନିତ ନିର୍ଯ୍ୟାତନା ଅଭିଯୋଗ ଆଣିଲେ ବାପା

July 19, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
ବାଲୁଗାଁ
ବାଲୁଗାଁ ରେଲୱେ ଓଭର ବ୍ରିଜ ନିକଟରୁ ୧୧୦ ଗ୍ରାମ ବ୍ରାଉନ ସୁଗାର ଜବତ: ଅଭିଯୁକ୍ତ ଗିରଫ

ସୀତାରାମ ଅଗ୍ରୱାଲ

ବାଲୁଗାଁ: ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ ଥାନା ଅନ୍ତର୍ଗତ ନାଭାଲ ଫାଣ୍ଡି ନିକଟସ୍ଥ ନୀଳାଦ୍ରି ବିହାର ଅଞ୍ଚଳରେ ଜଣେ ମହିଳା ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। ମୃତ ମହିଳାଙ୍କ ନାମ ରୋଜିରାଣୀ ମାଝୀ (୩୫)। ତାଙ୍କ ବାପ ଘର ଗଞ୍ଜାମ ଜିଲ୍ଲା ବେଗୁନିଆପଡା ଗ୍ରାମ ହୋଇଥିବା ବେଳେ ୧୨ ବର୍ଷ ପୂର୍ବେ ଡୁଙ୍ଗମାଳ ପଞ୍ଚାୟତ ନୀଳାଦ୍ରିବିହାରର କୈଳାଶ ମାଝୀଙ୍କ ପୁତ୍ର ରୋହିତ କୁମାର ମାଝୀଙ୍କୁ ବିବାହ କରିଥିଲେ।

ତେବେ ଗତକାଲି ବିଳମ୍ବିତ ରାତ୍ରିରେ ରୋଜି ଘର ପଙ୍ଖାରେ ଦଉଡି ଲଗାଇ ଆତ୍ମହତ୍ୟା କରିଥିଲେ। ଖବର ପାଇ ରୋଜିଙ୍କ ପରିବାରବର୍ଗ ଶ୍ୱଶୁର ଘରେ ପହଞ୍ଚିଥିଲେ। ତେବେ ରୋଜିଙ୍କ ପିତା ଖଲି ଜେନା ଅଭିଯୋଗ କରିଛନ୍ତି କି ତାଙ୍କୁ ସଦାବେଳେ ସ୍ୱାମୀ ଓ ଶ୍ୱଶୁର ଘରେ ଲୋକେ ଯୌତୁକ ଜନିତ ନିର୍ଯ୍ୟାତନା ଦେଇ ଆସୁଥିଲେ ଯାହାଫଳରେ ରୋଜି ମାନସିକ ଚାପରେ ଥାଇ ଆତ୍ମହତ୍ୟା ପରି ଚରମ ପଦକ୍ଷେପ ନେଇଛନ୍ତି।

ଅଭିଯୋଗ ଆଧାରରେ ବାଲୁଗାଁ ପୋଲିସ ଏକ ମାମଲା ରୁଜୁକରି ତଦନ୍ତ ଆରମ୍ଭ କରିଦେଇଛି। ବର୍ତ୍ତମାନ ଘଟଣାସ୍ଥଳରେ ଚିଲିକା ତହସିଲଦାରଙ୍କ ଉପସ୍ଥିତିରେ ରୁମ କବାଟ ଭାଙ୍ଗି ଶବ ଜବତ କରି ତଦନ୍ତ ଆରମ୍ଭ କରିଛି ପୋଲିସ।

ବାଲୁଗାଁ ମହିଳାଙ୍କ ଆତ୍ମହତ୍ୟା
Share. Facebook Twitter LinkedIn Email WhatsApp Copy Link

Related Posts

ମୁଖ୍ୟମନ୍ତ୍ରୀଙ୍କ ଦ୍ଵାରା ବାଲୁଗାଁ ଉପଖଣ୍ଡ ଆରକ୍ଷୀ ଅଧିକ୍ଷକଙ୍କ ନୂତନ କାର୍ଯ୍ୟାଳୟ ଉଦଘାଟିତ

June 4, 2026

ବାଲୁଗାଁରୁ ବ୍ରାଉନ ସୁଗାର ଜବତ: ଅଭିଯୁକ୍ତ ଗିରଫ

June 3, 2026

ମହାଭାରତ ବେଳେ ଦୁଇ ଗୋଷ୍ଠୀ ମୁହାଁମୁହିଁ

May 28, 2026

ଆଜି ୧୨ ଘଣ୍ଟିଆ ଜୟପୁର ବନ୍ଦ

May 28, 2026
Latest News

ଜିଲ୍ଲାପାଳଙ୍କ ଅଫିସରେ ଝୁଲନ୍ତା ମୃତଦେହ

June 5, 2026

ଖୋର୍ଦ୍ଧା ରୋଡ଼ ଡିଭିଜନରେ ଯାତ୍ରୀବାହୀ ଟ୍ରେନ୍ ସେବା ଅସ୍ଥାୟୀ ଭାବେ ବାତିଲ

June 5, 2026

ପୂର୍ବତଟ ରେଳପଥ ପକ୍ଷରୁ ବିଶ୍ୱ ପରିବେଶ ଦିବସ ୨୦୨୬ ପାଳିତ

June 5, 2026

ସମଦୂରତା ନା ନୂଆ ସମୀକରଣ? ଦିଲ୍ଲୀରେ ନବୀନ ଫ୍ୟାକ୍ଟର

June 5, 2026

ସରକାରୀ ପଦକ୍ଷେପ ସମ୍ପର୍କରେ ସଚେତନତା ବୃଦ୍ଧି ପାଇଁ ଗଣମାଧ୍ୟମ କର୍ମଶାଳା

June 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.