Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁର: ଭେଟେଶ୍ୱର ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ସ୍ଵେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ
ଆଞ୍ଚଳିକ

ବାଣପୁର: ଭେଟେଶ୍ୱର ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ସ୍ଵେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ

July 23, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ
ବାଣପୁର: ଆଜି ଖୋର୍ଦ୍ଧା ଜିଲ୍ଲା ବାଣପୁର ବ୍ଲକ ଅନ୍ତର୍ଗତ ଭେଟେଶ୍ୱର ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ଏକ ସ୍ଵେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି। ଲିଙ୍କ ୱାର୍କର ସ୍କିମ ପ୍ରୋଜେକ୍ଟ କେ ଏନ ପି+, ଓଡ଼ିଶା ପକ୍ଷରୁ ଆୟୋଜିତ ଉକ୍ତ ଶିବିରରେ ଓଡ଼ିଶା ରାଜ୍ୟ ଏଡ୍ସ ନିୟନ୍ତ୍ରଣ ସମିତି ଭୁବନେଶ୍ୱର ଏବଂ ଜିଲ୍ଲା ସ୍ୱାସ୍ଥ୍ୟ ସମିତି, ଖୋର୍ଦ୍ଧା ସହଯୋଗ କରିଥିଲେ।

ଉକ୍ତ ଶିବିରକୁ ବାଣପୁର ବ୍ଲକ ଅଧ୍ୟକ୍ଷ ଅମରେନ୍ଦ୍ର ରଣସିଂହ ଉଦଘାଟନ କରିବା ସହ ରକ୍ତଦାନ ମଧ୍ୟ କରିଥିଲେ। ଉକ୍ତ ଶିବିରରୁ ସମୁଦାୟ ୫୧ ୟୁନିଟ ରକ୍ତ ସଂଗ୍ରହ ହୋଇଥିବା ବେଳେ ସ୍ଥାନୀୟ ସରପଞ୍ଚ ସାବିତ୍ରୀ ଭୋଳ, ସମିତି ସଭ୍ୟ ରଶ୍ମିତା ପ୍ରଧାନ ଏବଂ ପୂର୍ବତନ ସରପଞ୍ଚ ଜିତେନ୍ଦ୍ର ଭୋଳ ପରିଚାଳନା କରିଥିଲେ।

ସୂଚନା ଥାଉକି ସମ୍ପ୍ରତି ରାଜ୍ୟର ସମସ୍ତ ରକ୍ତ ଭଣ୍ଡାରରେ ରକ୍ତର ଅଭାବ ଦେଖାଦେଇଥିବା ବେଳେ ସ୍ବେଛାକୃତ ରକ୍ତଦାନ ପାଇଁ ସରକାର ଆୱାହନ କରିଛନ୍ତି। ଭେଟେଶ୍ୱର ପଞ୍ଚାୟତର ଉକ୍ତ ମହତ ପ୍ରଚେଷ୍ଟା ଅଞ୍ଚଳରେ ପ୍ରଶଂସା ସାଉଁଟିଛି।

ବାଣପୁର ଭେଟେଶ୍ୱର ପଞ୍ଚାୟତ ସ୍ଵେଚ୍ଛାକୃତ ରକ୍ତଦାନ ଶିବିର
Share. Facebook Twitter LinkedIn Email WhatsApp Copy Link

Related Posts

କରୁଣାଶାନ୍ତି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଜୟନ୍ତୀ ପାଳିତ

October 10, 2026

ବାରୁଦ ଓ ବାଣ ସାମଗ୍ରୀ ଜବତ, ଅଭିଯୁକ୍ତ ଗିରଫ

October 9, 2026

୧୬ ଦାଦନ ଶ୍ରମିକ ଉଦ୍ଧାର

October 9, 2026

ମା’ ଭଗବତୀଙ୍କ ପୀଠରେ ପ୍ରସିଦ୍ଧ ଭେଟ ଯାତ୍ରା: ଏହି ଦିନ ଦୁଇ ଭଉଣୀଙ୍କ ହେବ ଅପୂର୍ବ ମିଳନ ଉତ୍ସବ

October 9, 2026
Latest News

Jio AI Glasses: ଏହି ଚଷମା ରେ କରିହେବ ୟୁପିଆଇ ପେମେଣ୍ଟ, ମିଳିବ ଲାଇଭ କ୍ରିକେଟ କମେଣ୍ଟ୍ରି

October 11, 2026

ପ୍ରେସକ୍ରିପସନ୍ ଔଷଧ ବିଜ୍ଞାପନ ଉପରେ କେନ୍ଦ୍ରର କଟକଣା! ଅନୁମତି ବିନା ପ୍ରଚାର କଲେ ଅଡୁଆରେ ପଡ଼ିପାରନ୍ତି ଔଷଧ ବ୍ୟବସାୟୀ

October 11, 2026

ଧ୍ରୁବ ରାଠିଙ୍କୁ ମୁକ୍ତ କଲା ଦିଲ୍ଲୀ ପୋଲିସ, ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ହାଇଭୋଲଟେଜ୍ ଆନ୍ଦୋଳନ

October 11, 2026

ପେନସନଭୋଗୀଙ୍କ ପାଇଁ ବଡ଼ ଖବର, ୫୦୦ ଟଙ୍କା ବଢ଼ିପାରେ ମାସିକ ପେନସନ

October 11, 2026

୧୫ ଅକ୍ଟୋବର ଶେଷ ତାରିଖ: PF ଜମାରେ ବିଳମ୍ବ କଲେ କମ୍ପାନୀ ଉପରେ ଲାଗିବ ସୁଧ ଓ ଜରିମାନା, ଜାଣନ୍ତୁ ECR ନିୟମ

October 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.