Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଲୁଗାଁ ଏନଏସି ଅଧ୍ୟକ୍ଷାଙ୍କ ଦ୍ବାରା ପାନୀୟ ଜଳ ପାଇପ ଲାଇନର ହେଲା ଶୁଭ ଉଦଘାଟନ
ଆଞ୍ଚଳିକ

ବାଲୁଗାଁ ଏନଏସି ଅଧ୍ୟକ୍ଷାଙ୍କ ଦ୍ବାରା ପାନୀୟ ଜଳ ପାଇପ ଲାଇନର ହେଲା ଶୁଭ ଉଦଘାଟନ

July 26, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
BalugoanNAC
ବାଲୁଗାଁ ଏନଏସି ଅଧ୍ୟକ୍ଷାଙ୍କ ଦ୍ବାରା ପାନୀୟ ଜଳ ପାଇପ ଲାଇନର ହେଲା ଶୁଭ ଉଦଘାଟନ

ସୀତାରାମ ଅଗ୍ରୱାଲ

ବାଲୁଗାଁ:  ବାଲୁଗାଁ ଏନଏସି ଏକ ନମ୍ବର ୱାର୍ଡ ଅନ୍ତର୍ଗତ ପାଟଶାଣୀ କଲୋନୀ ଠାରେ ବାଲୁଗାଁ ଏନଏସି ନଗରପାଳିକା ଶ୍ରୀମତୀ ସୁକାନ୍ତି ପାଇକରାୟ ଙ୍କ ଦ୍ୱାରା ନୂତନ ପାନୀୟ ଜଳ ପାଇପ ଲାଇନ ର ଶୁଭ ଉଦଘାଟନ ହୋଇଅଛି।

ଏଥିରେ ବାଲୁଗାଁ ଏନଏସି ବିଜେଡି ସଭାପତି ଶ୍ରୀ ଜୟନ୍ତ ସ୍ୱାଇଁ, ଭାଇସ ଚେୟାରମ୍ୟାନ ଶ୍ରୀ ଭଗବାନ ପ୍ରଧାନ, ଏମପି ପ୍ରତିନିଧି ଶ୍ରୀ ଅକ୍ଷୟ ରଣସିଂହ, କାଉନସିଲର ଶ୍ରୀ ଅଭିମନ୍ୟୁ ସ୍ୱାଇଁ, ଶ୍ରୀ ଲଷ୍ମୀଧର ସେଠି, ଶ୍ରୀମତୀ ସୁଜାତା ପଣ୍ଡା, ମମତା ପଣ୍ଡା, ଅନିତା ସ୍ୱାଇଁ, ବିଜେଡି ର ଅନେକ ବରିଷ୍ଠ ନେତା, କର୍ମୀ, ଛାତ୍ର ଉପସ୍ଥିତ ଥିଲେ।

ବାଲୁଗାଁ ବାଲୁଗାଁ ଏନଏସି ସୁକାନ୍ତି ପାଇକରାୟ
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର: ବ୍ଲକ ସ୍ତରୀୟ ଇଣ୍ଡୋର ସ୍ପୋର୍ଟ୍ସ ଉଦଯାପିତ

September 9, 2026

ବାଣପୁରରେ ସାକ୍ଷରତା ଦିବସ ଉପଲକ୍ଷେ ୩୫ ଜଣ ସମ୍ମାନିତ

September 9, 2026

ବାଣପୁର: ବ୍ଲକ୍ ସ୍ତରୀୟ ଚକ୍ଷୁ ଚିକିତ୍ସା ତାଲିମ୍ ଶିବିର ଉଦଯାପିତ

September 9, 2026

ସେଣ୍ଟ ଜାଭିୟର ହାଇସ୍କୁଲ ଦ୍ଵାରା ବାଣପୁର ଅଞ୍ଚଳର କୃତି ଛାତ୍ରଛାତ୍ରୀମାନଙ୍କୁ ସମ୍ବର୍ଦ୍ଧନା

September 7, 2026
Latest News

ବ୍ରିକ୍ସ ସମ୍ମିଳନୀରେ ଯୋଗଦେବେନି ବାଂଲାଦେଶ ପ୍ରଧାନମନ୍ତ୍ରୀ ତାରିକ ରେହମାନ୍

September 10, 2026

ଭାଙ୍ଗିଲା ୬୫ ବର୍ଷର ଇତିହାସ: ଦୁଲୀପ ଟ୍ରଫିରେ ଇତିହାସ ରଚିଲେ ଇଶାନ କିଶାନ

September 10, 2026

ଲାଲୁ ପ୍ରସାଦ ଯାଦବଙ୍କ ପରିବାରକୁ ବଡ଼ ଝଟକା: IRCTC ମାମଲାରେ କୋର୍ଟ ନେଲେ ବଡ଼ ନିଷ୍ପତ୍ତି

September 10, 2026

ସାହାରା ନିବେଶକଙ୍କ ପାଇଁ ବଡ଼ ଖବର: ଆରମ୍ଭ ହେଲା ରିଫଣ୍ଡ ପୋର୍ଟାଲ

September 10, 2026

CJP ପ୍ରତିବାଦ: ସ୍ୱତନ୍ତ୍ର ଭରଦ୍ୱାଜ ମାମଲା ଉପରେ ଗମ୍ଭୀର ହେଲେ CJI 

September 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.