Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ରାହାମାର ବ୍ୟବସାୟୀ ପ୍ରତିନିଧି ଥାନା ଅଧିକାରୀଙ୍କୁ ସାକ୍ଷତ
ଆଞ୍ଚଳିକ

ରାହାମାର ବ୍ୟବସାୟୀ ପ୍ରତିନିଧି ଥାନା ଅଧିକାରୀଙ୍କୁ ସାକ୍ଷତ

July 26, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

କୁଜଙ୍ଗ: କୁଜଙ୍ଗ ବ୍ଲକର ପ୍ରମୁଖ ବ୍ୟବସାୟିକ ପେଣ୍ଠ ରାହାମା ବଣିକ ସଂଘର ଏକ ପ୍ରତିନିଧି ତିତ୍ତେ୍‌ାଲ ଏସ୍‌ଡିପିଓ ଓ ଥାନା ଅଧିକାରୀ ପ୍ରିୟବ୍ରତ ରାଉତଙ୍କୁ ସାକ୍ଷତ କରିବା ସହ ବଜାର ବିଭିନ୍ନ ସମସ୍ୟା ଓ ଏହାର ଆଶୁ ସମାଧାନ ନେଇ ଆଲୋଚନା କରିଛନ୍ତି। ଏହି ଅବସରରେ ଟ୍ରାଫିକ୍ ମସସ୍ୟା, ବ୍ୟବସାୟୀ ମାନଙ୍କ ସହ ଗ୍ରାହକଙ୍କ ସୁରକ୍ଷା, ଏହା ସହ ଅନ୍ୟାନ ବିଷୟରେ ଏହି ପ୍ରତିନିଧିଚ ଦଳ ଆଲୋଚନା କରିଥିଲେ।

ଏହି ସାକ୍ଷତ ଅବସରରେ ରହାମା ବଣିକ ସଂଘର ସଭାପତି ଜଟାଧାରୀ ଦାସ, ସମ୍ପାଦକ ଡା. ସୁନାକର ବେହେରା, ଉପଦେଷ୍ଠା ଭିକାରୀ ଚରଣ ସେନାପତି, କୋଷାଧ୍ୟକ୍ଷ ରବୀନ୍ଦ୍ର ନାଥ ପ୍ରଧାନ, ଯୁଗ୍ମ ସମ୍ପାଦକ ଚିନ୍ମୟ ଦାସ, କାର୍ଯ୍ୟକାରୀ ସଭାପତି ମନୋଜ କୁମାର ସାହୁ, ବରିଷ୍ଠ ସଭ୍ୟ ଦୁର୍ଯ୍ୟଧନ ସ୍ୱାଇଁ, ବ୍ୟବସାୟୀ ସୁଲେଖ ବେହେରା, କୈଳାସ ନାୟକ ପ୍ରମୁଖ ବଜାର କମିଟିର ଏହି ପ୍ରତିନିଧି ଦଳରେ ଯୋଗଦେଇ ଉଭୟ ଏସ୍‌ଡିପିଓ ଚିନ୍ମୟ ରାଉତ ଓ ଥାନା ଅଧିକାରୀ ପ୍ରିୟବ୍ରତ ରାଉତଙ୍କ ସହ ବିଷଦ ଆଲୋଚନା କରିଥିଲେ।

କୁଜଙ୍ଗ ବ୍ଲକ ରାହାମା
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର କୋର୍ଟ ପରିସରରେ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ

March 14, 2026

ବାଲୁଗାଁ: ସାମ୍ବାଦିକଙ୍କ ମାତୃ ବିୟୋଗ

March 12, 2026

ଗୋଦାବରୀଶ ମହାବିଦ୍ୟାଳୟରେ ସଡ଼କ ସୁରକ୍ଷା ଉପରେ ଡିଜିଟାଲ ଭିଡିଓ ପ୍ରଦର୍ଶନ କାର୍ଯ୍ୟକ୍ରମ

March 11, 2026

ବାଣପୁର ତାଲୁକ ଆଇନ ସେବା ସମିତି ପକ୍ଷରୁ ଅନ୍ତର୍ଜାତୀୟ ମହିଳା ଦିବସ ପାଳନ

March 10, 2026
Latest News

ଟି-୨୦ ବିଶ୍ୱକପ୍ ଜିତିବା ପରେ ଅଜିତ ଅଗରକରଙ୍କ ଅନନ୍ୟ ଦାବି: ସ୍ଵୀକାର କରିବ କି ବିସିସିଆଇ?

March 19, 2026

ଆଜି ଜେଡିୟୁ ସଭାପତି ପଦ ପାଇଁ ନାମାଙ୍କନ ଦାଖଲ କରିବେ ନୀତିଶ କୁମାର

March 19, 2026

ଟ୍ରକ୍ ଧକ୍କାରେ ମୋଟରସାଇକେଲ ଚାଳକଙ୍କ ମୃତ୍ୟୁ

March 19, 2026

ଓଡିଶା ମାଟି ତଳୁ ମିଳିଲା ହୀରା ଓ ମାଣିକ ପଥର ସନ୍ଧାନ, ଜାଣନ୍ତୁ କେଉଁ ଜିଲ୍ଲାର କେଉଁ ସ୍ଥାନ

March 19, 2026

ମହିଳାଙ୍କୁ ଖୁଣ୍ଟରେ ବାନ୍ଧି ନିସ୍ତୁକ ମାଡ଼ ମାରିବା ଘଟଣା: ସମ୍ପୃକ୍ତ ୪ ଯୁବକ ଗିରଫ

March 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.