Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଲୁଗାଁ ସରକାରୀ ଉଚ୍ଚ ବିଦ୍ୟାଳୟ ପରିଦର୍ଶନରେ ଆସିଲେ ବିଶ୍ୱ ବ୍ୟାଙ୍କର ପ୍ରତିନିଧି ଦଳ
ଆଞ୍ଚଳିକ

ବାଲୁଗାଁ ସରକାରୀ ଉଚ୍ଚ ବିଦ୍ୟାଳୟ ପରିଦର୍ଶନରେ ଆସିଲେ ବିଶ୍ୱ ବ୍ୟାଙ୍କର ପ୍ରତିନିଧି ଦଳ

July 26, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ବାଲୁଗାଁ: ଆଜି ଅପରାହ୍ନରେ ବିଶ୍ୱ ବ୍ୟାଙ୍କର ଏକ ପ୍ରତିନିଧି ଦଳ ସୁଦୂର ନୂଆଦିଲ୍ଲୀରୁ ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ ସରକାରୀ ଉଚ୍ଚ ବିଦ୍ୟାଳୟ ପରିଦର୍ଶନରେ ଆସିଥିଲେ। ଉକ୍ତ ଟିମ ସହ ଓସେପା ଉପ ନିର୍ଦ୍ଦେଶକ, ପ୍ରାଥମିକ ଶିକ୍ଷା ନିର୍ଦେଶାଳୟର ଯୁଗ ନିର୍ଦ୍ଦେଶିକା, ଜିଲ୍ଲା ଶିକ୍ଷା ଅଧିକାରୀ ବିଶ୍ୱନାଥ ତରାଇ, ବିଇଓ ସନାତନ ଜାଲୀ ଏବଂ ଉଚ୍ଚ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ଓ ସିଆରସିସି ମାନେ ଉପସ୍ଥିତ ଥିଲେ।

ଉକ୍ତ ଟିମ ବିଦ୍ୟାଳୟରେ ଧନ୍ଦାମୂଳକ ଶିକ୍ଷା ବିଭାଗରେ ଅଧ୍ୟୟନ କରୁଥିବା ବିଭିନ୍ନ ଛାତ୍ରଛାତ୍ରୀ ମାନଙ୍କ ସହ ଭାବ ବିନିମୟ କରିଥିଲେ। ତତସହିତ ବିଦ୍ୟାଳୟରେ ଧନ୍ଦାମୂଳକ ଶିକ୍ଷାର ବିକାଶ ଦିଗରେ ପଦକ୍ଷେପ ନେବାକୁ ବିଭାଗୀୟ ଅଧିକାରୀଙ୍କୁ ପରାମର୍ଶ ଦେଇଥିଲେ।

ବାଲୁଗାଁ ବିଶ୍ୱ ବ୍ୟାଙ୍କ ସରକାରୀ ଉଚ୍ଚ ବିଦ୍ୟାଳୟ
Share. Facebook Twitter LinkedIn Email WhatsApp Copy Link

Related Posts

ମହୁକୁଦରେ ବ୍ଳକ୍ ସ୍ତରୀୟ ବିଶ୍ୱଶାନ୍ତି ଅଲେଖ ମହିମା ଅଖଣ୍ଡ ବ୍ରହ୍ମ ଯଜ୍ଞ

February 19, 2026

ବେଆଇନ ମୋରମ୍ ଚାଲାଣ ଅଭିଯୋଗରେ ହାଇୱା ଗାଡ଼ି ଜବତ

February 19, 2026

ଜିଲ୍ଳାପାଳ ଏବଂ ଏସ୍ ପିଙ୍କ ନାଲିପଡା ଅର୍ଜୁନପୁର ଗ୍ରାମ ପଂଚାୟତରେ ପଲ୍ଲୀରେ ପ୍ରଶାସନ ଜନଶୁଣାଣି

February 16, 2026

ରଙ୍କନାଥ ମନ୍ଦିରରେ ନୂତନ ପ୍ରବଚନ ମଣ୍ଡପକୁ ଉଦଘାଟନ କଲେ ଆଇନ ମନ୍ତ୍ରୀ

February 15, 2026
Latest News

ପୂର୍ବତଟ ରେଳପଥର ସାର ଓ ଖାଦ୍ୟଶସ୍ୟ ଲୋଡିଂ କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା

February 21, 2026

ShikshaNext: ରିଲାଏନ୍ସ ଫାଉଣ୍ଡେସନ୍ ନେତୃତ୍ୱରେ ୧୭୦ କୋଟି ଟଙ୍କାର ଶିକ୍ଷାନେକ୍ସଟ ପ୍ରୟାସ

February 21, 2026

ଫେବୃୟାରୀ 21 ତାରିଖ ଶନିବାରରେ ଏହି ପାଞ୍ଚଟି ରାଶିର ଭାଗ୍ୟ ଚମକିବ

February 21, 2026

ନାକଟିଦେଉଳ ସ୍ନାତକ ମହାବିଦ୍ୟାଳୟ ରେ ଆତ୍ମ ସୁରକ୍ଷା ତାଲିମ ଶିବିର

February 20, 2026

ଶିଶୁ ଯତ୍ନ ଅନୁଷ୍ଠାନରେ ଶିଶୁମାନଙ୍କ ଦ୍ଵାରା ଆଇ ଏଚ ଏମ କ୍ୟାମ୍ପସ ଏବଂ ସାଇ ଏକ୍ସପର୍ଟ ପରିଦର୍ଶନ

February 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.