Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଲୁଗାଁ: ବିଦେଶୀ ମଦ ଜବତ, ବେପାରୀ ଗିରଫ
ଆଞ୍ଚଳିକ

ବାଲୁଗାଁ: ବିଦେଶୀ ମଦ ଜବତ, ବେପାରୀ ଗିରଫ

July 27, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ବାଲୁଗାଁ: ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ ଥାନାରେ ନୂତନ ଆଇଆଇସି ଭାବେ ଜୟପ୍ରକାଶ ପରିଡ଼ା ଯୋଗ ଦେବା ପରେ ବିଭିନ୍ନ ଅପରାଧିକ କାର୍ଯ୍ୟକଳାପକୁ ରୋକିବା ଦିଗରେ ପଦକ୍ଷେପ ଗ୍ରହଣ କରିଛନ୍ତି। ବିଶେଷକରି ମଦ ଚୋରା ଚାଲାଣ, ବେପରୁଆ ଗାଡ଼ି ଚାଳନା ରୋକିବା ଦିଗରେ ଗୁରୁତ୍ୱ ଦେଉଛନ୍ତି ଆଇଆଇସି ଶ୍ରୀ ପରିଡ଼ା।

ବିଗତ ଦୁଇ ଦିନ ହେବ ବାଲୁଗାଁ ଥାନା ଅଞ୍ଚଳରେ ମଦ ଚଢ଼ାଉ ଜାରି ରହିଥିବା ବେଳେ ବୁଧବାର ଦିନ ୧୮.୬୪୦ ଲିଟର ବିଦେଶୀ ମଦ ଜବତ ହୋଇଛି। ଏହି ପରିପ୍ରେକ୍ଷୀରେ ବ୍ରଜରାଜପୁର ଗ୍ରାମର ଅଭିଯୁକ୍ତ କେଦାର ବେହେରା (୫୫) ଗିରଫ ହୋଇଛନ୍ତି।

ସେହିପରି ଭାବେ ଦୁଇ ଦିନ ମଧ୍ୟରେ ତିନି ଗୋଟି ମଦ ଜନିତ ମାମଲା ରୁଜୁ ହୋଇଥିବା ବେଳେ ତିନି ଅଭିଯୁକ୍ତ ଗିରଫ ହୋଇଛନ୍ତି।

ଅନୁରୂପ ଭାବେ ଟ୍ରାଫିକ ନିୟମ ଉଲଂଘନକାରୀଙ୍କ ଠାରୁ ଏକ ଲକ୍ଷ ଟଙ୍କା ଜରିମାନା ଆଦାୟ ହୋଇଥିବା ବେଳେ ପାଞ୍ଚ ଗୋଟି ୱାରେଣ୍ଟ ଗିରଫ ହୋଇଥିବାର ଆଇଆଇସି ଶ୍ରୀ ପରିଡ଼ା ସୂଚନା ଦେଇଛନ୍ତି।

ବାଲୁଗାଁ ବେପାରୀ ଗିରଫ
Share. Facebook Twitter LinkedIn Email WhatsApp Copy Link

Related Posts

ବାଲୁଗାଁରୁ ବ୍ରାଉନ ସୁଗାର ଜବତ: ଅଭିଯୁକ୍ତ ଗିରଫ

June 3, 2026

ମହାଭାରତ ବେଳେ ଦୁଇ ଗୋଷ୍ଠୀ ମୁହାଁମୁହିଁ

May 28, 2026

ଆଜି ୧୨ ଘଣ୍ଟିଆ ଜୟପୁର ବନ୍ଦ

May 28, 2026

ବାଣପୁର ବ୍ଲକ ପରିସରରେ ଆଇନ ସଚେତନତା ଶିବିର

May 27, 2026
Latest News

ଟିଏମସିକୁ ବଡ଼ ଝଟକା!: କୋଲକାତା ମେୟର ପଦରୁ ଇସ୍ତଫା ଦେଲେ ଫିରହାଦ ହକିମ

June 3, 2026

ରାମେଶ୍ୱରରୁ ପାରାଦୀପକୁ ଯୋଡ଼ିବ ଉପକୂଳ ରାଜପଥ: କେନ୍ଦ୍ର କ୍ୟାବିନେଟ୍‌ ମଞ୍ଜୁରି

June 3, 2026

ବିପର୍ଯ୍ୟୟ ବିପଦ ହ୍ରାସ ପାଇଁ ଗଠିତ ବ୍ରିକ୍ସ ଗୋଷ୍ଠୀର ଦ୍ୱିତୀୟ ବୈଠକ ଆଜିଠାରୁ ପୁରୀରେ ଆରମ୍ଭ

June 3, 2026

ସମ୍‌ରେ ବିଶ୍ୱ ଜରୁରୀକାଳୀନ ଔଷଧ ଦିବସ ୨୦୨୬ ପାଳିତ

June 3, 2026

ଯାତ୍ରୀଗଣ ଧ୍ୟାନ ଦିଅନ୍ତୁ: ଟ୍ରେନ ଚଳାଚଳରେ ହେଲା ଅସ୍ଥାୟୀ ପରିବର୍ତ୍ତନ, ଦେଖନ୍ତୁ ତାଲିକା

June 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.