Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»କୋଦଳା ଲକ୍ଷ୍ମୀ ନାରାୟଣ ମହାବିଦ୍ୟାଳୟରେ ଟ୍ରାଫିକ ସଚେତନତା ଓ ବନମହୋତ୍ସବ କାର୍ଯ୍ୟକ୍ରମ ଅନୁଷ୍ଠିତ
ଆଞ୍ଚଳିକ

କୋଦଳା ଲକ୍ଷ୍ମୀ ନାରାୟଣ ମହାବିଦ୍ୟାଳୟରେ ଟ୍ରାଫିକ ସଚେତନତା ଓ ବନମହୋତ୍ସବ କାର୍ଯ୍ୟକ୍ରମ ଅନୁଷ୍ଠିତ

July 27, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

କୈଳାଶ ଚନ୍ଦ୍ର ଚୌଧୁରୀ

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲା କୋଦଳା ଲକ୍ଷ୍ମୀ ନାରାୟଣ ମହାବିଦ୍ୟାଳୟରେ ଆଜି ବନମହୋତ୍ସବ ପାଳନ ଓ ଟ୍ରାଫିକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଅଧ୍ୟକ୍ଷ ରଘୁନାଥ ମୁଦୁଲିଙ୍କ ସଭାପତିତ୍ବରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ କୋଦଳା ଥାନା ଅଧିକାରୀ ଉମାକାନ୍ତ ସାହୁ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉପସ୍ଥିତ ଶିକ୍ଷାର୍ଥୀ ମାନଙ୍କୁ ଟ୍ରାଫିକ ନିୟମ, ଶଦ୍ଦ ପ୍ରଦ୍ୟୁଷଣ, ବୃକ୍ଷ ରୋପଣ ଓ ସୁସ୍ଥ ପରିବେଶ ବିଷୟରେ ସଚେତନତା ସୁଚନା ପ୍ରଦାନ କରିଥିଲେ।

ଆଜିର ଏହି କାର୍ଯ୍ୟକ୍ରମରେ ବିଭିନ୍ନ ବିଭାଗର ଅଧ୍ୟାପକ ଓ ଅଧ୍ୟାପିକାମାନେ ସହଯୋଗ କରିଥିଲେ।

ଉମାକାନ୍ତ ସାହୁ କୋଦଳା ବନମହୋତ୍ସବ
Share. Facebook Twitter LinkedIn Email WhatsApp Copy Link

Related Posts

ଉଲୁଣ୍ଡାରେ ଅଘଟଣ: ଘରର କାନ୍ଥ ଭୁଶୁଡ଼ି ବୃଦ୍ଧଙ୍କ ମୃତ୍ୟୁ, ପତ୍ନୀ ଗୁରୁତର

August 2, 2026

ନାକଟିଦେଉଳରେ ଯୁବକଙ୍କୁ ଧାରୁଆ ଅସ୍ତ୍ରରେ ଆକ୍ରମଣ ଅଭିଯୋଗ; ୮ ଜଣ ଅଟକ, ଗୁରୁତର ଆହତଙ୍କୁ ବୁର୍ଲା ସ୍ଥାନାନ୍ତର

August 2, 2026

ବିକଶିତ ଭାରତ ପାଇଁ ନିଶାମୁକ୍ତ ଯୁବ ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ

August 2, 2026

ହୀରାକୁଦ ଡ୍ୟାମ : ୨୨ଟି ଗେଟ୍ ଦେଇ ଚାଲିଛି ବନ୍ୟାଜଳ ନିଷ୍କାସନ

August 2, 2026
Latest News

ଭୁବନେଶ୍ୱର ପାତ୍ରପଡ଼ାରେ ତୁଳା ଗୋଦାମରେ ଭୟାବହ ଅଗ୍ନିକାଣ୍ଡ

August 3, 2026

କେରଳରେ ପ୍ରବଳ ବର୍ଷାର ତାଣ୍ଡବ: ମୃତ୍ୟୁସଂଖ୍ୟା ୮କୁ ବୃଦ୍ଧି

August 3, 2026

ତିନିଦିନିଆ ଓଡ଼ିଶା ଗସ୍ତରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

August 3, 2026

ମହିଳାଙ୍କୁ ଟାଣିନେଲା କୁମ୍ଭୀର !

August 3, 2026

ଶ୍ରାବଣ ମାସର ପ୍ରଥମ ସୋମବାରରେ ଶ୍ରୀଲିଙ୍ଗରାଜଙ୍କ ନୀତିକାନ୍ତି ବନ୍ଦ

August 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.