Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ରେଢାଖୋଲର ଲିପସାରାଣୀ ଓଏଏସ୍ ପରୀକ୍ଷାରେ କୃତକାର୍ଯ୍ୟ
ଆଞ୍ଚଳିକ

ରେଢାଖୋଲର ଲିପସାରାଣୀ ଓଏଏସ୍ ପରୀକ୍ଷାରେ କୃତକାର୍ଯ୍ୟ

August 1, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

କନ୍ଦର୍ପ ବେହେରା
ରେଢାଖୋଲ: ଓଡିଶା ପ୍ରଶାସନିକ ସେବା ପରୀକ୍ଷାରେ ରେଢାଖୋଲ ବ୍ଲକ୍ ହାତୀବାହାଳ ଗ୍ରାମର ଲିପସାରାଣୀ କୃତକାର୍ଯ୍ୟ ହୋଇଥିବା ଜଣାପଡିଛି।

ରେଢାଖୋଲ ବ୍ଲକ୍ ହାତୀବାହାଳ ଗ୍ରାମ ତଥା ନାକଟିଦେଉଳ ବ୍ଲକ୍ ଗୋଗୁଆ ପଂଚାୟତ ଛତ୍ରପୁର ଗ୍ରାମର ଆବାସିକ ସେବା ଶ୍ରମ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ପରମେଶ୍ୱର ପ୍ରଧାନଙ୍କ କନ୍ୟା ଅଟନ୍ତି ଲିପସାରାଣୀ ପ୍ରଧ।।ନ। ଛତ୍ରପୁର ଆବାସିକ ବିଦ୍ୟାଳୟରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ଯାଏଁ ପାଠ ପଢିଥିବା ବେଳେ ପରମୁହୁର୍ତରେ ଶ୍ରୀ ଅରବିନ୍ଦ ପୂର୍ଣାଙ୍ଗ ଶିକ୍ଷା କେନ୍ଦ୍ରରେ ନବମ ରୁ ଦଶମ ଶ୍ରେଣୀ ଯାଏ ପାଠ ପଢିଥିଲେ। ଢେଙ୍କାନାଳ ଇଟେକ୍ କଲେଜରେ ବିଜ୍ଞାନରେ ଅଧ୍ୟୟନ କରି ସଫଲତା ପାଇଥିଲେ। ଗୁଣପୁର ଜିଆର୍ ଇଟି ବିଶ୍ୱବିଦ୍ୟାଲୟରେ ବିଏସ୍ ସି କରି ପରେ ଭୁବନେଶ୍ୱରର ଉତ୍କଲ ବିଶ୍ୱ ବିଦ୍ୟାଳୟରେ ଏମ୍ ଏସ୍ ସି କରିଥିଲେ।

ଓଏଏସ ପରୀକ୍ଷାରେ କୃତକାର୍ଯ୍ୟ ହେବା ଜାଣି ଲିପସାରାଣୀଙ୍କୁ ପ୍ରଶଂସାର ସୁଅ ଛୁଟିଛି। ସେ ବାପା ମାଆ, ଗୁରୁଜୀ, କାକା, ଭଉଣୀ, ଭାଇ ତଥା ପରିବାରର ସମସ୍ତଙ୍କ ଶ୍ରେୟ ବୋଲି ପ୍ରକାଶ କରିଛନ୍ତି। ସେ ଦିନକୁ ୫ରୁ ୬ ଘଂଟା ଅଧ୍ୟୟନ କରନ୍ତି ବୋଲି ପ୍ରକାଶ କରିଛନ୍ତି। ସେ ଆଗକୁ ଲୋକମାନଙ୍କର ସେବା କରିବେ ବୋଲି ପ୍ରକାଶ କରିଛନ୍ତି।

ଓଡିଶା ପ୍ରଶାସନିକ ସେବା ରେଢାଖୋଲ
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର: ଜାତୀୟ ସମର ଶିକ୍ଷାଥ୍ରୀ ବାହିନୀ ଛାତ୍ରଛାତ୍ରୀଙ୍କୁ ବିଦାୟ ସମ୍ବର୍ଦ୍ଧନା

May 17, 2026

ନାକଟିଦେଉଳରେ ୧୯୩ କୋଟି ୪୮ଲକ୍ଷର ୪୮ଟି ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କଲେ କେନ୍ଦ୍ର ମନ୍ତ୍ରୀ

May 10, 2026

ବାଲୁଗାଁ ମହାବିଦ୍ୟାଳୟର ଏନସିସି ଅଧିକାରୀଙ୍କୁ ସମ୍ବର୍ଦ୍ଧନା

May 6, 2026

ବାଲୁଗାଁ ମହାବିଦ୍ୟାଳୟ ପକ୍ଷରୁ ଚିଲିକା କୂଳରେ ଜଳଛତ୍ର

May 6, 2026
Latest News

ମଇ ୨୧ତାରିଖ ଗୁରୁବାରରେ ଏହି ସାତୋଟି ରାଶି ପାଇଁ ରହିଛି ସତର୍କ ସୂଚନା, ରୁହନ୍ତୁ ସାବଧାନ

May 21, 2026

୩ ହତ୍ୟାକାରୀଙ୍କୁ ଆଜୀବନ କାରାଦଣ୍ଡ

May 20, 2026

ଜଳୁଛି ଓଡ଼ିଶା: ୪o ଡିଗ୍ରି ଉପରେ ଅନେକ ସହର

May 20, 2026

ଗିରିରୋଡ୍ ବର୍ବରତା : ଦୁଇ ଗିରଫ

May 20, 2026

ମେକାପ ସେବକଙ୍କ ବିରୋଧରେ ଆକ୍ସନ

May 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.