Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁର: ଗୋଦାବରୀଶ ଜୁନିଅର କଲେଜରେ ନୂତନ ବିଦ୍ୟାର୍ଥୀଙ୍କୁ ସ୍ୱାଗତ
ଆଞ୍ଚଳିକ

ବାଣପୁର: ଗୋଦାବରୀଶ ଜୁନିଅର କଲେଜରେ ନୂତନ ବିଦ୍ୟାର୍ଥୀଙ୍କୁ ସ୍ୱାଗତ

August 2, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ବାଣପୁର: ଖୋର୍ଦ୍ଧା ଜିଲ୍ଲା ବାଣପୁର ସ୍ଥିତ ଗୋଦାବରୀଶ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଏକାଦଶ ଶ୍ରେଣୀର କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ଶିକ୍ଷାରେ ନାମ ଲେଖାଇଥିବା ନବାଗତ ଛାତ୍ରଛାତ୍ରୀ ମାନଙ୍କ ପାଇଁ ଏକ ସ୍ବାଗତ ଉତ୍ସବ ଆୟୋଜିତ ହୋଇଯାଇଛି। ମହାବିଦ୍ୟାଳୟର ଅଧ୍ୟକ୍ଷ ବିନାୟକ ହୋତାଙ୍କ ସଭାପତିତ୍ଵରେ ଆୟୋଜିତ ଏହି ଉତ୍ସବରେ ମାଧ୍ୟମିକ ବିଦ୍ୟାଳୟର ଭାରପ୍ରାପ୍ତ ଅଧିକାରୀ ପ୍ରାଧ୍ୟାପକ ଲକ୍ଷ୍ମୀ ପ୍ରସାଦ ମିଶ୍ର ନବାଗତ ମାନଙ୍କୁ ସ୍ଵାଗତ କରି ଅନୁଷ୍ଠାନର ନିୟମ କାନୁନ ସମ୍ପର୍କରେ ଅବଗତ କରାଇଥିଲେ।

ଅଧ୍ୟକ୍ଷ ଶ୍ରୀ ହୋତା ଛାତ୍ରଛାତ୍ରୀ ମାନଙ୍କ ପାଇଁ ମହାବିଦ୍ୟାଳୟ ତରଫରୁ ପ୍ରଚଳିତ ବିଭିନ୍ନ ବ୍ୟବସ୍ଥା ଇ ଲାଇବ୍ରେରୀ, କ୍ୟାରିଅର ପୋର୍ଟାଲ ଆଦି ସୂଚନା ପ୍ରଦାନକରି ଆଗାମୀ ଦୁଇବର୍ଷରେ ଏକ ଉଜ୍ଜ୍ୱଳ ଭବିଷ୍ୟତ ଗଠନକରିବା ପାଇଁ ପରାମର୍ଶ ଦେଇଥିଲେ। ଏହି ଉତ୍ସବରେ ପ୍ରଶାସନିକ ଅଧିକାରୀ ଡ଼ ଶୂରପ୍ରତାପ ନରେନ୍ଦ୍ର ସିଂହ ବର୍ମା, ସହ ଅଧିକାରୀଣି ଡ଼ ସୁଜାତା ମିଶ୍ର, କାର୍ଯ୍ୟାଳୟ ଅଧିକାରୀ ଆଦିତ୍ୟ ସାରଥୀ ବେଦମତ୍ତା,ପଦାର୍ଥ ବିଜ୍ଞାନ ବିଭାଗର ମୂଖ୍ୟ ପ୍ରଦୀପ୍ତ କୁମାର ଦାସ, ଡ଼ ଗୁରୁକିଶୋର ନାୟକ, ସୁବ୍ରତ କୁମାର ତ୍ରିପାଠୀ, ଜୟନ୍ତ
କୁମାର ବିହାରୀ, ଗୌରୀଶଙ୍କର ସୁବୁଦ୍ଧି, ଗୋଲକ କୁମାର ବେହେରା, ବିଭୂତ ଭୂଷଣ ହୋତା, ସ°ଘମିତ୍ରା ଘଟୁଆରୀ, ଅଜୟ ଦାସ ଆଦି ଆଧ୍ୟାପକ ଅଧ୍ୟାପିକା ଯୋଗଦେଇ ଛାତ୍ରଛାତ୍ରୀ ମାନଙ୍କୁ ବିଭିନ୍ନ ତଥ୍ୟ ପ୍ରଦାନ କରିଥିଲେ।

ପରିଶେଷରେ ଜୟନ୍ତୀ ଲାଲ୍ ଚୌହାନ ଧନ୍ୟବାଦ ଅର୍ପଣ କରିଥିଲେ।

ଏକାଦଶ ଶ୍ରେଣୀ ନବାଗତ ଛାତ୍ରଛାତ୍ରୀ ବାଣପୁର
Share. Facebook Twitter LinkedIn Email WhatsApp Copy Link

Related Posts

ପ୍ରବଳ ବର୍ଷାରେ ବାଣପୁର ଜଳବନ୍ଦୀ

September 26, 2026

ବାଲୁଗାଁ ମହାବିଦ୍ୟାଳୟରେ ଏନଏସଏସ ଦିବସ ଅବସରରେ ବୃକ୍ଷରୋପଣ କାର୍ଯ୍ୟକ୍ରମ

September 25, 2026

ତାଳପଦା ସମୁଦ୍ର କୂଳରୁ ମୃତ ଡଲଫିନ୍‌ ଉଦ୍ଧାର

September 23, 2026

ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ସାତସମାରେ ସ୍ୱଚ୍ଛତା ପକ୍ଷ ପାଳିତ

September 23, 2026
Latest News

ଇସିଙ୍କ ବୟାନ ପରେ ଚନ୍ଦ୍ରବାବୁ ନାଇଡୁଙ୍କ ପ୍ରଥମ ପ୍ରତିକ୍ରିୟା: ଜାଣନ୍ତୁ କ’ଣ କହିଲେ ଆନ୍ଧ୍ର ମୁଖ୍ୟମନ୍ତ୍ରୀ?

September 26, 2026

“ଜ୍ଞାନେଶ କୁମାର ହେଉଛନ୍ତି ପ୍ରଧାନମନ୍ତ୍ରୀ ମୋଦି-ଶାହାଙ୍କ ଅମ୍ପାୟାର”: ରାହୁଲ ଗାନ୍ଧୀ

September 26, 2026

‘ବାର୍ତ୍ତାଳାପ’ ସାମ୍ବାଦିକ ଓ ସରକାରଙ୍କ ମଧ୍ୟରେ ଏକ ସେତୁ: ଅଖିଳ କୁମାର ମିଶ୍ର

September 26, 2026

ମହାପ୍ରଭୁଙ୍କ ସୁନାବେଶ ପାଇଁ ତିଆରି ହେବ ନୂଆ ସୁନା ଅଳଙ୍କାର

September 26, 2026

ନେତାରୁ ବିଧାୟକ ଓ ମନ୍ତ୍ରୀ ହେବା ପରେ ଏବେ ହେଲେ କବି; ଲୋକାର୍ପିତ ହେଲା ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନଙ୍କ ପୁସ୍ତକ

September 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.