Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଲୁଗାଁରେ ସଂପର୍କରୁ ସମର୍ଥନ ଅଭିଯାନରେ ସାମିଲ ହେଲେ ବିଜେପି ରାଷ୍ଟ୍ରୀୟ ପ୍ରବକ୍ତା ସମ୍ବିତ ପାତ୍ର
ଆଞ୍ଚଳିକ

ବାଲୁଗାଁରେ ସଂପର୍କରୁ ସମର୍ଥନ ଅଭିଯାନରେ ସାମିଲ ହେଲେ ବିଜେପି ରାଷ୍ଟ୍ରୀୟ ପ୍ରବକ୍ତା ସମ୍ବିତ ପାତ୍ର

August 3, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ବାଲୁଗାଁ: ଚିଲିକା ନିର୍ବାଚନ ମଣ୍ଡଳୀ ଭାରତୀୟ ଜନତା ପାର୍ଟି ପକ୍ଷରୁ ସଂପର୍କରୁ ସମର୍ଥନ ଅଭିଯାନ ପଦଯାତ୍ରା ବାଲୁଗାଁରେ ଅନୁଷ୍ଠିତ ହୋଇଯାଇଛି। ଏହି ପଦଯାତ୍ରାରେ ଭାରତୀୟ ଜନତା ପାର୍ଟିର ରାଷ୍ଟ୍ରୀୟ ପ୍ରବକ୍ତା ସମ୍ବିତ ପାତ୍ର ,ରାଜ୍ୟ ସାଧାରଣ ସମ୍ପାଦକ ପୃଥିବୀରାଜ ହରିଚନ୍ଦନ ତଥା ଖୋର୍ଦ୍ଧା ଜିଲ୍ଲାର ଅନେକ ବରିଷ୍ଠ ନେତା ସାମିଲ ହେଲେ। ସମ୍ବିତ ପାତ୍ର ବାଲୁଗାଁରେ ଅବସ୍ଥିତ ମାଛ ବଜାରରେ ସ୍ଥାନୀୟ ଚିଙ୍ଗୁଡ଼ି ଚାଷୀ ଓ ବ୍ୟବସାୟୀ ତଥା ସ୍ଥାନୀୟ ଲୋକଙ୍କ ସହିତ ଅଞ୍ଚଳର ବିଭିନ୍ନ ସମସ୍ୟା ଓ ଏହାର ସମାଧାନ ଦିଗରେ ଚର୍ଚ୍ଚା କରିଥିଲେ।

ଏହା ସହିତ ବାଲୁଗାଁ ରୋଟାରୀ କ୍ଲବର ପ୍ରମୁଖ ବ୍ୟକ୍ତି ତଥା ଅଞ୍ଚଳର ବିଭିନ୍ନ ସାମାଜିକ ସଙ୍ଗଠନ ଓ ବ୍ୟବସାୟୀଙ୍କ ସହ ବୈଠକ କରି ବିଭିନ୍ନ ଅଞ୍ଚଳର ବିଭିନ୍ନ ସାମାଜିକ ହିତ ବିଷୟରେ ଆଲୋଚନା କରିଥିଲେ ସମ୍ବିତ ପାତ୍ର। ବାଲୁଗାଁରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୋଦି ସରକାରଙ୍କ ଦ୍ଵାରା ୯ ବର୍ଷରେ ହେଇଥିବା ବିଭିନ୍ନ ବିକାଶମୁଲକ କାର୍ଯ୍ୟ ବିଷୟରେ ପ୍ରଚାର ପତ୍ର ଘରେ ଘରେ ବଣ୍ଟନ କରାଯିବା ସହିତ ମୋଦି ସରକାରଙ୍କ ବିଭିନ୍ନ ଲୋକ ହିତକାରୀ ଯୋଜନା ବିଷୟରେ ବାଲୁଗାଁବାସୀଙ୍କୁ ଅବଗତ କରାଯାଇଛି।

ଚିଲିକା ନିର୍ବାଚନ ମଣ୍ଡଳୀ ବାଲୁଗାଁ ଭାରତୀୟ ଜନତା ପାର୍ଟି ସଂପର୍କରୁ ସମର୍ଥନ ଅଭିଯାନ ସମ୍ବିତ ପାତ୍ର
Share. Facebook Twitter LinkedIn Email WhatsApp Copy Link

Related Posts

ରଣପୁରରେ ବନ୍ଦେ ମାତରମ ସଙ୍ଗୀତ ଗାନ ପ୍ରତିଯୋଗିତା: ଉପକନିଷ୍ଠ ବିଭାଗରେ ସନ୍ଦୀପ ପ୍ରଥମ

January 20, 2026

ବାଣପୁର ଗ୍ରାମୀଣ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ୩୪ ତମ ବାର୍ଷିକ କ୍ରୀଡା ଉତ୍ସବ ଉଦଯାପିତ

January 20, 2026

ଗୋଦାବରୀଶ ମହାବିଦ୍ୟାଳୟରେ ମହିଳା ଆତ୍ମରକ୍ଷା କୌଶଳ ତାଲିମ୍ ଶିବିର ଉଦ୍ ଯାପିତ 

January 19, 2026

‘ବିଏଲଓ ଙ୍କର ଆତ୍ମହତ୍ୟା ନୁହେଁ, ହତ୍ୟା’: ଟିଏମସି ଉପରେ ଗୁରୁତର ଅଭିଯୋଗ ଆଣିଲେ ପୁରୀ ସାଂସଦ

January 17, 2026
Latest News

Mukteswar Dance Festival: ଆରମ୍ଭ ହେଲା ମୁକ୍ତେଶ୍ଵର ନୃତ୍ୟ ଉତ୍ସବ, ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

January 23, 2026

ଫେବୃୟାରୀ ୨ ରୁ ରାଷ୍ଟ୍ରପତିଙ୍କ ୬ ଦିନିଆ ଓଡ଼ିଶା ଗସ୍ତ

January 23, 2026

ଶ୍ରେଷ୍ଠ ସରକାରୀ ସ୍ବାସ୍ଥ୍ୟ ପ୍ରତିଷ୍ଠାନ ଭାବେ ସମ୍ମାନିତ ହେଲା ଏମ୍ସ ଭୁବନେଶ୍ୱର

January 23, 2026

ପୂର୍ବତଟ ରେଳପଥର ପଣ୍ୟ ପରିବହନ ଆୟରେ ଦ୍ରୁତତମ ରେକର୍ଡ ଅଭିବୃଦ୍ଧି ହାସଲ

January 23, 2026

୩୨୫ କୋଟିର କ୍ଷତି!: ICC ସହିତ ମୁହାଁମୁହିଁ ହେବା ବାଂଲାଦେଶ କ୍ରିକେଟ୍ ବୋର୍ଡକୁ ପଡ଼ିବ ମହଙ୍ଗା?

January 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.