Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଚିଲିକା ବ୍ଲକରେ ମନରେଗା ଜନଶୁଣାଣୀ ଶିବିର
ଆଞ୍ଚଳିକ

ଚିଲିକା ବ୍ଲକରେ ମନରେଗା ଜନଶୁଣାଣୀ ଶିବିର

August 4, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ବାଲୁଗାଁ: ଆଜି ପୂର୍ବାହ୍ନରେ ଚିଲିକା ବ୍ଲକ ସଭାଗୃହରେ ଖୋର୍ଦ୍ଧା ଅତିରିକ୍ତ ଜିଲ୍ଲାପାଳ ସାଫଲ୍ୟ ମଣ୍ଡିତ ପ୍ରଧାନଙ୍କ ସଭାପତିତ୍ୱରେ ମହାତ୍ମାଗାନ୍ଧୀ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନାର ଏକ ସାମାଜିକ ସମିକ୍ଷା ବୈଠକ ଓ ସାଧାରଣ ଜନଶୁଣାଣୀ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଅଧ୍ୟକ୍ଷ ଜ୍ୟୋତ୍ସନା ବେହେରା , ବିଡ଼ିଓ ଜଗଦୀଶ ଷଡ଼ଙ୍ଗୀ , ଉପସ୍ଥିତ ରହି ଜନଶୁଣାଣି କରିଥିଲେ। ବିଗତ ବର୍ଷର ବିଭିନ୍ନ କାର୍ଯ୍ୟର ଅଗ୍ରଗତି ଓ ଶ୍ରମିକ ପ୍ରାପ୍ଯ ଉପରେ ଆଲୋଚନା କରାଯାଇ ବିଭିନ୍ନ କାର୍ଯ୍ୟର ସମୀକ୍ଷା କରାଯାଇଥିଲା।

ଉକ୍ତ ଯୋଜନାରେ ବିଭିନ୍ନ ଗ୍ରାମ ପଞ୍ଚାୟତରେ ନିର୍ମାଣ କରାଯାଇଥିବା ଅମୃତ ସରୋବରକୁ ପ୍ରୋଜେକ୍ଟ ମାଧ୍ୟମରେ ପ୍ରଦର୍ଶିତ କରାଯାଇଥିଲା। ପଞ୍ଚାୟତ ସମିତି ଅଧୀନରେ ସମୁଦାୟ ୧୬୨୫୮୭ କାର୍ଯ୍ୟ ଦିବସ ସୃଷ୍ଟି ହୋଇଥିବା ଏପିଓ ରୋଜାଲିନ ଶ୍ରୀଚନ୍ଦନ ମତପ୍ରକାଶ କରିଥିଲେ। ମନରେଗା ଯୋଜନାରେ କାର୍ଯ୍ୟକ୍ଷମ ଥିବା ପ୍ରକଳ୍ପ ଗୁଡିକୁ ଶୀଘ୍ର ଶେଷ କରିବାକୁ ବିଡ଼ିଓ ଶ୍ରୀ ଷଡ଼ଙ୍ଗୀଙ୍କୁ ଅତିରିକ୍ତ ଜିଲ୍ଲାପାଳ ନିର୍ଦେଶ ଦେଇଥିଲେ।

ଉକ୍ତ ବୈଠକରେ ସମସ୍ତ ସରପଞ୍ଚ, ସମିତି ସଭ୍ଯ, କନିଷ୍ଠ ଯନ୍ତ୍ରୀ, ପଞ୍ଚାୟତ ନିର୍ବାହୀ ଅଧିକାରୀ ଓ ଜିଆରଏସ ମାନେ ଉପସ୍ଥିତ ଥିଲେ।

ଚିଲିକା ବ୍ଲକ ସାଫଲ୍ୟ ମଣ୍ଡିତ ପ୍ରଧାନ
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର ବ୍ଲକରେ ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣି

August 24, 2026

ବାଣପୁର: ପ୍ରଜାପିତା ବ୍ରହ୍ମକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ପକ୍ଷରୁ ରକ୍ତଦାନ ଶିବିର

August 22, 2026

ଜିଲ୍ଲାସ୍ତରୀୟ ସଙ୍କଟ ପରିଚାଳନା କମିଟି ବୈଠକ ଅନୁଷ୍ଠିତ

August 21, 2026

ବଡ଼କୂଳ ମଣ୍ଡଳ ଭାଜପା ‘କାର୍ଯ୍ୟକର୍ତ୍ତା ସମାବେଶ’: ଯୋଗଦେଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ

August 21, 2026
Latest News

ଏନ୍‌ଆଇସିୟୁରେ ଅଗ୍ନିକାଣ୍ଡ: ୩ ଶିଶୁ ମୃତ

August 24, 2026

ବଡ଼ ମାଓ ଡମ୍ପ୍‌ ଠାବ: ମାଟି ତଳୁ ମିଳିଲା ୨୩ ବନ୍ଧୁକ, ୪୯୨ ଗୁଳି

August 24, 2026

ଚାଷ କାମ ସାରି ଫେରୁଥିବାବେଳେ ଅଘଟଣ: ବିଦ୍ୟୁତ୍ ଆଘାତରେ ୨ ଚାଷୀ ମୃତ

August 24, 2026

ମା’ଙ୍କୁ ମାରି ଘରେ ପୋତିଦେଲା ପୁଅ, ପଚା ଗନ୍ଧରୁ ଖୋଲିଲା ରହସ୍ୟ

August 24, 2026

ଓଡ଼ିଶା ଲୋକାୟୁକ୍ତ ଚୟନ କମିଟିର ସଦସ୍ୟ ହେଲେ ପୂର୍ବତନ CJI ଜଷ୍ଟିସ୍‌ ଗୋପାଳ ବଲ୍ଲଭ ପଟ୍ଟନାୟକ

August 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.