Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଆସିକା: ଭୋଟର ସଚେତନତା କାର୍ଯ୍ୟକ୍ରମ
ଆଞ୍ଚଳିକ

ଆସିକା: ଭୋଟର ସଚେତନତା କାର୍ଯ୍ୟକ୍ରମ

August 5, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ମାନସ ପୂର୍ଣ୍ଣ ଆଚାର୍ଯ୍ୟ
ଆସିକା: ଆସିକା ବିଜ୍ଞାପିତ ଅଞ୍ଚଳ ପରିଷଦ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ନଗର ପାଳିକା ଶ୍ରୀମତୀ ଵିନେତା ସ୍ୱାଇଁଙ୍କ ଅଧ୍ୟକ୍ଷତାରେ ଏକ ନିର୍ବାଚନ ପ୍ରାକ୍ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଭୋଟର ତାଲିକାରେ ଥିବା ଭୁଲ ସଂଶୋଧନ, ଆଧାର ସହିତ ସଂଯୋଗ, ଭୋଟର ତାଲିକାରେ ନୂତନ ଭାବେ ଯୋଗ କରିବା, ମୃତ ବ୍ୟକ୍ତିଙ୍କ ନାମ ବାଦ୍ ପଡିବା ପରି ବିଭିନ୍ନ ବିଷୟରେ ପ୍ରଶିକ୍ଷକ ରାମନାଥ ପଟ୍ଟନାୟକ ପ୍ରଶିକ୍ଷଣ ଦେଇଥିଲେ।

ଉକ୍ତ କାର୍ଯ୍ୟକ୍ରମରେ ସାଂସଦ ପ୍ରତିନିଧି ସତ୍ୟନାରାୟଣ ସ୍ବାଇଁ, ସିଡିପିଓ ମତି ଭାଗ୍ୟଲତା ପାତ୍ର, ସୁପରଭାଇଜର ସରୋଜ କୁମାର ନାୟକ, ସମସ୍ତ କାଉନସିଲର, ଆସିକା ବିଜ୍ଞାପିତ ଅଞ୍ଚଳ ପରିଷଦ ଅଧିନରେ ଥିବା ସମସ୍ତ ଅଙ୍ଗନୱାଡ଼ି କର୍ମୀ ଓ ନୂତନ ଭାବେ ମୋନୋନିତ ହୋଇଥିବା ସମସ୍ତ ୱାର୍ଡ କୋଡ଼ିନେଟର୍ ଉପସ୍ଥିତ ଥିଲେ। ରାଜ୍ୟ ସରକାରଙ୍କ ଏଭଳି ପଦକ୍ଷେପକୁ ଅଧ୍ୟକ୍ଷା ଧନ୍ୟବାଦ ଦେବାସହ ଉପସ୍ଥିତ କର୍ମୀଙ୍କୁ ନିର୍ଭୁଲ ଭାବେ ନୂତନ ତାଲିକା ପ୍ରସ୍ତୁତ କରିବା ପାଇଁ ପରାମର୍ଶ ଦେଇଥିଲେ।

ଆସିକା ଭୋଟର ସଚେତନତା
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର: ଉତ୍ତରାୟଣୀ ପୀଠରେ ଭାଜପାର ବନ୍ଧୁ ମିଳନ କାର୍ଯ୍ୟକ୍ରମ

July 20, 2026

ବାଣପୁର-ବାଲୁଗାଁ ରୋଟାରୀ କ୍ଲବର ଗଠନମୂଳକ ସଭା

July 20, 2026

ବାଣପୁର ଗ୍ରାମୀଣ ମହିଳା ଉଚ୍ଚମାଧ୍ୟମିକ ବିଦ୍ୟାଳୟରେ ଅବସରକାଳୀନ ସମ୍ବର୍ଦ୍ଧନା ଉତ୍ସବ

July 18, 2026

ବାଣପୁରରେ ଆରଏସଏସ ଓ ଏବିଭିପି ପକ୍ଷରୁ ରଥଯାତ୍ରା ସେବା କାର୍ଯ୍ୟ

July 16, 2026
Latest News

ଅଗଷ୍ଟ ୧ରୁ MyWAVESରେ ‘ଜେମ୍ସ ଅଫ୍ ଇଣ୍ଡିଆ’ ଚ୍ୟାଲେଞ୍ଜ: ଡିଜିଟାଲ୍ ସୃଷ୍ଟିକର୍ତ୍ତାଙ୍କ ପାଇଁ ସୁଯୋଗ

July 21, 2026

ସିଜେପି ର ପ୍ରତିବାଦକୁ ଦୁର୍ବଳ କରିବା ଲକ୍ଷ୍ୟ: କଂଗ୍ରେସ-ବିଜେପି ଉପରେ ଗୁରୁତର ଅଭିଯୋଗ ଆଣିଲା ଆପ 

July 21, 2026

ନବ ନିର୍ବାଚିତ ସାଂସଦ ଦିଲ୍ଲୀପ ରାୟ ରାଜ୍ୟସଭାରେ ପଚାରିଲେ ପ୍ରଶ୍ନ, ଉତ୍ତର ରଖିଲେ ଅର୍ଥମନ୍ତ୍ରୀ, କହିଲେ..

July 21, 2026

ରାହୁଲ ଏବଂ ପ୍ରିୟଙ୍କା ଅଟକ: ପ୍ରଧାନମନ୍ତ୍ରୀଙ୍କ ବାସଭବନରୁ ଅଖିଳେଶ ଯାଦବଙ୍କୁ ହଟାଇଲା ପୋଲିସ

July 21, 2026

ଆମ ଆଦମୀ ପାର୍ଟିର ଆଶାକୁ ଝଟକା!: ରାହୁଲ ଗାନ୍ଧୀଙ୍କ ପ୍ରତିବାଦ ସ୍ଥଳରେ ପହଞ୍ଚିଲେ ଅଖିଳେଶ ଯାଦବ

July 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.