Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବିଦ୍ୟାଳୟରେ ସଡ଼କ ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ ପାଳିତ
ଆଞ୍ଚଳିକ

ବିଦ୍ୟାଳୟରେ ସଡ଼କ ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ ପାଳିତ

August 5, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ରଣପୁର: ଆଜି ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ ଅନୁଯାୟୀ ବିଦ୍ୟାଳୟଗୁଡିକରେ ସଡ଼କ ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ ପାଳିତ ହୋଇ ଯାଇଛି। ଏହି ପରିପ୍ରେକ୍ଷୀରେ ରଣପୁର ବ୍ଲକ ବଜ୍ରକୋଟ ପ୍ରାଥମିକ ବିଦ୍ୟାଳୟରେ ପ୍ରଧାନ ଶିକ୍ଷକ ସୁଶୀଲ କୁମାର ରଣାଙ୍କ ନେତୃତ୍ୱରେ ସହକାରୀ ଶିକ୍ଷୟତ୍ରୀ ପଦ୍ମାବତୀ ବେହେରା ଓ ଶିକ୍ଷକ ପ୍ରଦୀପ ସେନାଗୁପ୍ତାଙ୍କ ସହଯୋଗରେ ଏହି ସଚେତନତା କାର୍ଯ୍ୟକ୍ରମ ପାଳିତ ହୋଇ ଯାଇଛି। ଏଥିରେ ବିଦ୍ୟାଳୟରେ ଉପସ୍ଥିତ ଥିବା ଛାତ୍ରଛାତ୍ରୀମାନେ ଟ୍ରାକ ପ୍ୟାଣ୍ଟ ଓ ଟି-ସାର୍ଟ ପିନ୍ଧି ଯୋଗ ଦେଇଥିଲେ। ବିଦ୍ୟାଳୟର ଶିକ୍ଷକ ଓ ଶିକ୍ଷୟତ୍ରୀମାନେ ପିଲାମାନଙ୍କୁ ସଡ଼କ ସୁରକ୍ଷାର ବିଭିନ୍ନ ନିୟମ ଓ ସଂକେତ ବିଷୟରେ ବୁଝାଇ ଥିଲେ। ଶେଷରେ ସଡ଼କ ସୁରକ୍ଷା ନିୟମ ପାଳନ କରିବା ପାଇଁ ଶପଥ ପାଠ କରିଥିଲେ।

ସେହିପରି ରଣପୁର ବ୍ଲକ ନରସିଂହପୁର କ୍ଲଷ୍ଟର ନରସିଂହପୁର ୟୁ.ଜି.ଏମ.ଇ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଅଶୋକ କୁମାର ଦାଶ, ପାମ୍ପଡା ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷୟତ୍ରୀ ନିରୁପମା ମହାନ୍ତି, ସାମନ୍ତରାୟପୁର ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସୁକାନ୍ତ ବେହେରା, ବ୍ରଜବଲ୍ଲଭପୁର ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷୟତ୍ରୀ କୁମ ଦେଇ, ହଂସରା ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷୟତ୍ରୀ ଲକ୍ଷ୍ମୀ ଦେଇ, ହଂସରା ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ନୀଳାଦ୍ରି ସୁବୁଦ୍ଧି ଓ ନରସିଂହପୁର ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ମନୋରଞ୍ଜନ ପଟ୍ଟନାୟକଙ୍କ ତତ୍ୱାବଧାନରେ ଏହି ସଚେତନତା କାର୍ଯ୍ୟକ୍ରମ ପାଳିତ ହୋଇ ଯାଇଛି। ବିଦ୍ୟାଳୟର ପିଲାମାନେ ପ୍ଲା କାର୍ଡ ଧରି ସ୍ଲୋଗାନ ଦେଇ ଗାଁ ବୋଲି ଏହି ସଚେତନତା କାର୍ଯ୍ୟକ୍ରମ ପାଳନ କରିଥିଲେ।

ସଚେତନତା କାର୍ଯ୍ୟକ୍ରମ ସଡକ ସୁରକ୍ଷା
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର: ଜାତୀୟ ସମର ଶିକ୍ଷାଥ୍ରୀ ବାହିନୀ ଛାତ୍ରଛାତ୍ରୀଙ୍କୁ ବିଦାୟ ସମ୍ବର୍ଦ୍ଧନା

May 17, 2026

ବାଲୁଗାଁ ମହାବିଦ୍ୟାଳୟର ଏନସିସି ଅଧିକାରୀଙ୍କୁ ସମ୍ବର୍ଦ୍ଧନା

May 6, 2026

ବାଲୁଗାଁ ମହାବିଦ୍ୟାଳୟ ପକ୍ଷରୁ ଚିଲିକା କୂଳରେ ଜଳଛତ୍ର

May 6, 2026

ସଡ଼କ ସୁରକ୍ଷାକୁ ପ୍ରାଧାନ୍ୟ ଦେଇ କାର୍ଯ୍ୟ କରିବାକୁ ସମସ୍ତ ଆରଟିଓଙ୍କୁ ନିର୍ଦ୍ଦେଶ

May 5, 2026
Latest News

ମଇ ୨୧ତାରିଖ ଗୁରୁବାରରେ ଏହି ସାତୋଟି ରାଶି ପାଇଁ ରହିଛି ସତର୍କ ସୂଚନା, ରୁହନ୍ତୁ ସାବଧାନ

May 21, 2026

୩ ହତ୍ୟାକାରୀଙ୍କୁ ଆଜୀବନ କାରାଦଣ୍ଡ

May 20, 2026

ଜଳୁଛି ଓଡ଼ିଶା: ୪o ଡିଗ୍ରି ଉପରେ ଅନେକ ସହର

May 20, 2026

ଗିରିରୋଡ୍ ବର୍ବରତା : ଦୁଇ ଗିରଫ

May 20, 2026

ମେକାପ ସେବକଙ୍କ ବିରୋଧରେ ଆକ୍ସନ

May 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.