Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଚିଲିକା: ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ବିଇଓ ମାନଙ୍କୁ ଦାବିପତ୍ର ପ୍ରଦାନ କଲେ ଶିକ୍ଷକ ଫେଡେରେସନ୍
ଆଞ୍ଚଳିକ

ଚିଲିକା: ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ବିଇଓ ମାନଙ୍କୁ ଦାବିପତ୍ର ପ୍ରଦାନ କଲେ ଶିକ୍ଷକ ଫେଡେରେସନ୍

August 5, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ଚିଲିକା: ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ଫେଡେରେସନ୍ ପକ୍ଷରୁ ଆଜି ସମଗ୍ର ରାଜ୍ୟରେ ପୂର୍ବତନ ୩ ଦଫା ଦାବି ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ବିଇଓ ମାନଙ୍କୁ ଦାବିପତ୍ର ପ୍ରଦାନ କରାଯାଇଛି। ଏହି ପରିପ୍ରେକ୍ଷୀରେ ଆଜି ଖୋର୍ଦ୍ଧା ଜିଲ୍ଲା ବାଣପୁର ଓ ଚିଲିକା ବ୍ଲକର ପ୍ରାଥମିକ ଶିକ୍ଷକ ସଂଘ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଉଭୟ ବିଇଓଙ୍କୁ ଦାବିପତ୍ର ପ୍ରଦାନ କରାଯାଇଛି। ଉଭୟ ବ୍ଲକ ସଂଘ ସଭାପତିଙ୍କ ନେତୃତ୍ୱରେ ସମସ୍ତ ଶିକ୍ଷକ ମାନେ ଏକତ୍ରିତ ହୋଇ ବିଇଓଙ୍କ କାର୍ଯ୍ୟାଳୟ ପରିସରରେ ଏକ ସାଧାରଣ ସଭା କରି ପରିଶେଷରେ ଦାବିପତ୍ର ପ୍ରଦାନ କରିଥିଲେ।

ସୂଚନା ଥାଉକି ଗତ ୨୦୨୨ ନଭେମ୍ବର ମାସ ୨୭ ତାରିଖରେ ରାଜ୍ୟରେ ଏକ ଲକ୍ଷ ରୁ ଊର୍ଦ୍ଧ୍ବ ପ୍ରାଥମିକ ଶିକ୍ଷକ ଉକ୍ତ ଦାବୀ ହାସଲ ନିମନ୍ତେ ଆନ୍ଦୋଳନ କରିଥିଲେ। ତତ୍କାଳୀନ ମୁଖ୍ୟ ଶାସନ ସଚିବ ଶିକ୍ଷକ ପ୍ରତିନିଧିମାନଙ୍କ ସହିତ ଆଲୋଚନା କରି ଦାବି ଗୁଡିକ ପୂରଣ କରିବା ପାଇଁ ପ୍ରତିଶୃତି ଦେଇଥିଲେ। କିନ୍ତୁ ଆଜିକୁ ଆଠ ମାସରୁ ଉର୍ଦ୍ଧ୍ୱ ସମୟ ବିତିଯାଇଥିଲେ ମଧ୍ୟ ପ୍ରାଥମିକ ଶିକ୍ଷକମାନଙ୍କର ଦାବିଗୁଡିକ ଏଯାବତ୍ ପୂରଣ କରାଯାଇନଥିବାରୁ
ଆସନ୍ତା ଅଗଷ୍ଟ ମାସ ୧୬ ତାରିଖରୁ ଓଡିଶାର ସମସ୍ତ ବର୍ଗର ପ୍ରାଥମିକ ଶିକ୍ଷକମାନେ ସମୂହ ଛୁଟିରେ ରହି କାର୍ଯ୍ୟ ବନ୍ଦ ଆନ୍ଦୋଳନରେ ସାମିଲ ହେବେ ବୋଲି କହିଛନ୍ତି।

Share. Facebook Twitter LinkedIn Email WhatsApp Copy Link

Related Posts

ବାଲୁଗାଁ ହାଇସ୍କୁଲର ଆଦର୍ଶ ଶିକ୍ଷକ ଓ ସୁନାମଧନ୍ୟ ସାହିତ୍ୟିକ ଜିତେନ୍ଦ୍ର ନାଥ ବରାଳଙ୍କ ସ୍ମୃତି ଶ୍ରଦ୍ଧାଞ୍ଜଳି ସଭା

June 16, 2026

ବାଣପୁର: ତୋରସିଂ ଗ୍ରାମରେ ପାରମ୍ପରିକ କ୍ରୀଡା ପ୍ରତିଯୋଗିତା

June 15, 2026

ବଡ଼କୁଳ ଓଟିଡିସି ପାନ୍ଥନିବାସ ଠାରେ ଗଣପର୍ବ ରଜ ଉତ୍ସବ ପାଳିତ

June 14, 2026

ସଲପଡିହ ବିଦ୍ୟାଳୟରେ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ

June 7, 2026
Latest News

ଆଜି ଜୁନ୍ ୧୯ ତାରିଖ ଶୁକ୍ରବାରରେ ଏହି ରାଶିଗୁଡିକ ଭାଗ୍ୟ ଖୋଲିଲା, ଜାଣନ୍ତୁ ରାଶିଫଳ

June 19, 2026

ଝାଡ଼ଖଣ୍ଡରେ ନୂଆ ରାଜନୈତିକ ସମୀକରଣ! କଂଗ୍ରେସ-ବିଜେପି ବିନା ସରକାର ଗଠନ ପାଇଁ ହେମନ୍ତଙ୍କୁ ସରୟୁ ରାୟଙ୍କ ଫର୍ମୁଲା

June 19, 2026

ଦୁଇ ବରିଷ୍ଠ ଆଇଏଏସଙ୍କୁ ନୂଆ ଦାୟିତ୍ଵ

June 19, 2026

ଭୁବନେଶ୍ୱରରେ ଅଭାବନୀୟ ଘଟଣା: ସ୍ତ୍ରୀଙ୍କ ସହ ବଚସା ପରେ ଆତ୍ମହତ୍ୟା ଉଦ୍ୟମ

June 18, 2026

ଦୁଷ୍କର୍ମ ଅଭିଯୋଗ ପରେ ହଟିଲେ ଆଇଆଇସି

June 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.