Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଚିଲିକା: ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ବିଇଓ ମାନଙ୍କୁ ଦାବିପତ୍ର ପ୍ରଦାନ କଲେ ଶିକ୍ଷକ ଫେଡେରେସନ୍
ଆଞ୍ଚଳିକ

ଚିଲିକା: ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ବିଇଓ ମାନଙ୍କୁ ଦାବିପତ୍ର ପ୍ରଦାନ କଲେ ଶିକ୍ଷକ ଫେଡେରେସନ୍

August 5, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ଚିଲିକା: ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ଫେଡେରେସନ୍ ପକ୍ଷରୁ ଆଜି ସମଗ୍ର ରାଜ୍ୟରେ ପୂର୍ବତନ ୩ ଦଫା ଦାବି ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ବିଇଓ ମାନଙ୍କୁ ଦାବିପତ୍ର ପ୍ରଦାନ କରାଯାଇଛି। ଏହି ପରିପ୍ରେକ୍ଷୀରେ ଆଜି ଖୋର୍ଦ୍ଧା ଜିଲ୍ଲା ବାଣପୁର ଓ ଚିଲିକା ବ୍ଲକର ପ୍ରାଥମିକ ଶିକ୍ଷକ ସଂଘ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଉଭୟ ବିଇଓଙ୍କୁ ଦାବିପତ୍ର ପ୍ରଦାନ କରାଯାଇଛି। ଉଭୟ ବ୍ଲକ ସଂଘ ସଭାପତିଙ୍କ ନେତୃତ୍ୱରେ ସମସ୍ତ ଶିକ୍ଷକ ମାନେ ଏକତ୍ରିତ ହୋଇ ବିଇଓଙ୍କ କାର୍ଯ୍ୟାଳୟ ପରିସରରେ ଏକ ସାଧାରଣ ସଭା କରି ପରିଶେଷରେ ଦାବିପତ୍ର ପ୍ରଦାନ କରିଥିଲେ।

ସୂଚନା ଥାଉକି ଗତ ୨୦୨୨ ନଭେମ୍ବର ମାସ ୨୭ ତାରିଖରେ ରାଜ୍ୟରେ ଏକ ଲକ୍ଷ ରୁ ଊର୍ଦ୍ଧ୍ବ ପ୍ରାଥମିକ ଶିକ୍ଷକ ଉକ୍ତ ଦାବୀ ହାସଲ ନିମନ୍ତେ ଆନ୍ଦୋଳନ କରିଥିଲେ। ତତ୍କାଳୀନ ମୁଖ୍ୟ ଶାସନ ସଚିବ ଶିକ୍ଷକ ପ୍ରତିନିଧିମାନଙ୍କ ସହିତ ଆଲୋଚନା କରି ଦାବି ଗୁଡିକ ପୂରଣ କରିବା ପାଇଁ ପ୍ରତିଶୃତି ଦେଇଥିଲେ। କିନ୍ତୁ ଆଜିକୁ ଆଠ ମାସରୁ ଉର୍ଦ୍ଧ୍ୱ ସମୟ ବିତିଯାଇଥିଲେ ମଧ୍ୟ ପ୍ରାଥମିକ ଶିକ୍ଷକମାନଙ୍କର ଦାବିଗୁଡିକ ଏଯାବତ୍ ପୂରଣ କରାଯାଇନଥିବାରୁ
ଆସନ୍ତା ଅଗଷ୍ଟ ମାସ ୧୬ ତାରିଖରୁ ଓଡିଶାର ସମସ୍ତ ବର୍ଗର ପ୍ରାଥମିକ ଶିକ୍ଷକମାନେ ସମୂହ ଛୁଟିରେ ରହି କାର୍ଯ୍ୟ ବନ୍ଦ ଆନ୍ଦୋଳନରେ ସାମିଲ ହେବେ ବୋଲି କହିଛନ୍ତି।

Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର ଗୋଦାବରୀଶ ବିଦ୍ୟାପୀଠର ବିଜ୍ଞାନ ଶିକ୍ଷୟିତ୍ରୀ ପାଇଲେ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର

September 11, 2025

ଗୋଦାବରୀଶ ମହାବିଦ୍ୟାଳୟ ପରିସରରେ ବିଶ୍ୱ ଭ୍ରାତୃତ୍ୱ ଦିବସ ପାଳନ

September 11, 2025

ବାଣପୁର: ପଞ୍ଚାୟତ ସ୍ତରୀୟ ଅନ୍ତଃରାଜ୍ୟ ପ୍ରବାସୀ ଶ୍ରମିକ ସଚେତନତା ଶିବିର

September 9, 2025

ବାଣପୁର ଠାରେ ବ୍ଲକ ସ୍ତରୀୟ ନବ ଭାରତ ସାକ୍ଷରତା କାର୍ଯ୍ୟକ୍ରମ – ‘ଉଲ୍ଲାସ’ ଅନୁଷ୍ଠିତ

September 8, 2025
Latest News

‘ଭାରତରେ ମଧ୍ୟ ହେବ ନେପାଳ ଭଳି ପରିସ୍ଥିତି’: ସଞ୍ଜୟ ରାଉତଙ୍କ ବିବୃତ୍ତି ପରେ ପୋଲିସରେ ଅଭିଯୋଗ

September 12, 2025

ଦିଲ୍ଲୀ ହାଇକୋର୍ଟ ପରେ ବମ୍ବେ ହାଇକୋର୍ଟକୁ ମଧ୍ୟ ବୋମା ଧମକ, ଖାଲି କରାଗଲା କ୍ୟାମ୍ପସ

September 12, 2025

ବେକରେ ରଶି ଲଗାଇ ଯୁବକଙ୍କ ଆତ୍ମହତ୍ୟା

September 12, 2025

ନେପାଳରୁ ୨୩ ଓଡିଆ ଯାତ୍ରୀ ଉଦ୍ଧାର

September 12, 2025

‘ଆଜି ଅପରାହ୍ନ ୪ଟାରେ ବିହାରରେ ହେବ ବିସ୍ଫୋରଣ’: ପାକିସ୍ତାନୀରୁ ଆସିଲା ଧମକ

September 12, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.