Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଲୁଗାଁ: ୪ ଚୋରି ମୋବାଇଲ ସହ ଅଭିଯୁକ୍ତ ଗିରଫ
ଆଞ୍ଚଳିକ

ବାଲୁଗାଁ: ୪ ଚୋରି ମୋବାଇଲ ସହ ଅଭିଯୁକ୍ତ ଗିରଫ

August 6, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ବାଲୁଗାଁ: ମୋବାଇଲ ଚୋରି ଘଟଣାରେ ଜଣେ ଅଭିଯୁକ୍ତକୁ ବାଲୁଗାଁ ପୋଲିସ ଗିରଫ କରିବାସହ ୪ଟି ମୋବାଇଲ ଫୋନ ଜବତ କରାଯାଇଛି। ଅଭିଯୁକ୍ତ ଜଣକ ଭୁବନେଶ୍ୱର ନୟାପଲି ୟୁନିଟ ୮ ସ୍ଥିତ ସ୍ବର୍ଗତ ଋଷି ବଳିଆରିସିଂହଙ୍କ ପୁଅ ହରିବନ୍ଧୁ ବଳିଆରିସିଂହ (୪୮) ବୋଲି ଜଣାପଡିଛି। କେଶ ନଂ ୫୯/୨୩ ଆଇପିସି ଧାରା ୩୭୯/୩୪ ରେ ମାମଲା ରୁଜୁ କରି ଅଭିଯୁକ୍ତକୁ କୋର୍ଟ ଚାଲାଣ କରାଯାଇଥିବା ଆଇଆଇସି ଜୟ ପ୍ରକାଶ ପରିଡା କହିଛନ୍ତି।

ଖବର ମୁତାବକ ତଳ ଦିନେ ବାଲୁଗାଁ ଅଞ୍ଚଳର ଏକ ମୋବାଇଲ ଦୋକାନୀ ଭୁବନେଶ୍ୱରରୁ ବସ ଯୋଗେ କିଛି ମୋବାଇଲ ଫୋନ ପଠାଇ ଥିବାବେଳେ ଉକ୍ତ କାର୍ଟୁନରୁ ମୋବାଇଲ ଚୋରି ହୋଇଥିବା ନେଇ ବାଲୁଗାଁ ଥାନାରେ ଏତଲା ଦେଇଥିଲେ। ତେବେ ଏନେଇ ତଦନ୍ତ ଜାରି ରହିଥିବା ବେଳେ ଆଜି ୪ଟି ଚୋରି ମୋବାଇଲ ସହ ଅଭିଯୁକ୍ତକୁ ଗିରଫ କରିବାରେ ବାଲୁଗାଁ ପୋଲିସ ସଫଳତା ହାସଲ କରିଛି।

ଅଭିଯୁକ୍ତ ଗିରଫ ବାଲୁଗାଁ ବାଲୁଗାଁ ପୋଲିସ
Share. Facebook Twitter LinkedIn Email WhatsApp Copy Link

Related Posts

ଗୋଦାବରୀଶ ମହାବିଦ୍ୟାଳୟରେ ସଡ଼କ ସୁରକ୍ଷା ଉପରେ ଡିଜିଟାଲ ଭିଡିଓ ପ୍ରଦର୍ଶନ କାର୍ଯ୍ୟକ୍ରମ

March 11, 2026

ଅପରେସନ ସାଇବର କବଚ: ୩୩୬ ଅଭିଯୁକ୍ତ ଗିରଫ

March 10, 2026

ବାଣପୁର ତାଲୁକ ଆଇନ ସେବା ସମିତି ପକ୍ଷରୁ ଅନ୍ତର୍ଜାତୀୟ ମହିଳା ଦିବସ ପାଳନ

March 10, 2026

ଡାଲିର ଗୁଣ ଜ୍ଞାନ ଓ ମାଗଣା ସ୍ଵାସ୍ଥ୍ୟ ଶିବିର ଅନୁଷ୍ଠିତ

March 9, 2026
Latest News

ଲୋକସଭା ବାଚସ୍ପତି ଓମ ବିର୍ଲାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଖାରଜ: ବାଚନିକ ଭୋଟରେ ହେଲା ନିଷ୍ପତ୍ତି

March 11, 2026

30 Years of Nifty50: ଏନଏସଇ ପକ୍ଷରୁ ନିଫ୍ଟି ୫୦ର ୩୦ ବର୍ଷ ପୂର୍ତି ପାଳନ

March 11, 2026

ପ୍ରଥମ ଦିନିକିଆରେ ପାକିସ୍ତାନର ଲଜ୍ଜାଜନକ ପ୍ରଦର୍ଶନ: ମାତ୍ର ୧୬ ଓଭରରେ ଜିତିଲା ବାଂଲାଦେଶ

March 11, 2026

ଯୁଦ୍ଧ ମଧ୍ୟରେ ପଶ୍ଚିମ ଏସିଆ ପାଇଁ ଏୟାର ଇଣ୍ଡିଆ ଏବଂ ଏୟାର ଇଣ୍ଡିଆ ଏକ୍ସପ୍ରେସ ନେଲେ ଏହି ପଦକ୍ଷେପ

March 11, 2026

ଭାରତ ଯୋଗୁଁ ତୈଳ ମୂଲ୍ୟ ସ୍ଥିର ରହିଛି”: ଆମେରିକାର ରାଷ୍ଟ୍ରଦୂତଙ୍କ ବଡ ବିବୃତ୍ତି

March 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.