Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ରେଢ଼ାଖୋଲ ଉପଖଣ୍ଡ ସାମ୍ବାଦିକ ସଂଘ ପକ୍ଷରୁ ଦିବଂଗତ ସାମ୍ବାଦିକଙ୍କୁ ଶ୍ରଦ୍ଧାଞ୍ଜଳି
ଆଞ୍ଚଳିକ

ରେଢ଼ାଖୋଲ ଉପଖଣ୍ଡ ସାମ୍ବାଦିକ ସଂଘ ପକ୍ଷରୁ ଦିବଂଗତ ସାମ୍ବାଦିକଙ୍କୁ ଶ୍ରଦ୍ଧାଞ୍ଜଳି

August 9, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ରେଢ଼ାଖୋଲ: ରେଢ଼ାଖୋଲ ଉପଖଣ୍ଡ ସାମ୍ବାଦିକ ସଂଘ ତରଫରୁ ସ୍ଥାନୀୟ ସାମ୍ବାଦିକ ଭବନଠାରେ ଦିବଂଗତ ସାମ୍ବାଦିକ ପ୍ରମୋଦ କୁମାର ପଟ୍ଟନାୟକ ଓ ସାମ୍ବାଦିକ କୁମାର ହସନ୍ ଙ୍କ ବିୟୋଗରେ ଏକ ଶ୍ରଦ୍ଧାଞ୍ଜଳି ସଭା ଅନୁଷ୍ଠିତ ହୋଇଥିଲା। ସଂଘର ସଭାପତି ରମାକାନ୍ତ ମହାନନ୍ଦଙ୍କ ସଭାପତିତ୍ବରେ ଅନୁଷ୍ଠିତ ଶ୍ରଦ୍ଧାଞଳି ସଭାରେ ଦିବଂଗତ ସାମ୍ବାଦିକ ପ୍ରମୋଦ ପଟ୍ଟନାୟକ ଓ କୁମାର ହସନଙ୍କ ସାମ୍ବାଦିକ ଜୀବନ ଉପରେ ଉପସ୍ଥିତ ସାମ୍ବାଦିକମାନେ ଶ୍ରଦ୍ଧାସୁମନ ଅର୍ପଣକରିଥିଲେ।

କୁମାର ହସନ୍ ଜଣେ ଯେ ସାମ୍ବାଦିକ ଥିଲେ ତା ନୁହଁ ସେ ଜଣେ ବିପ୍ଳବୀ କବି, ଗାଳ୍ପିକ, ପ୍ରାବନ୍ଧିକ, ଅନୁବାଦକ, ସଂପାଦକ ଥିଲେ। ଦାରିଦ୍ରତା ହିଁ ତାଙ୍କର ପିଛା ଛାଡୁ ନ ଥିଲା।  ସାମ୍ବାଦିକ ପ୍ରମୋଦ ପଟ୍ଟନାୟକ ପଶ୍ଚିମ ଓଡ଼ିଶାର ଜଣେ ପ୍ରତିଷ୍ଠିତ ସାମ୍ବାଦିକ। ସେ ଜଣେ ଅମାୟିକ ମଣିଷ। ଏଭଳି ସାମ୍ବାଦିକ ଦୁଇଜଣଙ୍କୁ ହରାଇ ବହୁତ କ୍ଷତି ହୋଇଛି ବୋଲି ସଂପାଦକ ସାମ୍ବାଦିକ କନ୍ଦର୍ପ ବେହେରା ଶ୍ରଦ୍ଧାଞ୍ଜଳି ଦେଇ ପ୍ରକାଶ କରିଛନ୍ତି।

ଅନ୍ୟମାନଙ୍କ ମଧ୍ୟରେ ସାମ୍ବାଦିକ ଜୟନ୍ତ କୁମାର ଖଡ଼ିରତ୍ନ, ରବିନ୍ଦ୍ର ପ୍ରଧାନ, କନ୍ଦର୍ପ ବେହେରା, ପ୍ରସନ୍ନ କୁମାର ପ୍ରଧାନ, ଶଙ୍କର ପ୍ରୁଷ୍ଟି, ସୁଶାନ୍ତ ନାଗ, ସୁଧିର ସୁନା, ତପନ କୁମାର ବିଶ୍ବାଳ, ମମତା ପାତ୍ର, ଅନିଲ୍ କୁମାର ପ୍ରୁଷ୍ଟି, ସରୋଜ କୁମାର ସାହୁ, ମଦନ ପ୍ରଧାନ, ଯଶୋବନ୍ତ ନାରାୟଣ ସାହୁ ପ୍ରମୁଖ ଯୋଗ ଦେଇ ଶ୍ରଦ୍ଧାଞଳି ଦେଇଥିଲେ। ସଭ୍ୟ ତପନ କୁମାର ବିଶ୍ବାଳ ଧନ୍ୟବାଦ ଦେଇଥିଲେ।

ସାମ୍ବାଦିକ ସଂଘ
Share. Facebook Twitter LinkedIn Email WhatsApp Copy Link

Related Posts

ବାଲୁଗାଁ ମହାବିଦ୍ୟାଳୟର ଏନସିସି ଅଧିକାରୀଙ୍କୁ ସମ୍ବର୍ଦ୍ଧନା

May 6, 2026

ବାଲୁଗାଁ ମହାବିଦ୍ୟାଳୟ ପକ୍ଷରୁ ଚିଲିକା କୂଳରେ ଜଳଛତ୍ର

May 6, 2026

ବାଲୁଗାଁ ମହାବିଦ୍ୟାଳୟର ବାର୍ଷିକ ସାୟନାରା କାର୍ଯ୍ୟକ୍ରମରେ ଅଧ୍ୟାପିକାଙ୍କୁ ସମ୍ବର୍ଦ୍ଧନା

May 5, 2026

ଗୋଦାବରୀଶ ମହାବିଦ୍ୟାଳୟରେ ୬ ଦିନିଆ ଆତ୍ମରକ୍ଷା ପ୍ରଶିକ୍ଷଣ ଶିବିର ଉଦଯାପିତ

May 5, 2026
Latest News

ମୁଖ୍ୟମନ୍ତ୍ରୀ ଯୋଗୀଙ୍କ ବଡ ଘୋଷଣା

May 12, 2026

ରଣପୁରରେ ଦୁଇ ଶିକ୍ଷକ-ଶିକ୍ଷୟତ୍ରୀଙ୍କ ପରଲୋକ: ଶିକ୍ଷା ମହଲରେ ଶୋକର ଛାୟା

May 12, 2026

ନିଟ୍‌-ୟୁଜି ୨୦୨୬ ପରୀକ୍ଷା ବାତିଲକୁ ନେଇ ସରକାରଙ୍କୁ ସମାଲୋଚନା କଲେ ନବୀନ

May 12, 2026

ଯୁବକକୁ ଗୋଡ଼ାଇ ଗୋଡ଼ାଇ ମରଣାନ୍ତକ ଆକ୍ରମଣ

May 12, 2026

ବାରଙ୍ଗରେ ବୁଲିଲା ଖଣ୍ଡା; ୨ଜଣ ଆହତ

May 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.