Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ନାଚୁଣୀ: ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ଦୁଇ ବାଇକ ଆରୋହୀ ଗୁରୁତର
ଆଞ୍ଚଳିକ

ନାଚୁଣୀ: ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ଦୁଇ ବାଇକ ଆରୋହୀ ଗୁରୁତର

August 10, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ନାଚୁଣୀ: ଖୋର୍ଦ୍ଧା ଜିଲ୍ଲା ନାଚୁଣୀ ଥାନା ଅନ୍ତର୍ଗତ କଉଡିଖୁଣି ଛକ ଠାରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଯାଇଛି। ଆଜି ସନ୍ଧ୍ୟାରେ ଏହି ଦୁର୍ଘଟଣା ଘଟିଛି। ଯେଉଁଥିରେ ଦୁଇ ବାଇକ ଆରୋହୀ ଗୁରୁତର ଆହତ ହୋଇଛନ୍ତି।

ସୂଚନା ଅନୁଯାୟୀ କଉଡିଖୁଣି ଛକ ଠାରେ ବାଇକ ଓ ଟ୍ରକ ମଧ୍ୟରେ ଧକ୍କା ହୋଇଥିଲା। ଦୁର୍ଘଟଣା ଏଭଳି ହୋଇଥିଲା ଯେ, ଟ୍ରକ ଚକା ତଳକୁ ବାଇକ ଆରୋହୀ ଆସିଯାଇଥିଲେ। ଯାହାଦ୍ୱାରା ଏଥିରେ ଦୁଇଜଣ ଗୁରୁତର ଆହତ ହୋଇଥିଲେ।

ଉଭୟଙ୍କ ଅବସ୍ଥା ସଂକଟାପନ୍ନ ଥିବା ବେଳେ ଉତ୍ତ୍ୟକ୍ତ ଗ୍ରାମାବାସୀମାନେ ଟାୟାର ଜାଳି ରାସ୍ତା ଅବରୋଧ କରିଛନ୍ତି। ଗ୍ରାମବାସୀଙ୍କ ଅଭିଯୋଗ ଅନୁଯାୟୀ, ଏଠାରେ ବାରମ୍ବାର ଦୁର୍ଘଟଣା ଘଟୁଥିବା ବେଳେ ସେଠାରେ ଏକ ଅଣ୍ଡର ପାସ ପାଇଁ ଦାବି ହୋଇ ଆସୁଛି। କିନ୍ତୁ ଏହା ପ୍ରତି ସରକାରଙ୍କ କୌଣସି ଧ୍ୟାନ ଦିଆଯାଉନାହିଁ। ଏଠାରେ ତୁରନ୍ତ ଅଣ୍ଡର ପାସ ନିର୍ମାଣ କରାନଗଲେ ଆଗାମୀ ଦିନରେ ଗ୍ରାମବାସୀ ଆନ୍ଦୋଳନକୁ ଓହ୍ଲାଇବେ ବୋଲି ଚେତାବନୀ ଦିଆଯାଇଛି।

ନାଚୁଣୀ ସଡକ ଦୁର୍ଘଟଣା
Share. Facebook Twitter LinkedIn Email WhatsApp Copy Link

Related Posts

ଚ଼ିଲିକା ବ୍ଲକର ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟ ସମ୍ପର୍କରେ ଆଲୋଚନା କଲେ ଆଇନ ମନ୍ତ୍ରୀ

September 18, 2026

ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିବସରେ ବାଣପୁର ନଗର ମଣ୍ଡଳ ବିଜେପି ପକ୍ଷରୁ ଦୀପଦାନ

September 17, 2026

ବାଣପୁର: ଶ୍ରୀନିବାସପୁର ଶାସନରେ ପରିବେଷଣ ହେଲା “ଗଣେଶ ଗୀତିନାଟ୍ୟ”

September 17, 2026

ବାଇକ୍-ଟ୍ରଲି ଅଟୋ ମୁହାଁମୁହିଁ ଧକ୍କା: ଜଣେ ମୃତ, ଜଣେ ଗୁରୁତର

September 15, 2026
Latest News

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ବାଇକକୁ ଧକ୍କା ଦେଇ ନାଳକୁ ଖସିଲା ବୋଲେରୋ, ବାପ-ପୁଅ ଓ ନାତିଙ୍କ ମୃତ୍ୟୁ

September 18, 2026

ବିଜେପି ସରକାର ଆସିବା ପରେ ରାଜ୍ୟକୁ ଛୁଟୁଛି ନିବେଶର ସୁଅ

September 18, 2026

ପୂର୍ବତଟ ରେଳପଥର ସ୍ୱଚ୍ଛତା ହିଁ ସେବା- ୨୦୨୬ ଅଭିଯାନ ଆରମ୍ଭ

September 18, 2026

ଆଇଏମ୍‌ଏସ୍ ଆଣ୍ଡ ସମ ହସ୍ପିଟାଲ୍ ଛାତ୍ରଛାତ୍ରୀଙ୍କ ନିମନ୍ତେ ଗ୍ରାଜୁଏସନ୍ କାର୍ଯ୍ୟକ୍ରମ ଆୟୋଜିତ

September 18, 2026

ଚ଼ିଲିକା ବ୍ଲକର ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟ ସମ୍ପର୍କରେ ଆଲୋଚନା କଲେ ଆଇନ ମନ୍ତ୍ରୀ

September 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.