Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ନାଚୁଣୀ ମହାବିଦ୍ୟାଳୟ ପରିସରରେ ରେଡକ୍ରସ ୟୁନିଟ ତରଫରୁ “ଜାତୀୟ କୃମି ମୁକ୍ତି ଦିବସ” ପାଳିତ
ଆଞ୍ଚଳିକ

ନାଚୁଣୀ ମହାବିଦ୍ୟାଳୟ ପରିସରରେ ରେଡକ୍ରସ ୟୁନିଟ ତରଫରୁ “ଜାତୀୟ କୃମି ମୁକ୍ତି ଦିବସ” ପାଳିତ

August 10, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ନାଚୁଣୀ: ନାଚୁଣୀ ମହାବିଦ୍ୟାଳୟ ପରିସରରେ ଅଧ୍ୟକ୍ଷ ନାରାୟଣ ବଳିଆରସିଂ ଙ୍କ ଅଧ୍ୟକ୍ଷତା ରେ ଏଵଂ ରେଡକ୍ରସ କାଉନସିଲର ବିଜୟ ଶତପଥି ନେତୃତ୍ୱ ରେ ଜାତୀୟ କୃମି ଦିବସ ପାଳିତ ହୋଇଯାଇଛି। ଏଥିରେ ରେ ମହାବିଦ୍ୟାଳୟର ରେଡକ୍ରସ ୟୁନିଟ ର ସ୍ଵେଚ୍ଛାସେବୀ ଛାତ୍ର ଛାତ୍ରୀ ଙ୍କ ଦ୍ଵାରା ମହାବିଦ୍ୟାଳୟର ଅନ୍ୟ ଛାତ୍ର ଛାତ୍ରୀ ଙ୍କୁ ସଚେତନତା କରିବା ସହିତ ,କୃମି ଔଷଧ ବଣ୍ଟନ କରିଥିଲେ।

କାର୍ଯ୍ୟକ୍ରମ ଆରମ୍ଭରେ ଅଧ୍ୟକ୍ଷ କିଭଳି କୃମି ଠାରୁ ଦୂରେଇ ରହିବା, ସେ ବିଷୟରେ ସବିଶେଷ ଟିପ୍ପଣୀ ପ୍ରଦାନ କରିଥିଲେ। ଏହି କାର୍ଯ୍ୟକ୍ରମରେ ବିଶ୍ୱଜିତ୍ ପ୍ରଧାନ, ଶୁଭମ୍ ତ୍ରିପାଠୀ, ପ୍ରଭୁ ସ୍ୱାଇଁ, ରଞ୍ଜିତ ସାହୁ, ବବୁଲୁ ସ୍ୱାଇଁ, ହିମାଂଶୁ ସାହୁ ଆଦି ସ୍ଵେଚ୍ଛାସେବୀ ଛାତ୍ର ଛାତ୍ରୀ କାର୍ଯ୍ୟକ୍ରମ କୁ ସଞ୍ଚାଳନ କରିଥିଲେ।

ନାଚୁଣୀ ମହାବିଦ୍ୟାଳୟ
Share. Facebook Twitter LinkedIn Email WhatsApp Copy Link

Related Posts

ସେଣ୍ଟ ଜାଭିୟର ହାଇସ୍କୁଲ ଦ୍ଵାରା ବାଣପୁର ଅଞ୍ଚଳର କୃତି ଛାତ୍ରଛାତ୍ରୀମାନଙ୍କୁ ସମ୍ବର୍ଦ୍ଧନା

September 7, 2026

ମାରୁତି ୱାକର୍ସ କ୍ଲବର ନୂତନ କର୍ମକର୍ତ୍ତା

September 7, 2026

ବଜ୍ରକୋଟ ପ୍ରାଥମିକ ବିଦ୍ୟାଳୟରେ ଭାବପୂର୍ଣ୍ଣ ଗୁରୁ ପୂଜନ ଉତ୍ସବ

September 6, 2026

ରେଢ଼ାଖୋଲରେ ଆରଏସଏସ ଯୁବ ସମ୍ମିଳନୀ

September 6, 2026
Latest News

ସାମରିକ ଶକ୍ତି ବୃଦ୍ଧି ପାଇଁ ନିଷ୍ପତ୍ତି: ୧.୧୦ ଲକ୍ଷ କୋଟି ଟଙ୍କାର ପ୍ରତିରକ୍ଷା ସାମଗ୍ରୀ କ୍ରୟ ପ୍ରସ୍ତାବକୁ ମିଳିଲା ମଞ୍ଜୁରୀ

September 7, 2026

ମହାଅଷ୍ଟମୀରେ ମଦ ବନ୍ଦ, ବିସର୍ଜନ ଶୋଭାଯାତ୍ରାରେ DJ ଉପରେ କଟକଣା

September 7, 2026

୩୨ତମ ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ତୃତୀୟ ସନ୍ଧ୍ୟା

September 7, 2026

ସ୍ୱଚ୍ଛ ବାୟୁ ସର୍ବେକ୍ଷଣ ୨୦୨୬: ଜାତୀୟ ସ୍ତରରେ ଓଡ଼ିଶାର ବାଜିମାତ, ରାଉରକେଲା ଓ କଳିଙ୍ଗନଗର ପ୍ରଥମ

September 7, 2026

IAS ଅଦଳବଦଳ: ସୁରେଶ ବଶିଷ୍ଠଙ୍କୁ ନୂଆ ଦାୟିତ୍ୱ, OMC ଅଧ୍ୟକ୍ଷ ହେଲେ ସୁଧାଂଶୁ ସାମଲ

September 7, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.