Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ରଣପୁର: କେନ୍ଦୁଆ ଆଶ୍ରମ ବିଦ୍ୟାଳୟ ଠାରେ ବିଶ୍ଵ ହାତୀ ଦିବସ ପାଳିତ
ଆଞ୍ଚଳିକ

ରଣପୁର: କେନ୍ଦୁଆ ଆଶ୍ରମ ବିଦ୍ୟାଳୟ ଠାରେ ବିଶ୍ଵ ହାତୀ ଦିବସ ପାଳିତ

August 12, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ରଣପୁର: ପଟିଆ ପଞ୍ଚାୟତ ଅନ୍ତର୍ଗତ କେନ୍ଦୁଆ ଆଶ୍ରମ ବିଦ୍ୟାଳୟ ଠାରେ ଆଜି ବିଶ୍ଵ ହାତୀ ଦିବସ ପାଳିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ସ୍କୁଲ ଛାତ୍ରଛାତ୍ରୀ ଓ ଅଭିଭାବକମାନଙ୍କୁ ପରିବେଶ ପାଇଁ ହାତୀର ଉପକାରିତା ଉପରେ ଅତିଥିମାନେ ମତବ୍ୟକ୍ତ କରିଥିଲେ।

ଉକ୍ତ ଦିବସରେ ସ୍କୁଲର ପ୍ରଧାନ ଶିକ୍ଷକ ଆନନ୍ଦ ଚନ୍ଦ୍ର ଭଟବ୍ରହ୍ମା, ଶ୍ରେଣୀ ଶିକ୍ଷୟତ୍ରୀ ସଞ୍ଜୁକ୍ତା ରାଣୀ ନାୟକ, ସସ୍ମିତା ପ୍ରଧାନ, ମିତାଲୀ ମଲ୍ଲ ଉପସ୍ଥିତ ଥିବା ବେଳେ ପଲ୍ଲିଶ୍ରୀ ଅନୁଷ୍ଠାନର ସଂଯୋଜକ ଜିତେନ୍ଦ୍ରିୟ ନାୟକ ଓ ସନ୍ତୋଷ କୁମାର ଜେନା ଯୋଗ ଦେଇ ସ୍କୁଲର ଛାତ୍ରଛାତ୍ରୀ, ହାତୀ ସାଥି ମେମ୍ବର ମାନଙ୍କୁ ବିଶ୍ଵ ହାତୀ ଦିବସରେ ବାର୍ତ୍ତା ପ୍ରତିବାଦନ କରିଥିଲେ।

ଏହି କାର୍ଯ୍ୟକ୍ରମକୁ ଜାପାନ ଟ୍ରଷ୍ଟ ଫର ଗ୍ଲୋବାଲ ଏନଭାରମେଣ୍ଟ , ବୈଷୟିକ ସହାୟତା: ଆର.ସି.ଜ, ଜାପାନ ସହଯୋଗ କରିଥିବା ବେଳେ ଭୁବନେଶ୍ଵର ପଲ୍ଲିଶ୍ରୀ ସ୍ଵେଚ୍ଛାସେବୀ ଅନୁଷ୍ଠାନ ସଂଗଠିତ କରିଥିଲା।

ବିଶ୍ଵ ହାତୀ ଦିବସ ରଣପୁର
Share. Facebook Twitter LinkedIn Email WhatsApp Copy Link

Related Posts

ଉପର ମଣିନାଗ ପୀଠରେ ଏକବିଂଶତମ ବାର୍ଷିକ ବିଶ୍ୱଶାନ୍ତି ମହାଯଜ୍ଞ ସମାପ୍ତ

March 15, 2026

ବାଣପୁର କୋର୍ଟ ପରିସରରେ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ

March 14, 2026

ବାଲୁଗାଁ: ସାମ୍ବାଦିକଙ୍କ ମାତୃ ବିୟୋଗ

March 12, 2026

ଗୋଦାବରୀଶ ମହାବିଦ୍ୟାଳୟରେ ସଡ଼କ ସୁରକ୍ଷା ଉପରେ ଡିଜିଟାଲ ଭିଡିଓ ପ୍ରଦର୍ଶନ କାର୍ଯ୍ୟକ୍ରମ

March 11, 2026
Latest News

ରାଜ୍ୟସଭା ନିର୍ବାଚନ: ଓଡ଼ିଶା, ବିହାର ଏବଂ ହରିୟାଣାରେ କଡ଼ା ପ୍ରତିଦ୍ୱନ୍ଦ୍ୱିତା, ଜାଣନ୍ତୁ ସଂଖ୍ୟା ଖେଳ

March 16, 2026

ରାଜ୍ୟସଭା ନିର୍ବାଚନ ପାଇଁ ଆରମ୍ଭ ହେଲା ମତଦାନ, ବିଧାନସଭାରେ ବିଧାୟକମାନେ ଦେଉଛନ୍ତି ଭୋଟ

March 16, 2026

କଟକ ଏସସିବି ଅଗ୍ନିକାଣ୍ଡ ଘଟଣାରେ ଦୁଃଖ ପ୍ରକାଶ କଲେ ନବୀନ ପଟ୍ଟନାୟକ, କହିଲେ….

March 16, 2026

କଟକ ମେଡିକାଲ ଅଗ୍ନିକାଣ୍ଡ ଘଟଣା, ମୃତକଙ୍କ ପରିବାର ବର୍ଗଙ୍କୁ ୨୫ ଲକ୍ଷ ଟଙ୍କା ଅନୁକମ୍ପା ରାଶି ଘୋଷଣା

March 16, 2026

କଟକ ମେଡିକାଲରେ ଭୟଙ୍କର ଅଗ୍ନିକାଣ୍ଡ, ୧୦ ମୃତ, ସଂଖ୍ୟା ବଢିବା ଆଶଙ୍କା

March 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.