Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁର ବ୍ଲକରେ ନୂତନ ବିଜୁ ଯୁବ ଜନତା ଦଳର ସଭାପତି ହେଲେ କୈଳାଶ ମହାପାତ୍ର
ଆଞ୍ଚଳିକ

ବାଣପୁର ବ୍ଲକରେ ନୂତନ ବିଜୁ ଯୁବ ଜନତା ଦଳର ସଭାପତି ହେଲେ କୈଳାଶ ମହାପାତ୍ର

August 14, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ବାଣପୁର: ଖୋର୍ଦ୍ଧା ଜିଲ୍ଲା ବାଣପୁର ବ୍ଲକର ନୂତନ ବିଜୁ ଯୁବ ଜନତା ଦଳର ସଭାପତି ଭାବେ କୈଳାଶ ମହାପାତ୍ରଙ୍କୁ ନିଯୁକ୍ତି ମିଳିଛି। ଶ୍ରୀ ମହାପାତ୍ରଙ୍କୁ ବିଜୁ ଯୁବ ଜନତା ଦଳର ରାଜ୍ୟ ସଭାପତି ବ୍ୟୋମକେଶ ରାୟ ଏହି ନିଯୁକ୍ତି ଦେଇଛନ୍ତି। ଶ୍ରୀ ମହାପାତ୍ର ବିଜେଡିର ଜଣେ ଭଲ ସଂଗଠକ ଭାବେ ବାଣପୁର ଅଞ୍ଚଳରେ ବେଶ ପରିଚିତ। ଦଳ ପ୍ରତି ତାଙ୍କର ନିଷ୍ଠା ଓ କର୍ତ୍ତବ୍ୟପରାୟଣତା କୁ ଦେଖି ତାଙ୍କୁ ଏହି ନୂତନ ନିଯୁକ୍ତି ମିଳିଛି।

ତେବେ ନୂତନ ଦାଇତ୍ୱ ମିଳିବା ପରେ ବାଣପୁର ବ୍ଲକରେ ଯୁବ ବିଜେଡିକୁ ଆହୁରି ସକ୍ରିୟ କରିବା ସହ ଆଗାମୀ ଦିନରେ ଦଳ କିପରି ସାଧାରଣ ନିର୍ବାଚନରେ ଭଲ ପ୍ରଦର୍ଶନ କରିବ ସେ ଦିଗରେ କାମ କରିବେ ବୋଲି କହିଛନ୍ତି ଶ୍ରୀ ମହାପାତ୍ର। ନୂତନ ଦାୟିତ୍ୱ ମିଳିବା ପରେ ଶ୍ରୀ ମହାପାତ୍ରଙ୍କୁ ଦଳୀୟ କର୍ମୀମାନେ ଶୁଭେଚ୍ଛା ଜଣାଇଛନ୍ତି।

ବାଣପୁର ବ୍ଲକ ବିଜୁ ଯୁବ ଜନତା ଦଳ
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁରରେ ଖୋଲିଲା ଯୋଗ ଶିକ୍ଷା କେନ୍ଦ୍ର: କ୍ୟାରିଅର ଗଢିବା ପାଇଁ ପାଠ୍ୟକ୍ରମ ବ୍ୟବସ୍ଥା

March 31, 2026

ଚିଲିକାରାଣୀ ଇଂରାଜୀ ମାଧ୍ୟମିକ ବିଦ୍ୟାଳୟର ୪୪ ତମ ବାର୍ଷିକ ଉତ୍ସବ

March 30, 2026

ଶ୍ରୀ ସତ୍ୟସାଇ ବିଦ୍ୟାମନ୍ଦିରର ରଜତ ଜୟନ୍ତୀ ଉତ୍ସବ

March 30, 2026

ଦ୍ଵିତୀୟ ପର୍ଯ୍ୟାୟ ‘’ଉଲ୍ଲାସ” ପରୀକ୍ଷାରେ ଯୋଗ ଦେଲେ ୧୫୦୦ ନିରକ୍ଷର ପୁରୁଷ ଓ ମହିଳା

March 15, 2026
Latest News

ଭୁବନେଶ୍ୱର ରେ VFS ଗ୍ଲୋବାଲ ଭିସା ଆବେଦନ କେନ୍ଦ୍ର ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

April 1, 2026

ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କୁ ବଡ଼ ଆଶ୍ଵସ୍ତି: ଫୌଜଦାରୀ ମାନହାନି ମାମଲା ଖାରଜ କଲେ କୋର୍ଟ

April 1, 2026

ଆଜି ଲକ୍ଷ୍ନୌ ବନାମ ଦିଲ୍ଲୀ ମ୍ୟାଚ୍ କିପରି ମାଗଣାରେ ଲାଇଭ୍ ଦେଖିବେ?: ଜାଣନ୍ତୁ….

April 1, 2026

ଉତ୍କଳମଣିଙ୍କ ଜନ୍ମପୀଠରେ ପାଳିତ ହେଲା ଓଡ଼ିଶା ଦିବସ ୨୦୨୬

April 1, 2026

୭୮ ପୋଲିସ ଅଧିକାରୀ ଓ କର୍ମଚାରୀଙ୍କୁ ପଦକ ପ୍ରଦାନ କଲେ ଡିଜିପି

April 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.