Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁରରେ ‘ଅଖଣ୍ଡ ଭାରତ ସଂକଳ୍ପ ଦିବସ’ ପାଳିତ
ଆଞ୍ଚଳିକ

ବାଣପୁରରେ ‘ଅଖଣ୍ଡ ଭାରତ ସଂକଳ୍ପ ଦିବସ’ ପାଳିତ

August 15, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ବାଣପୁର: ଆଜି ଖୋର୍ଦ୍ଧା ଜିଲ୍ଲା ବାଣପୁର ସ୍ଥିତ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ରେ ଜିଲ୍ଲା ସଂସ୍କୃତି ସୁରକ୍ଷା ସମିତି ପକ୍ଷରୁ ‘ଅଖଣ୍ଡ ଭାରତ ସଂକଳ୍ପ ଦିବସ’ କାର୍ଯ୍ୟକ୍ରମ ପାଳିତ ହୋଇଯାଇଛି।  ଏହି କାର୍ଯ୍ୟକ୍ରମରେ ରାଷ୍ଟ୍ରୀୟ ସ୍ୱୟଂ ସେବକ ସଂଘ(ଆରଏସଏସ), ବାଣପୁରର ସଂଘଚାଳକ ସତ୍ୟନାରାୟଣ ଷଡ଼ଙ୍ଗୀ ମୁଖ୍ୟ ବକ୍ତା ଭାବରେ ଯୋଗ ଦେଇ ସଂସ୍କୃତି ଓ ରାଷ୍ଟ୍ର ବିଷୟରେ ଉଦବୋଧନ ଦେଇଥିଲେ।

ମୁଖ୍ୟ ଅତିଥି ଭାବେ ବାଣପୁରସ୍ଥ ସଂଗୀତ ମହାବିଦ୍ୟାଳୟର ପ୍ରାକ୍ତନ ଅଧ୍ୟକ୍ଷ ମାଧବ ଚନ୍ଦ୍ର ପଲେଇ ଯୋଗଦେଇ ଦେଶ ସ୍ୱାଧୀନତା ଓ ଏଥିରେ ବାଣପୁରର ଯୋଗଦାନ ସମ୍ପର୍କରେ ଆଲୋଚନା କରିଥିଲେ।

ଏହି ଅବସରରେ ସଂସ୍କୃତି ସୁରକ୍ଷା ସମିତି ପକ୍ଷରୁ ବାଣପୁର ର ବିଭିନ୍ନ ବିଦ୍ୟାଳୟ ଓ ମହାବିଦ୍ୟାଳୟରେ ପୁର୍ବରୁ ଅନୁଷ୍ଠିତ ସଂଗୀତ ଓ ତର୍କ ପ୍ରତିଯୋଗିତା ରେ ସଫଳତା ଲାଭ କରିଥିବା କୃତି ଛାତ୍ରଛାତ୍ରୀଙ୍କୁ ପୁରସ୍କାର ପ୍ରଦାନ କରାଯାଇଥିଲା।

ଉକ୍ତ ପ୍ରତିଯୋଗିତାରେ ବିଚାରକ ମଣ୍ଡଳି ଭାବେ ସଂଯୁକ୍ତା ପ୍ରଧାନ, ଦିଲ୍ଲୀପ କୁମାର ପାତ୍ର ଓ ସରୋଜକାନ୍ତ ଶାସମଲ ଯୋଗ ଦେଇଥିବା ବେଳେ ଆଜିର କାର୍ଯ୍ୟକ୍ରମକୁ ଆରଏସଏସ ବାଣପୁର ଖଣ୍ଡ କାର୍ଯ୍ୟବାହ ପ୍ରଶାନ୍ତ କୁମାର ସୁପକାର ସଂଚାଳନ କରିଥିଲେ।

ବାଣପୁର ରାଷ୍ଟ୍ରୀୟ ସ୍ୱୟଂ ସେବକ ସଂଘ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର
Share. Facebook Twitter LinkedIn Email WhatsApp Copy Link

Related Posts

ରଣପୁର ବ୍ଲକରେ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 21, 2026

ବାଣପୁର ଓ ବାଲୁଗାଁରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 21, 2026

ଶ୍ରୀ ମହିଳା ସଂଘ ପକ୍ଷରୁ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 21, 2026

ବାଲୁଗାଁ ମହାବିଦ୍ୟାଳୟ ପରିସରରେ ସ୍ୱଚ୍ଛତା ଅଭିଯାନ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ

June 20, 2026
Latest News

ସୋଆରେ ଦ୍ୱାଦଶ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026

ଭାରତୀୟ ରେଳବାଇ ଦ୍ୱାରା ସ୍ପେଶାଲ୍ ଟ୍ରେନର ସେବା ଅବଧି ବୃଦ୍ଧି

June 22, 2026

ଗଜପତିର ପ୍ରବାସୀ ଶ୍ରମିକଙ୍କ ମରଶରୀରକୁ ଆଣିବା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବ୍ରହ୍ମପୁର ସାଂସଦ

June 22, 2026

ନୂଆ ପାଠ୍ୟପୁସ୍ତକକୁ ନେଇ ବିବାଦ: ତ୍ରୁଟି, ଟେଣ୍ଡର ଓ ୨୧ କୋଟିର ପ୍ରଶ୍ନ

June 22, 2026

ଟିଏମସି ବିଦ୍ରୋହୀ ଗୋଷ୍ଠୀର ବଡ଼ ନିଷ୍ପତ୍ତି: ଅଧ୍ୟକ୍ଷ ପଦରୁ ହଟିଲେ ମମତା, ଅଭିଷେକ ବାନାର୍ଜୀ ନିଲମ୍ବିତ

June 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.